Category: ରାଜନୀତି

ସସ୍ମିତ ପାତ୍ରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ପ୍ରଫୁଲ୍ଲ ସାମଲ ଓ ଗଣେଶ୍ୱର

ଗତ ଦୁଇ ଦିନ ଧରି ଓ୍ବାକଫ୍ ବିଲକୁ ନେଇ ଚାଲିଥିବା ମହାସମରରେ ସମସ୍ତଙ୍କୁ ବଡ ଝଟକା ଦେଇଛି ବିଜେଡି । ୱାକଫ୍‌ ବିଲ୍‌ ଭୋଟିଂରେ ବିଜେଡିର ଦ୍ୱିମତ ପରେ ଉଷ୍ମ ହେଲା ରାଜ୍ୟ ରାଜନୀତି । ୱକ୍‌ଫ ବିଲ୍ ସପକ୍ଷରେ ମତ…

ଏପ୍ରିଲ ୧୦ ରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଆସନ୍ତା ଏପ୍ରିଲ ୧୦ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ୩ ଦିନିଆ ଓଡ଼ିଶା ଗସ୍ତ ସମୟରେ…

ବିବାଦୀୟ ୱକଫ୍ ସଂଶୋଧନ ବିଲ୍; ଦଳ ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଭୋଟ୍ ଦେଲିନି: ଦେବାଶିଷ ସାମନ୍ତରାୟ

ବହୁ ବିବାଦ ମଧ୍ୟରେ ୱକଫ୍ ସଂଶୋଧନ ବିଲ୍ ସଂସଦରେ ପାରିତ ହୋଇସାରିଛି । କିନ୍ତୁ ଏହା ପରେ ବିଜୁ ଜନତା ଦଳରେ ବିବାଦ ସୃଷ୍ଟି ହୋଇଛି । ବିଲକୁ ନେଇ ଦଳର ସଦସ୍ୟମାନେ ଦୁଇ ଫାଳ ହୋଇଯାଇଛନ୍ତି । କିଛି ରାଜ୍ୟସଭା…

ରାଜା ଚକ୍ର ଓକିଲଙ୍କ ମନ୍ତବ୍ୟ ଘଟଣା; ମୋ ଜୀବନ ଖୋଲା ବହି, ଆକାଉଣ୍ଟ ନମ୍ବର ନେଇ ଚେକ୍ କରନ୍ତୁ: ମନମୋହନ ସାମଲ

ମନମୋହନ ସାମଲଙ୍କୁ ଟଙ୍କା ଦିଆଯାଇଥିବା ରାଜା ଚକ୍ର ଓକିଲଙ୍କ ମନ୍ତବ୍ୟ ପରେ ଆଜି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ମୋ ଜୀବନ ଖୋଲା ବହି, ଦଳର ନେତାମାନଙ୍କ ଜୀବନ ବି ଖୋଲା ।ଆକାଉଣ୍ଟ…

ରାଜ୍ୟସଭାରେ ୱକଫ୍ ସପକ୍ଷରେ ମତ ଦେଲେ ବିଜେଡି ସାଂସଦ ସସ୍ମିତ ପାତ୍ର

ବିବାଦୀୟ ୱାକଫ୍ ବିଲ୍ ସଂଶୋଧନ ବିଲ୍ ସଂସଦର ଉଭୟ ଗୃହରେ ପାରିତ ହୋଇଯାଇଛି । ଦୁଇ ଦିନରେ ବ୍ୟାପକ ଆଲୋଚନା ପରେ ଶେଷରେ ବିଲ ପାରିତ ହୋଇଛି । ବିଲକୁ ଏବେ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯିବ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା…

ବିରୋଧ ନିଷ୍ପତ୍ତିରୁ ଓହରିଲା ବିଜେଡି; ବିବେକ ଅନୁସାରେ ୱାକଫ୍ ବିଲ୍ ଉପରେ ଭୋଟ ଦେବେ ବିଜେଡି ସାଂସଦ

ୱାକଫ୍ ସଂଶୋଧନ ବିଲ୍ ବିରୋଧ ନିଷ୍ପତ୍ତିରୁ ଓହରିଲା ବିଜେଡି।ରାଜ୍ୟସଭାରେ ଭୋଟିଂ ବେଳେ ବିରୋଧ ନିଷ୍ପତ୍ତିରୁ ଓହରିଥିବା ସୂଚନା ମିଳିଛି । ବିରୋଧ ନ କରି ବିବେକ ଅନୁସାରେ ରାଜ୍ୟସଭାରେ ବିବେକ ଅନୁସାରେ ୱାକଫ୍ ବିଲ୍ ଉପରେ ଭୋଟ ଦେବେ ବିଜେଡ଼ି ସାଂସଦ…

ୱାକଫ୍ ବିଲ୍ କୁ ବିଜେଡି ସାଂସଦ ମୁନା ଖାନ୍‌ଙ୍କ ବିରୋଧ

ରାଜ୍ୟସଭାରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ତଥା ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜୁଜି ବିବାଦୀୟ ୱାକଫ ସଂଶୋଧିତ ବିଲ୍ ୨୦୨୫ କୁ ଉପସ୍ଥାପନ କରିଛନ୍ତି । ରାଜ୍ୟସଭାରେ ୱାକଫ୍ ବିଲ୍ ଆଲୋଚନା ବେଳେ ବିଜେଡିର ବିରୋଧ କରିଛି । ଗୃହରେ…

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ବିଧାନସଭା ଘେରାଉ ବିଫଳ ହେବା ପରେ ପୁଣି ଥରେ ରାଜ୍ୟବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି ରାଜ୍ୟ କଂଗ୍ରେସ । କଂଗ୍ରେସ ନାରୀ ନିର୍ଯ୍ୟାତନା ପ୍ରସଙ୍ଗରେ ରାଜ୍ୟ ବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି । ଆଜି ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟବ୍ୟାପୀ ଆନ୍ଦୋଳନ ନେଇ…

ୱାକଫ୍ ବିଲ୍‌କୁ ରାଜ୍ୟସଭାରେ ବିରୋଧ କରିବ ବିଜେଡି

କେନ୍ଦ୍ର ସରକାର ଲୋକସଭାରେ ଉପସ୍ଥାପନ କରିଛନ୍ତି ଓ୍ବାକଫ୍ ସଂଶୋଧନ ବିଲ୍ । ଲୋକସଭାରେ ବିଲ ପାସ ହେବା ପରେ ଏହା ରାଜ୍ୟସଭାରେ ଆଗତ ହେବ । ଏହାରି ମଧ୍ୟରେ ରାଜ୍ୟସଭାରେ ଏହି ବିଲକୁ ବିଜେଡି ବିରୋଧ କରିବ ବୋଲି ସୂଚନା ମିଳିଛି।…

ଇତିହାସ ରଚିଲା ଓଡ଼ିଶା; ସାରା ରାତି ଚାଲିଲା ବିଧାନସଭା

ଇତିହାସ ରଚିଲା ଓଡ଼ିଶା ବିଧାନସଭା । ପ୍ରାୟ ଦୁଇ ଦଶନ୍ଧି ପରେ ଗତକାଲିଠୁ ଆଜି ସକାଳ ଯାଏଁ ରାତିତମାମ ଚାଲିଲା ବିଧାନସଭା । ପ୍ରାୟ ୧୨ ଘଣ୍ଟା ଧରି ଚାଲିଲା ଆଲୋଚନା । ଏହାପରେ ପାରିତ ହୋଇଛି ଦୁଇ ଦୁଇଟି ବିଲ୍…