Category: ରାଜନୀତି

Nuapada Bye Election: ନୂଆପଡ଼ାରେ ନବୀନଙ୍କ ରୋଡ ଶୋ’

ନୂଆପଡ଼ା ଉପନିର୍ବାଚନ ଲାଗି ନବୀନଙ୍କ ରୋଡ ଶୋ’ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖରିଆର ରୋଡରେ ବିରାଟ ରୋଡ ସୋରେ ସାମିଲ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି ନବୀନ। ନବୀନଙ୍କ ଏହି ରୋଡ ଶୋ’ରେ…

Nuapada Bye Election: ନୂଆପଡ଼ାରେ ପହଞ୍ଚିଲା ପରେ ଯାଞ୍ଚ ହେଲା ନବୀନଙ୍କ ହେଲିକପ୍ଟର

ନୂଆପଡ଼ା ଉପନିର୍ବାଚନ ପାଇଁ ସମୟ ପାଖେଇ ଆସୁଥିବା ବେଳେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ନୂଆପଡ଼ାରେ ପହଞ୍ଚିଛନ୍ତି । ନୂଆପଡ଼ାରେ ପହଞ୍ଚିଲା ପରେ ଯାଞ୍ଚ ହେଲା ନବୀନଙ୍କ ହେଲିକପ୍ଟର । ନିର୍ବାଚନ କମିଶନରଙ୍କ ଟିମ୍‌ ପକ୍ଷରୁ ନବୀନଙ୍କ ହେଲିକପ୍ଟର ଯାଞ୍ଚ…

Nuapada Bypoll: ଆସନ୍ତାକାଲି ନୂଆପଡ଼ାରେ ରୋଡ ଶୋ କରିବେ ନବୀନ ପଟ୍ଟନାୟକ

ନୂଆପଡ଼ା ଦଖଲ ପାଇଁ ତିନି ପ୍ରମୁଖ ଦଳ ଜୋରଦାର ଉଦ୍ୟମ ଚଳାଇଛନ୍ତି । ଏହାରି ମଧ୍ୟରେ ନିଜ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀଙ୍କ ଲାଗି ଭୋଟ ଭିକ୍ଷା କରିବା ଲାଗି ପୁଣି ଆସନ୍ତା କାଲି ନୂଆପଡ଼ା ଯିବେ ନବୀନ ପଟ୍ଟନାୟକ। ବିଜେଡି ସୁପ୍ରିମୋ…

Nuapada Bypoll: ନୂଆପଡାରେ ବିଜୟ ସଂକଳ୍ପ ସମାବେଶରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ

ବିଜେଡି ୨୪ବର୍ଷ ଓ କଂଗ୍ରେସ ୫୦ ବର୍ଷ ଶାସନ କରିବି ଉଭୟ ଓଡିଶାବାସୀଙ୍କ ଭରଷା ହରାଇଛନ୍ତି । ନବୀନ ପଟ୍ଟନାୟକ ୨୪ ବର୍ଷ ଶାସନ କଲେ କିନ୍ତୁ ଓଡିଆ କହିପାରିଲେନାହିଁ । କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଥିବାବେଳେ ରାଉଲକେଲାରେ ଅନୁଷ୍ଠିତ ଏକ…

Nuapada Bypoll: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋ’

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋ’ । ଉଦ୍ୟାନବନ୍ଧରୁ ରୋଡ୍‌ ଶୋ’ରେ ଯାଇ ସଭାମଞ୍ଚରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ କୋମନାରେ ପ୍ରଚାର କରିଛନ୍ତି। ଏହି ଅବସରରେ…

Indian Road Congress: ଆଜିଠୁ ରୋଡ୍ କଂଗ୍ରେସ ମହାକୁମ୍ଭ ଆରମ୍ଭ

ଆଜିଠୁ ଜନତା ମୈଦାନରେ ରୋଡ୍ କଂଗ୍ରେସ ମହାକୁମ୍ଭ ।୮୪ତମ ଅଧିବେଶନରେ ଅଂଶଗ୍ରହଣ କରିବେ ୩ହଜାରରୁ ଅଧିକ ପ୍ରତିନିଧି । ଶୁକ୍ରବାର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓ ମୁଖ୍ୟମନ୍ତ୍ରୀ । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଠାରୁ…

Congress Manifesto: ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ

ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ନିର୍ବାଚନୀ ଇସ୍ତାହାରରେ ନୂଆପଡାର ବିକାଶକୁ ଗୁରୁତ୍ୱ ଦିଆଯାଇଛି । ଶିଳ୍ପ ପ୍ରତିଷ୍ଠା, ଶୀତଳ ଭଣ୍ଡାର ନିର୍ମାଣ, ତିଖାଲି ପ୍ରକଳ୍ପ ଉନ୍ନତିକରଣ, ପତୋରା ଡ୍ୟାମ ଉନ୍ନତିକରଣ, କୃଷିର ଉନ୍ନତିକରଣ,…

Bihar Assembly Elections: ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ

ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ । ଭୋଟିଂ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଏହି ପର୍ଯ୍ୟାୟରେ ୧୮ ଜିଲ୍ଲାରେ ୧୨୧ ଆସନରେ ଭୋଟ ଦେବେ ଜନତା । ୪୫…

Nuapada Bye-Election: ବିଜେପିର ଶାଢ଼ୀ ଓ ଟଙ୍କା ବଣ୍ଟା ନେଇ ଅଭିଯୋଗ କଲା କଂଗ୍ରେସ

ନୂଆପଡା ଉପନିର୍ବାଚନ ପ୍ରଚାର ସମୟରେ ବିଜେପି କର୍ମୀଙ୍କ ଦ୍ୱାରା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ସମ୍ପର୍କରେ ଅଭିଯୋଗ କରି ଓଡ଼ିଶା ପ୍ରଦେଶ କଂଗେସ ପକ୍ଷରୁ ଏକ ୫ ଜଣିଆ ମହିଳା ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ତଥ୍ୟ…

Nuapada Campaign: ଆସନ୍ତା ୭ ତାରିଖରେ ପୁଣି ନୂଆପଡା ଯିବେ ନବୀନ ପଟ୍ଟନାୟକ

ଆସନ୍ତା ୭ ତାରିଖରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ଖରିଆର ରୋଡ୍‌ ଓ ନୂଆପଡ଼ା ବ୍ଲକରେ ପ୍ରଚାର କରିବେ । ୭ ତାରିଖରେ ନବୀନ ଦ୍ଵିତୀୟ…