Category: ଦେଶ

CBSE Exam: ଫେବ୍ରୁଆରୀ ୧୭ରୁ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ପରୀକ୍ଷା ତାରିଖ ପ୍ରକାଶ ପାଇଛି।ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା । ଏ ନେଇ CBSE ପକ୍ଷରୁ ପ୍ରକାଶ ପାଇଲା…

One Nation One Uniform: ଖୁବଶୀଘ୍ର ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି

ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସ ୟୁନିଫର୍ମ ଆଉ ରହିବ ନାହିଁ । ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ତଥ୍ୟ ମାଗିଛି…

Rohit Sharma Tops ICC ODI Rankings: ବିଶ୍ୱର ୧ ନମ୍ବର ODI ବ୍ୟାଟସମ୍ୟାନ୍ ହେଲେ ରୋହିତ୍ ଶର୍ମା

ଅଷ୍ଟ୍ରେଲିଆ ODI ଜରିଆରେ ରୋହିତ ଶର୍ମାଙ୍କ ଜବରଦସ୍ତ କମ୍‌ବ୍ୟାକ୍ । ଭାରତୀୟ ଓପନର ରୋହିତ ଶର୍ମା ଆଜି ଇତିହାସ ସୃଷ୍ଟି କରିଛନ୍ତି । ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଦ୍ୱାରା ପ୍ରକାଶିତ ODI ବ୍ୟାଟିଂ ରାଙ୍କିଙ୍ଗରେ ରୋହିତ୍ ଶୀର୍ଷ ସ୍ଥାନରେ ପହଞ୍ଚିଛନ୍ତି…

MaoistSurrender: ଆତ୍ମସମର୍ପଣ କଲେ ୨ ମାଓ ନେତା; ନାଁରେ ଥିଲା ଦେଢ କୋଟିରୁ ଅଧିକ ଟଙ୍କା ପୁରସ୍କାର

ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ୨ ମାଓ ନେତା ।ହାର୍ଡକୋର୍ ସେଣ୍ଟ୍ରାଲ୍ କମିଟି ମେମ୍ବର ପୁଲୁରି ରାଓଙ୍କ ସମେତ ଷ୍ଟେଟ୍ କମିଟି ମେମ୍ବର ବାଣ୍ଡି ପ୍ରକାଶ ଓରଫ୍ ପ୍ରଭାତଙ୍କ ଆତ୍ମସମର୍ପଣ । ୨ ମାଓ ନେତାଙ୍କ ନାଁରେ ଦେଢ କୋଟିରୁ ଅଧିକ ଟଙ୍କାର…

DroupadiMurmu: ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅମ୍ବାଲା ବାୟୁସେନା ଷ୍ଟେସନରୁ ରାଫେଲ ଯୁଦ୍ଧ ବିମାନ ଉଡ଼ାଣ ଭରିଛନ୍ତି। ଅପରେସନ ସିନ୍ଦୂରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିଭାଇଥିବା ରାଫେଲରେ ଉଡ଼ାଣ ଭାରିଛନ୍ତି ରାଷ୍ଟ୍ରପତି । ଉଡ଼ାଣ ସମୟରେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ଅମ୍ବାଲା ଏୟାରବେସରେ…

Cyclone Montha: ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା’

ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍‌ । ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ମୋନ୍ଥା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲି ରାତି ୧୧ଟା ୩୦ରୁ ୧୨ଟା ୩୦ ମଧ୍ୟରେ ଆନ୍ଧ୍ର ଉପକୁଳକୁ ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ…

Cyclone Montha: ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆନ୍ଧ୍ର ପ୍ରଦେଶ ର କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’ । କାକିନାଡାରେ ସ୍ଥଳଭାଗ ଛୁଇଁ ଓଡ଼ିଶାରେ ପ୍ରବେଶ କରିବ ବାତ୍ୟା । ବାତ୍ୟା ମୋନ୍ଥାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ…

India Maritime Week 2025: ଇଣ୍ଡିଆ ମେରିଟାଇମ୍ ୱିକ୍ – ୨୦୨୫ ରେ ଓଡିଶାର ସାମୁଦ୍ରିକ ଦୃଷ୍ଟିକୋଣ ପ୍ରଦର୍ଶନ

ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ସପ୍ତାହ (ଭାରତ ସାମୁଦ୍ରିକ ସପ୍ତାହ) ୨୦୨୫ ସମ୍ମିଳନୀ କାର୍ଯ୍ୟକ୍ରମରେ ଓଡିଶା ନିଜର ସାମୁଦ୍ରିକ ଦୃଷ୍ଟିକୋଣ ପ୍ରଦର୍ଶନ କରିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶା ମଣ୍ଡପ ପରିଦର୍ଶନ କରି ଓଡ଼ିଶା ଏକ ବନ୍ଦର…

Shreyas Iyer ICU: ଆଇସିୟୁରେ ଭର୍ତ୍ତି ହେଲେ ଭାରତୀୟ ଟିମର ଉପ ଅଧିନାୟକ ଶ୍ରେୟସ ଆୟର

ଆଇସିୟୁରେ ଭର୍ତ୍ତି ହେଲେ ଭାରତୀୟ ଦିନିକିଆ ଦଳର ଉପଅଧିନାୟକ ଶ୍ରେୟସ ଆୟର । ସିଡନୀ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା । ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ଫିଲ୍ଡିଂ ବେଳେ ଆହତ ହୋଇଥିଲେ ଆୟର । ଶ୍ରେୟସଙ୍କର ରିବ୍ କେଜ୍…

Next CJI: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ସୁପ୍ରିମକୋର୍ଟର ବର୍ତ୍ତମାନର ମୁଖ୍ୟ ବିଚାରପତି ବିଆର୍ ଗଭାଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଏକ ଚିଠି ଲେଖି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି । ବର୍ତ୍ତମାନର…