Category: ଦେଶ

ସନ୍ଦୀପ ଘୋଷଙ୍କ ଆଗତ ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ

କୋଲକାତା ଆର.ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ଆଗତ ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନରେ କୁହାଯାଇଛି ତଦନ୍ତକୁ ବିରୋଧ କରୁନାହିଁ। ଦୁର୍ନୀତି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବା…

ସିବିଆଇ ପରେ ସନ୍ଦୀପ ଘୋଷଙ୍କ ଘରେ ଇଡି ଚଢ଼ଉ

ସିବିଆଇ ପରେ ଏବେ ସନ୍ଦୀପ ଘୋଷଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢ଼ଉ କରିଛି। ମନି ଲଣ୍ଡ୍ରିଂ ମାମଲାରେ ସନ୍ଦୀପ ଘୋଷଙ୍କ ଘରେ ଇଡି ଚଢ଼ଉ କରିଛି। କିଛିଦିନ ତଳେ ଅର୍ଥନୈତିକ ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ସିବିଆଇ ଗିରଫ କରିଥିଲା। ଆରଜି…

ବାୟୁସେନା ହେଲିକପ୍ଟରର ଜରୁରୀ ଅବତରଣ

ରିଲିଫ ଯୋଗାଇବାକୁ ଯାଇଥିବା ବାୟୁସେନା ହେଲିକପ୍ଟର ଜରୁରୀ ଅବତରଣ କରିଛି। ୪ ଦିନ ଧରି ଆନ୍ଧ୍ରପ୍ରଦେଶର ବିଜୟୱାଡା ଓ ନିକଟବର୍ତ୍ତୀ ଅଞ୍ଚଳରେ ବନ୍ୟା ପ୍ରପୀଡିତଙ୍କୁ ରିଲିଫ ସାମଗ୍ରୀ ଯୋଗାଇବା ସହ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ଏହି ହେଲିକପ୍ଟର ଲାଗିଥିଲା। ତେବେ ଯାନ୍ତ୍ରିକ…

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ; ୬ ମାଓବାଦୀ ନିହତ

ତେଲେଙ୍ଗାନା କୋଥଗୁଡେମ୍‌ ଜିଲ୍ଲା ନୀଳାଦ୍ରିପେଟ୍‌ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଫାଳରେ ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଆହତ ହୋଇଛନ୍ତି। ଅପରପକ୍ଷରେ ମାଓବାଦୀଙ୍କ ପାଲଟା ଗୁଳିଚାଳନାରେ ୨ ସୁରକ୍ଷାକର୍ମୀ…

କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଶ୍ରୀ ମାନିକ ଶାହାଙ୍କ ସହିତ ଫୋନ ଯୋଗେ ଆଲୋଚନା କରି ଉଭୟ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ସମବେଦନା…

ୟୁପି ନକଲି ନୋଟ ରାକେଟ ଠାବ ଘଟଣାରେ ଓଡ଼ିଶା ଲିଙ୍କ

ଉତ୍ତର ପ୍ରଦେଶ ପ୍ରୟାଗରାଜସ୍ଥିତ ମଦ୍ରାସାରେ ଗତ ୨୮ ତାରିଖରେ ନକଲି ନୋଟ୍ ରାକେଟ୍ ଠାବହୋଇଥିବା ବେଳେ ଏଥିରେ ଓଡିଶା ଲିଙ୍କ ଥିବା ଜଣାପଡିଛି। ସନ୍ଦେହଜନକ ଗତିବିଧି ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ପ୍ରୟାଗରାଜ ପୋଲିସ ଚଢ଼ଉ କରିଥିଲା। ରାକେଟ୍‌ରେ…

ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ

ଛତିଶଗଡ଼ର ଦନ୍ତେୱାଡ଼ାରେ ମଙ୍ଗଳବାର ବଡ଼ଧରଣର ମାଓ ବିରୋଧୀ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ ହୋଇଛନ୍ତି। ସୁରକ୍ଷା କର୍ମୀଙ୍କ ସହ ହୋଇଥିବା ଏନକାଉଣ୍ଟରରେ ୯ ଜଣ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ର ଦନ୍ତେୱାଡା ଓ…

ପଶ୍ଚିମବଙ୍ଗରେ ପାରିତ ହେଲା ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍

କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ଦଣ୍ଡ ଦେବା ଦାବିରେ ସାରା ଦେଶରେ ଆନ୍ଦୋଳନ ଜାରି ରହିଥିବା ବେଳେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ଆଣିଛନ୍ତି ‘ଅପରାଜିତା ବିଲ୍’…

ଜରୁରୀ ଅବତରଣ ବେଳେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଗୁଜରାଟର ପୋରବନ୍ଦର ଉପକୂଳ ଆରବ ସାଗରରେ ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଜରୁରୀ ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ୩ ଜଣ କ୍ରୁ ମେମ୍ବର ନିଖୋଜ ହୋଇଯାଇଛନ୍ତି । ଆଇସିଜେର ଆଡଭାନ୍ସ ଲାଇଟ୍ ହେଲିକପ୍ଟର (ଏଏଲଏଚ୍)ରେ ଥିବା ୪ ଜଣ…

ଉତ୍ତର ପ୍ରଦେଶରେ ଥମୁନି ଗଧିଆ ଆତଙ୍କ; ଆଉ ଜଣେ ଶିଶୁକୁ ଲହୁଲୁହାଣ କଲା

ଉତ୍ତର ପ୍ରଦେଶର ବାହାରଚିରେ ଗଧିଆ ଆତଙ୍କ ଥମୁନି । କାଲି ଆତଙ୍କ ଖେଳାଇ ଥିବାବେଳେ ଆଜି ଘରେ ପଶି ୫ ବର୍ଷର ଶିଶୁକୁ ଲହୁଲୁହାଣ କଲା। ଗଧିଆ ଆକ୍ରମଣରେ ଶିଶୁ ଗୁରୁତର ହୋଇଥିବା ବେଳେ ମେଡିକାଲରେ ଭର୍ତ୍ତି କରାଯାଇଛି। ୨ ମାସରେ…