Category: ଦେଶ

Women’s World Cup Champions: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ ଟିମ୍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଆଇସିସି ମହିଳା ବିଶ୍ୱକପ୍ ବିଜେତା ଭାରତୀୟ କ୍ରିକେଟ୍ ଦଳକୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଥିଲେ ଏବଂ ସେମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ବେଶ୍ ପ୍ରଶଂସା କରିଥିଲେ । ସାକ୍ଷାତ ସମୟରେ ସେ ଖେଳାଳିମାନଙ୍କ…

Bilaspur Train Accident: ଛତିଶଗଡ଼ରେ ମାଲବାହୀ ଟ୍ରେନ୍ ଉପରେ ଚଢ଼ିଗଲା ଯାତ୍ରାବାହୀ ଟ୍ରେନ୍; ୧୦ ମୃତ

ଛତିଶଗଡ଼ ବିଳାସପୁର ଷ୍ଟେସନ ନିକଟରେ ଟ୍ରେନ୍ ଦୁର୍ଘଟଣା। ମାଲ୍‌ବାହୀ ଟ୍ରେନ୍‌କୁ ଧକ୍କା ଦେଲା ପାସେଞ୍ଜର ଟ୍ରେନ୍ । ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ବର୍ତମାନ ସୁଦ୍ଧା ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଗକୁ ଏହି…

Ghatshila Bypoll: ଝାଡ଼ଖଣ୍ଡରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଝାଡ଼ଖଣ୍ଡରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଘାଟସିଲା ଉପନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ମୋହନ । ବିଜେପି ପ୍ରାର୍ଥୀ ବାବୁଲାଲ ସୋରେନଙ୍କ ପାଇଁ ପ୍ରଚାର କରିବା ସହ ଆୟୋଜିତ ୨ଟି ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ଓଡ଼ିଶାର…

Telangana Bus Accident: ତେଲଙ୍ଗାନା ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି

ତେଲେଙ୍ଗାନାର ରଙ୍ଗରେଡ୍ଡୀ ଜିଲ୍ଲାରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି ପାଇଥିବାବେଳେ ଏକାଧିକ ଆହତ ହୋଇଛନ୍ତି । ଦୁର୍ଘଟଣାରେ ଆହତଙ୍କୁ ନିକଟସ୍ଥ ହସପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ରଙ୍ଗାରେଡ୍ଡି ଜିଲ୍ଲାର ଚେଭେଲା ମଣ୍ଡଳ…

15th Finance Commission: ଓଡିଶାକୁ ପଞ୍ଚଦଶ ଅର୍ଥ କମିଶନଙ୍କ ୪୪୪ କୋଟି ଟଙ୍କା ମଞ୍ଜୁର

କେନ୍ଦ୍ର ସରକାର ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥାଗୁଡ଼ିକ ପାଇଁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ଅଧୀନରେ ୪୪୪ କୋଟି ଟଙ୍କାରୁ ଅଧିକ ପ୍ରଦାନ କରିଛନ୍ତି । ପଞ୍ଚାୟତିରାଜ ମନ୍ତ୍ରଣାଳୟ ଦେଇଥିବା ସୂଚନା ଅନୁଯାୟୀ, ରାଜ୍ୟର ୨୦ଟି ଯୋଗ୍ୟ ଜିଲ୍ଲା ପଞ୍ଚାୟତ (ଜିଲ୍ଲା…

LVM3-M5: ଇତିହାସ ସୃଷ୍ଟି କଲା ଇସ୍ରୋ; ଶ୍ରୀହରିକୋଟାରୁ ଉତକ୍ଷେପଣ ହେଲା LVM3 ଲଞ୍ଚ ଭେହିକଲ

ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ସୃଷ୍ଟି କଲା ଇତିହାସ। ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଇସ୍ରୋ ଉତକ୍ଷେପଣ କରିଛି LVM3 ଲଞ୍ଚ ଭେହିକଲ। LVM3ରେ ପଠାଯାଇଛି Gsat-7RI ଏହି ଉପଗ୍ରହର ସାଂକେତିକ ନାମ ରହିଛି CMS 03…

ICC Women’s World Cup Final: ମହିଳା ବିଶ୍ୱକପ୍ ଫାଇନାଲ: ଭାରତକୁ ଟକ୍କର ଦେବ ଦକ୍ଷିଣ ଆଫ୍ରିକା

ଆଜି ICC ମହିଳା କ୍ରିକେଟ ବିଶ୍ୱକପ୍ ୨୦୨୫ର ଫାଇନାଲ। ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ହେବ ଟକ୍କର । ନାଭି ମୁମ୍ବାଇର ଡିୱାଇ ପାଟିଲ ସ୍ପୋର୍ଟ୍ସ ଏକାଡେମୀରେ ଅପରାହ୍ଣ ୩ଟାରେ ଖେଳାଯିବ ମ୍ୟାଚ । ଭାରତ କିମ୍ବା ଦକ୍ଷିଣ…

ISRO: ଇତିହାସ ରଚିବା ଅଭିମୁଖେ ଇସ୍ରୋ: କମ୍ୟୁନିକେସନ୍ ସାଟେଲାଇଟ୍ CMS-03 ଉତକ୍ଷେପଣ ପାଇଁ ପ୍ରସ୍ତୁତ

ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଆଜି ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଦେଶର ସବୁଠାରୁ ଭାରୀ ଯୋଗାଯୋଗ ଉପଗ୍ରହ ‘CMS-03’ ଉତ୍କ୍ଷେପଣ କରିବାକୁ ପ୍ରସ୍ତୁତ କରିଛି । ଦେଶର ସବୁଠୁ ଶକ୍ତିଶାଳୀ ରକେଟ୍ LVM3-M5 ସହାୟତାରେ ପଠାଯିବ।…

Bihar Election: ବିହାର ବିଧାନସଭା ନିର୍ବାଚନ ପାଇଁ ଏନଡିଏ ପକ୍ଷରୁ ଜାରି ହେଲା ସଙ୍କଳ୍ପ ପତ୍ର

ବିହାର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଆଜି ଏହାର ମିଳିତ ଇସ୍ତାହାର ପ୍ରକାଶ କରିଛି। ବିରୋଧୀ ମେଣ୍ଟର ‘ତେଜସ୍ୱୀ ପ୍ରଣ’ ପରେ ଏନଡିଏ ଏବେ ନିଜର ନିର୍ବାଚନୀ ଇସ୍ତାହାର ଜାରି କରିଛି । ଏନଡିଏ ନିଜ…

Mumbai Hostage Case: ମୁମ୍ବାଇ ମୁଣ୍ଡଜାମିନ ଘଟଣା: ୧୭ ପିଲା ସୁରକ୍ଷିତ ଉଦ୍ଧାର

ମୁମ୍ବାଇ ମୁଣ୍ଡଜାମିନ ଘଟଣାରେ ୧୭ ପିଲା ସୁରକ୍ଷିତ ଉଦ୍ଧାର । ୩ ଘଣ୍ଟାର ହାଇଡ୍ରାମା ପରେ ପୁଲିସ ଗୁଳିରେ ପିଲାଙ୍କୁ ପଣବନ୍ଦୀ ରଖି ଆତଙ୍କ ସୃଷ୍ଟି କରିଥିବା ରୋହିତ ଆର୍ଯ୍ୟ ନାମକ ଜଣେ ବ୍ୟକ୍ତି ପୋଲିସ ଗୁଳିରେ ମୃତ ହୋଇଛି। ପୱାଇର…