Category: ରାଜନୀତି

ଦିଲ୍ଲୀରେ ଓଡ଼ିଶା ବିଜେପିର ମାନସ ମନ୍ଥନ

ଦିଲ୍ଲୀରେ ରାଜ୍ୟ ବିଜେପିର ବଡ଼ ବୈଠକ । ରାଜ୍ୟ ବିଜେପିର ସାଂଗଠନିକ ଓ ରାଜ୍ୟ ସଭାପତି ନିର୍ବାଚନ ନେଇ ଆଜି ଦିଲ୍ଲୀରେ ରାଜ୍ୟ ବିଜେପିର ବୈଠକ ହୋଇଥିବା ସୂଚନା ମିଳିଛି । ଦିନେ ୨ଦିନ ଭିତରେ ସରିବ ୩୭ ସାଙ୍ଗଠନିକ ଜିଲ୍ଲାର…

ଶଙ୍ଖ ଭବନକୁ ରାଜ୍ୟ ସରକାର ନିଜ ଦଖଲକୁ ନିଅନ୍ତୁ :ଜଗନ୍ନାଥ ପ୍ରଧାନ

ଗତକାଲି ଶଙ୍ଖ ଭବନରେ ସାଧାରଣ ଲୋକଙ୍କୁ ଖାଦ୍ୟ ବିକ୍ରି କରି ହୋଟେଲ୍ ଚଲାଉଥିବା ଖବର ଗଣମାଧ୍ୟମରେ ପ୍ରସାରଣ ହେବା ପରେ ଆଜି ମଧ୍ୟ ଭୁବନେଶ୍ବର ବିଜେପି ନେତା ଜଗନ୍ନାଥ ପ୍ରଧାନ ବିଜେଡିକୁ ଜୋରଦାର ଟାର୍ଟେଟ କରିଛନ୍ତି।ଏହା ସହିତ ବିଜେଡି ସାରା ଓଡିଶାବାସୀଙ୍କ…

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଉପସ୍ଥିତିରେ ସାଲେପୁର ବିଜେପି ଦୁଇଫାଳ

ଓଡିଶା ବିଜେପିର ରାଜ୍ୟ ବିଜେପି ମଧ୍ୟ୍ୟରେ ଗୋଷ୍ଠୀ କନ୍ଦଳର ଛିଟା ନିର୍ବାଚନ ମଣ୍ଡଳୀ ମାନଙ୍କୁ ବ୍ୟାପିବାରେ ଲାଗିଲାଣି। ଆଜି ଟାଙ୍ଗୀ ସାଲେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଟାଙ୍ଗୀ ସ୍ଥିତ dreams ବିଶ୍ୱବିଦ୍ୟାଳୟର ପ୍ରଥମ ସମବର୍ତନ ଉତ୍ସବରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାଜ୍ୟପାଳ ପଦବୀକୁ ନେଇ ରଘୁବର ଦାସଙ୍କ ପ୍ରତିକ୍ରିୟା

ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ନେଇ ଗତକାଲି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେବା ପରେ ଓଡିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ବଡ ବୟାନ । ରାଜ୍ୟପାଳ ପଦବୀକୁ ସମସ୍ତେ ଲାଟସାହେବ ପଦ ବୋଲି ଭାବନ୍ତି କିନ୍ତୁ ଜଗନ୍ନାଥଙ୍କ ଭୂମି…

ପ୍ରଶାସନ ବିରୁଦ୍ଧରେ ଦୀପାଳି ଦାସଙ୍କ ଯୁଦ୍ଧଂ ଦେହି ଡାକରା

ବିନା କାରଣରେ ବିନା ସର୍ଚ୍ଚ ୱାରଣ୍ଟରେ ବିନା ଦୋଷରେ ୨୪ ଘଣ୍ଟା ଧରି କିର୍ମିରା ପିଆରଆଇ ସଦସ୍ୟଙ୍କୁ ଅଟକ ରଖି ମାନସିକ ନିର୍ଯାତନା ଦେବା ଅଭିଯୋଗ ଆଣି ପ୍ରେସମିଟ କରି ପୋଲିସ ଉପରେ ବର୍ଷିଛନ୍ତି ବିଜେଡି ନେତ୍ରୀ ତଥା ପୂର୍ବତନ ବିଧାୟିକା…

ରହସ୍ୟ ଘେରରେ ଆପ୍ ବିଧାୟକ ଗୁରୁପ୍ରୀତ ଗୋଗୀଙ୍କ ମୃତ୍ୟୁ; ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ

ପଞ୍ଜାବର ଲୁଧିଆନା ପଶ୍ଚିମ ନିର୍ବାଚନମଣ୍ଡଳୀର ଆମ ଆଦମୀ ପାର୍ଟି (ଆପ) ବିଧାୟକ ଗୁରୁପ୍ରୀତ ଗୋଗୀ ନିଜ ବନ୍ଧୁକରୁ ନିଜକୁ ଗୁଳି କରି ମୃତ୍ୟୁବରଣ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଗୁଳି ଶବ୍ଦ ଶୁଣିବା ପରେ ତାଙ୍କ ପତ୍ନୀ ସୁଖଚୈନ କୌର…

ସମୃଦ୍ଧ ଓଡ଼ିଶା ଗଠନ ଯାତ୍ରାରେ ସାମିଲ ହେବାକୁ ପ୍ରବାସୀ ଓଡ଼ିଆମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଜନତା ମଇଦାନଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଓଡ଼ିଆମାନଙ୍କ ସହିତ ସ୍ୱତନ୍ତ୍ର ଭାବେ ଏକ ଆଲୋଚନା କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି। ଆଲୋଚନାରେ ପ୍ରବାସୀ ଓଡ଼ିଆମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,…

ବିଜେପିରେ ସାମିଲ ହେଲେ ରଘୁବର ଦାସ

ଆଜି ପୁଣି ଥରେ ବିଜେପିରେ ସାମିଲ୍ ହେଲେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ରାଞ୍ଚି ସ୍ଥିତ ବିଜେପି ମୁଖ୍ୟାଳୟରେ ସେ ବିଜେପିରେ ସାମିଲ ହୋଇଛନ୍ତି । ଏହି ଅବସରରେ, ବିଜେପି କର୍ମୀମାନଙ୍କୁ ପ୍ରେରଣା…

ସରେଇପାଲି ଥାନାରୁ ବାହାରିଲେ ବିଶାଲ ଦାସ ଓ ତାଙ୍କ ସହଯୋଗୀ

ଛତିଶଗଡ଼, ସରେଇପାଲି ଥାନାରେ ରାତିରୁ ଅଟକ ଥିବା ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଆଜି ଛତିଶଗଡ଼ ପୋଲିସ ଛାଡ଼ିଛି । ଅନଧିକାର ପ୍ରବେଶ, ଭଙ୍ଗାରୁଜା ନେଇ ସରେଇପାଲିର ହୋଟେଲ ରାଧିକା ମ୍ୟାନେଜରଙ୍କ ଅଭିଯୋଗ ପରେ ବିଏନ୍‌ଏସ୍‌ ଧାରା…

ସମିତି ସଭ୍ୟ ଓ ବିଶାଳ ଦାସଙ୍କୁ ମୁକ୍ତ କରିବାକୁ ନବୀନଙ୍କ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ପୁଅ ବିଶାଲ ଦାସଙ୍କ ସମେତ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କୁ ପୁଲିସ ଅଟକ ରଖିଥିବା ମାମଲାରେ ହସ୍ତକ୍ଷେପ କରିଛନ୍ତି ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ…