Category: ରାଜନୀତି

ନାରୀ ନିର୍ଯାତନାକୁ ବିରୋଧ କରି ୨୭ରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ

ମହିଳାଙ୍କ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲା କଂଗ୍ରେସ । ରାଜ୍ୟରେ ନାରୀ ହିଂସା ଓ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ଅଭିଯୋଗ କରି, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସଙ୍କ ଡାକରାରେ ଆସନ୍ତା ୨୭ ତାରିଖରେ ବିଧାନସଭା ଘେରାଉ…

ନବ ଦାସଙ୍କ ରୋଷେୟା ମୃତ୍ୟୁ ଘଟଣାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର

ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣାର ସାକ୍ଷୀ ମନୁ ପ୍ରସାଦ ଦୁର୍ଘଟଣାରେ ଗୁରୁତର । ସୂଚନା ଅନୁସାରେ ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ମ୍ୟୁନିସିପାଲଟି ନିକଟରେ ମନୁ ବାଇକରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା…

ଡିଲିମିଟେସନ ବୈଠକରେ ସାମିଲ ହେଲେ ବିଜେଡି ନେତା; ଓଡ଼ିଶା ପାଇଁ ନ୍ୟାୟ ମାଗିଲେ ନବୀନ

ଆଜି ଚେନ୍ନାଇରେ ଆୟୋଜିତ ସୀମା ପୁନଃ ନିର୍ଦ୍ଧାରଣ ବା ଡିଲିମିଟେସନ ସମ୍ପର୍କିତ ଯୁଗ୍ମ କାର୍ଯ୍ୟାନୁଷ୍ଠାନ କମିଟିର ପ୍ରଥମ ବୈଠକ ଆୟୋଜିତ ହୋଇଛି । ଏହି ଡିଲିମିଟେସନ ବୈଠକରେ ସାମିଲ ହୋଇଛନ୍ତି ବିଜେଡି ନେତା ଅମର ପଟ୍ଟନାୟକ ଓ ସଞ୍ଜୟ ଦାସବର୍ମା ।…

ନବ ଦାସ ହତ୍ୟା ପରେ ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ କ୍ରାଇମ୍‌ବ୍ରାଞ୍ଚର ଜେରା

ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଖୋଳତାଡ଼ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ବ୍ରଜରାଜନଗର ଥାନାରେ ସରୋଜ ସା’ ନାମକ ଯୁବକଙ୍କୁ ପଚରାଉଚରା କରୁଛନ୍ତି କ୍ରାଇମ୍‌ବ୍ରାଞ୍ଚ । ସୂଚନା ଅନୁଯାୟୀ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ ସା’ ।…

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଗାର୍ଡ ଅଫ ଅନର

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଆଜି ବିଧାନସଭା ପରିସରରେ ଶେଷ ଦର୍ଶନ କରିବା ସହିତ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଇ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ବିଧାନସଭା ପରିସରରେ ତାଙ୍କୁ ଗାର୍ଡ…

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା ସମ୍ପର୍କିତ…

କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କଂଗ୍ରେସର ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ୨୦୧୪ ରେ କଂଗ୍ରେସ…

ଟାଟା ପାୱାର ବିରୋଧରେ ରାଜରାସ୍ତାରେ ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ; ସାମିଲ ହେଲା ବିଜେଡି

ଟାଟା ପାୱାରର ମନମାନୀକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ । ବିଦ୍ୟୁତ ଉପଭୋକ୍ତା ଉପରେ ଟାଟା ପାୱାର ଶୋଷଣ ଓ ଅତ୍ୟାଚାର ବିରୁଦ୍ଧରେ ଆଜି ଲୋୟର ପିଏମଜିରେ ଆନ୍ଦୋଳନ କରିଛି ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ…

ଚେନ୍ନାଇ ବୈଠକକୁ ଯିବେନି ନବୀନ; ଅମର-ସଞ୍ଜୟଙ୍କୁ କଲେ ମନୋନୀତ

ଚେନ୍ନାଇରେ ସୀମା ପୁନଃ ନିର୍ଦ୍ଧାରଣ ସଂପର୍କିତ ବୈଠକରେ ଯୋଗଦେବେ ନାହିଁ ବିରୋଧି ଦଳ ନେତା ନବୀନ ପଟ୍ଟନାୟକ। କିନ୍ତୁ ଲିମିଟେସନ ମିଟିଂରେ ନବୀନଙ୍କ ପ୍ରତିନିଧି ଭାବେ ଯୋଗ ଦେବା ପାଇଁ ବିଜେଡିର ୨ ବରିଷ୍ଠ ନେତାଙ୍କୁ ମନୋନୀତ କରାଯାଇଥିବା ଜଣାପଡିଛି ।…

ଆସନ୍ତା ୨୨ରେ ଡା.ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା

ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଗତ ୧୭ ତାରିଖ ଦିନ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ଦେହାନ୍ତ ହୋଇଛି । ଆସନ୍ତା ୨୨ ତାରିଖ ସଂଧ୍ୟା ୫ଟାରେ…