ତାଜା ଖବର ଦେଶ ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ April 8, 2025 Papirani ଟ୍ରାକ ଉପରେ ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ମଙ୍ଗଳବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ହାୱଡା-ସିକନ୍ଦର ଫଲକନୁମା ଏକ୍ସପ୍ରେସ୍ । ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା…
ଦେଶ ବ୍ୟବସାୟ ପେଟ୍ରୋଲ-ଡିଜେଲ୍ ଉପରେ ବଢ଼ିଲା ଉତ୍ପାଦ ଶୁଳ୍କ; ମୂଲ୍ୟ ଅପରିବର୍ତ୍ତିତ April 7, 2025 Nirvay କେନ୍ଦ୍ର ସରକାର ସୋମବାର ଦିନ ପେଟ୍ରୋଲ ଏବଂ ଡିଜେଲ ଉପରେ ୨ ଟଙ୍କା ଏକ୍ସାଇଜ ଡ୍ୟୁଟି ବା ଉତ୍ପାଦ ଶୁଳ୍କ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ଆଜି ରାତି ୧୨ଟା ରୁ ନୂତନ ଦର ଲାଗୁ ହେବ । ତେବେ…
ତାଜା ଖବର ଦେଶ ବିଶ୍ୱ ବ୍ୟବସାୟ ବିଶ୍ବ ସେୟାର ବଜାରରେ ହାହାକର; ୧୦ ସେକେଣ୍ଡରେ ନିବେଶକ ହରାଇଲେ ୧୯ ଲକ୍ଷ କୋଟି April 7, 2025 Papirani ବିଶ୍ବବ୍ୟାପୀ ସେୟାର ବଜାରରେ ଦେଖାଯାଇଛି ଭୂକମ୍ପ । ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ଘୋଷଣା ପରେ, ସେୟାର ବଜାରରେ ହ୍ରାସର ଧାରା ଥମିବାର ନାଁ ନେଉନାହିଁ। ଆମେରିକାରେ ଟାରିଫ ବୃଦ୍ଧିକୁ ନେଇ ସେୟାର ବଜାରରେ ନିଆଁ ଲାଗିଥିବା ବେଳେ ହଂକଂ, ସିଙ୍ଗାପୁର, ଚୀନ,…
ତାଜା ଖବର ଦେଶ ନୂଆ ପମ୍ବନ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି April 6, 2025 Papirani ତାମିଲନାଡୁ ରାମେଶ୍ବରମରେ ପମ୍ବନ ସେତୁ ଉଦ୍ଘାଟିତ। ନୂଆ ପମ୍ବନ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଦେଶର ପ୍ରଥମ ଭର୍ଟିକାଲ୍ ଲିଫ୍ଟ ସାମୁଦ୍ରିକ ସେତୁ । ୫୩୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ପମ୍ବନ ବ୍ରିଜ୍ । ଏହା…
ତାଜା ଖବର ଦେଶ ରାଜ୍ୟ ୱକ୍ଫ ବିଲ୍କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ April 6, 2025 Papirani ସଂସଦର ଉଭୟ ଗୃହରେ ଜୋରଦାର ବିତର୍କ ପରେ ଗୃହୀତ ହୋଇଥିବା ୱକଫ ସଂଶୋଧନ ବିଲକୁ ରାଷ୍ଟ୍ରପତି ଅନୁମୋଦନ ଦେଇଛନ୍ତି । ଆଇନ୍ରେ ପରିଣତ ହେଲା ୱକ୍ଫ ସଂଶୋଧିତ ବିଲ୍ । ଏ ନେଇ ନୂଆ ଆଇନର ଗେଜେଟ ପ୍ରକାଶ ପାଇଛି ।…
ତାଜା ଖବର ଦେଶ ରାଜ୍ୟ ଆଜି ପବିତ୍ର ରାମ ନବମୀ; ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 6, 2025 Papirani ଆଜି ହେଉଛି ପବିତ୍ର ରାମ ନବମୀ । ଚୈତ୍ର ମାସ ନବମୀ ଆଜିର ଦିନରେ ମର୍ଯ୍ୟଦା ପୁରୁଷ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ । ସେଥିପାଇଁ ଆଜିର ଦିନକୁ ରାମ ନବମୀ ଭାବେ ପାଳନ କରାଯାଇଥାଏ । ଏହି ଅବସରରେ ସ୍ବତନ୍ତ୍ର…
ଦେଶ ବିଶ୍ୱ ନରେନ୍ଦ୍ର ମୋଦିଙ୍କୁ ‘ମିତ୍ର ବିଭୂଷଣ’ରେ ସମ୍ମାନିତ କଲେ ଶ୍ରୀଲଙ୍କା ସରକାର April 5, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଶ୍ରୀଲଙ୍କା ଗସ୍ତରେ କଲମ୍ବୋରେ ପହଞ୍ଚିବା ପରେ ମୋଦିଙ୍କୁ ରାଷ୍ଟ୍ର ସମ୍ମାନ ସହିତ ସ୍ୱାଗତ କରାଯାଇଥିଲା । ତାଙ୍କୁ ସ୍ୱତନ୍ତ୍ର ଚୌକରେ ଗାର୍ଡ ଅଫ ଅନର ଏବଂ ୨୧ ତୋପ ସଲାମୀ ଦିଆଯାଇଥିଲା । ପ୍ରଧାନମନ୍ତ୍ରୀ…
ଦେଶ ରାଜ୍ୟ ଓଡ଼ିଶାର ୨ ଟି ରେଳ ପ୍ରକଳ୍ପ ସମେତ ୪ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ April 4, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି, ରେଳ ମନ୍ତ୍ରଣାଳୟର ୪ଟି ପ୍ରକଳ୍ପକୁ ଅନୁମୋଦନ କରିଛି, ଯାହାର ମୋଟ ମୂଲ୍ୟ ପ୍ରାୟ ୧୮, ୬୫୮ କୋଟି ଟଙ୍କା । ତିନୋଟି ରାଜ୍ୟ – ମହାରାଷ୍ଟ୍ର, ଓଡ଼ିଶା ଏବଂ…
ତାଜା ଖବର ଦେଶ ମମତା ବାନାର୍ଜୀଙ୍କୁ ଝଟ୍କା; ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ରଦ୍ଦ ନିର୍ଦ୍ଦେଶ କାଏମ ରଖିଲେ ସୁପ୍ରିମକୋର୍ଟ April 3, 2025 Papirani ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି । ୨୦୧୬ରେ ପଶ୍ଚିମବଙ୍ଗ ସ୍କୁଲ ସେବା ଆୟୋଗ ପକ୍ଷରୁ ନିଯୁକ୍ତ ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକଙ୍କ…
ତାଜା ଖବର ଦେଶ ଲୋକସଭାରେ ବିଳମ୍ବିତ ରାତ୍ରିରେ ପାରିତ ହେଲା ୱାକଫ ବିଲ୍ April 3, 2025 Papirani ଲୋକସଭାରେ ଗୃହୀତ ହେଲା ୱାକଫ୍ ସଂଶୋଧନ ବିଲ୍ ।ସରକାର ଏବଂ ବିରୋଧୀଙ୍କ ମଧ୍ୟରେ ପ୍ରବଳ ବିତର୍କ ପରେ ଲୋକସଭାରେ ଗୃହୀତ ହୋଇଛି ୱାକଫ ସଂଶୋଧନ ବିଲ୍-୨୦୨୫। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଲୋକସଭାରେ ଏହି ବିଲ୍ ଆଗତ କରିଥିଲେ। ୧୨…