Category: ରାଜନୀତି

ରାତିରେ ଝିଅମାନେ ବାହାରକୁ ଯିବା ଉଚିତ୍‌ ନୁହେଁ; ମମତାଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ମମତା ବାନାର୍ଜୀଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଝିଅମାନେ ରାତିରେ ବାହାରକୁ ଯିବା ଉଚିତ୍‌ ନୁହେଁ’ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁହଁରୁ ଏଭଳି ମନ୍ତବ୍ୟ ଆସିବା ଉଚିତ୍‌…

ଐତିହାସିକ ସୂଚନା ଅଧିକାର ଆଇନକୁ ପଙ୍ଗୁ କରିଛି ମୋଦୀ ସରକାର: ଭକ୍ତ ଦାସ 

ଆଜି କଂଗ୍ରେସ ଭବନରେ ସୂଚନା ଅଧିକାର ଆଇନର ୨୦ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ସୂଚନା ଅଧିକାର ଆଇନ ବଳରେ ଗରିବରୁ ଗରିବ ମଧ୍ୟ ଅପିଲ କରି ନ୍ୟାୟ ପାଇପାରିବ…

ବିହାର ପାଇଁ ଏନଡିଏର ଆସନ ବୁଝାମଣା ଚୂଡ଼ାନ୍ତ

ବିହାର ବିଧାନସଭା ନିର୍ବାଚନରେ ଏନଡିଏର ଆସନ ବୁଝାମଣା ଚୂଡ଼ାନ୍ତ । ବିଜେପି ଓ ଜେଡିୟୁ ପ୍ରତ୍ୟେକ ୧୦୧ ଆସନରେ ଲଢ଼ିବେ । ଚିରାଗ ପାଶୱାନଙ୍କ ଲୋକ ଜନଶକ୍ତି ପାର୍ଟି- ରାମବିଳାସ ୨୯ ଆସନରେ ଲଢ଼ିବ। ଉପେନ୍ଦ୍ର କୁଶୱାହାଙ୍କ ରାଷ୍ଟ୍ରୀୟ ଲୋକମୋର୍ଚ୍ଚା ଓ…

ବିଜେପି କୋର୍ କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତି

ନୂଆପଡ଼ା ପାଇଁ ବିଜେପି କୋର୍ କମିଟି ବୈଠକରେ ରଣନୀତି ପ୍ରସ୍ତୁତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କ୍ଷେତ୍ରୀୟ ପ୍ରଭାରି ସୁନୀଲ ବଂଶଲ,…

ଗଳିଲା କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ଛାତ

କୋରାପୁଟ ସାଂସଦଙ୍କୁ ଦିଲ୍ଲୀରେ ମିଳିଥିବା ସରକାରୀ କ୍ୱାଟର୍ସରେ ଅଘଟଣ । ଗଳିପଡ଼ିଲା କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ଛାତ । କୋରାପୁଟ ସାଂସଦଙ୍କୁ ଦିଲ୍ଲୀରେ ମିଳିଥିବା ସରକାରୀ କ୍ୱାଟର୍ସରେ ଏଭଳି ଅଘଟଣ ଘଟିଛି । ଦିଲ୍ଲୀ ସାଉଥ୍ ଆଭେନ୍ୟରେ ଥିବା ଘରର…

ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ; କେବଳ ବିଜେପି କଂଗ୍ରେସ ଲଢେଇ ହେବ: ପିସିସି ସଭାପତି

ନୂଆପଡା ଉପନିର୍ବାଚନ ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ । କେବଳ ବିଜେପି କଂଗ୍ରେସ ଲଢେଇ…

ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ ଦେହରେ ନାହିଁ: ବିଜେଡି

ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଦଳର ବରିଷ୍ଠ ନେତା ପ୍ରତାପ ଜେନା ଗଣମାଧ୍ୟମକୁ କହିଛନ୍ତି ଯେ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…

ଜୟ ଢୋଲକିଆଙ୍କ ବିଜେପି ମିଶିବା ଚର୍ଚ୍ଚା ଭିତରେ ପରୋକ୍ଷରେ ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତାତ୍ସଲ୍ୟ ଭରା ପୋଷ୍ଟ

ପୁଣି ଶ୍ରୀମୟୀଙ୍କ ତେରଚ୍ଛା ବାଣ । ପରୋକ୍ଷରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। କହ୍ନେଇ, ସନ୍ନ୍ୟାସୀ କହି ତାଚ୍ଛଲ୍ୟ କରିଛନ୍ତି। ଶ୍ରୀମୟୀ ନିଜ ପୋଷ୍ଟରେ କହିଛନ୍ତି, ‘କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍‌ କରିଦେଲେ କହ୍ନେଇ। ଜୟ ଢୋଲକିଆଙ୍କ ବିଜେପି…

ନୂଆପଡ଼ା ଉପନିର୍ବାଚନରେ ନୂଆ ଟ୍ଵିଷ୍ଟ; ଜୟ ପଦ୍ମ ଧରିବା ଚର୍ଚ୍ଚା

ବଦଳିପାରେ ନୂଆପଡ଼ା ଉପନିର୍ବାଚନ ସମୀକରଣ । ନୂଆପଡ଼ା ବିଧାନସଭା କ୍ଷେତ୍ରର ଦିବଂଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ପୁଅ ଜୟ ଢୋଲକିଆଙ୍କ ବିଜେଡି ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ଜୋର ଧରିଥିଲା । ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ…