Category: ରାଜନୀତି

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ । ମହାବିଜୟର ୧୨ ଦିନ ପରେ ଫଡନାବିସ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ମୁମ୍ବାଇରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ମହାରାଷ୍ଟ୍ର ରାଜ୍ୟପାଳ ସି. ପି. ରାଧାକୃଷ୍ଣନ…

ଓଡ଼ିଶାରେ ହେବ ଗୋହତ୍ୟା ବନ୍ଦ: ବିଜେପିର ଦୃଢ଼ୋକ୍ତି; ବିଜେଡିର ପ୍ରଶ୍ନ

ଗୋ ହତ୍ୟା ରୋକିବାକୁ ବିଭିନ୍ନ ପଦକ୍ଷେପ ରାଜ୍ୟସରକାର ନେଉଥିଲେ ମଧ୍ୟ ଏହା ବନ୍ଦ ହେବାର ନାଆଁ ଧରୁନି। ତେଣୁ ଆଜି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏ ସଂପର୍କରେ ସୁଚନା ଦେଇ କହିଛନ୍ତି ଆସାମ ପରି ଓଡ଼ିଶାରେ ମଧ୍ୟ ବନ୍ଦ ହେବ…

ସରକାରଙ୍କୁ ବଦନାମ କରିବାକୁ କୃତ୍ରିମ ଆଳୁ ଅଭାବ କରାଗଲା: କୃଷ୍ଣ ଚନ୍ଦ୍ର ପାତ୍ର

ରାଜ୍ୟରେ ଆଉ ଆଳୁର ଅଭାବ ଓ ଆଳୁ ଦରକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ସରକାରଙ୍କୁ ବଦନାମ କରିବାକୁ କୃତ୍ରିମ ଆଳୁ ଅଭାବ ତିଆରି କରାଗଲା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆଳୁ ଦେବାକୁ ମନା…

ଆଜି ମହାରାଷ୍ଟ୍ର ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଆଜି ମହାରାଷ୍ଟ୍ର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏନଡିଏ ସରକାରର ଶପଥ ଉତ୍ସବରେ ହେବେ ସାମିଲ। ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ଦେବେନ୍ଦ୍ର ଫଡନାଭିସଙ୍କ ଶପଥ ଗ୍ରହଣ ସମାରୋହରେ…

ତଥ୍ୟ ଅଛି କାହା ପାଖେ ?

ଯଦି ମୋହନ ବାବୁଙ୍କ ପାଖରେ ତଥ୍ୟ ନାହିଁ, ତେବେ ଅଛି କାହା ପାଖରେ ? ଏତିକି ଜାଣିବା ପାଇଁ ଲାଗୁଚି ଆମ ସମସ୍ତଙ୍କୁ ତପସ୍ୟା କରିବାକୁ ପଡିବ । ତପସ୍ୟାରେ ବ୍ରହ୍ମା, ବିଷ୍ଣୁ କିମ୍ବା ମହେଶ୍ବର ଯଦି ସନ୍ତୁଷ୍ଟ ହୁଅନ୍ତି ତେବେ…

ଖଲିସ୍ଥାନ ଆତଙ୍କବାଦୀର ଭୁବନେଶ୍ୱରକୁ ଧମକ: ରାଜ୍ୟବାସୀଙ୍କ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା ହେଉ-ବିଜେଡି

ଓଡ଼ିଶାରେ ପୁଲିସ ମହାନିର୍ଦ୍ଦେଶକ ମାନଙ୍କ ବୈଠକ ଭୁବନେଶ୍ୱରଠାରେ ହେବା ସମୟରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ ଭଳି ଦେଶର ବିଶିଷ୍ଟ ବ୍ୟକ୍ତି ମାନେ ଉପସ୍ଥିତ ଥିବା ବେଳେ ଆତଙ୍କବାଦ ଧମକ ଆସିବା ଓଡିଶା ଭଳି ଏକ ଶାନ୍ତିପ୍ରିୟ ରାଜ୍ୟ ପାଇଁ ଏକ…

ମହାପ୍ରଭୁଙ୍କ ନୀତିକାନ୍ତିରୁ ଜଣାପଡେ ଆୟୁର୍ବେଦ ଚିକିତ୍ସା ବିଷୟରେ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ଅବସରରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାର୍ଷିକ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଅଭିଭାଷଣ ଦ୍ଵାରା ଗୋପବନ୍ଧୁ…

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ୨୦୨୪ ର ଫଳାଫଳର ପ୍ରାୟ ୧୦ ଦିନ ପରେ ଆଜି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାହାକୁ ନେଇ ଲାଗି ରହିଥିବା ସସପେନ୍ସର ଅନ୍ତ ହୋଇଛି। ପୁଣି ଥରେ ମହାରାଷ୍ଟ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର…

ସ୍ୱର୍ଣ୍ଣମନ୍ଦିର ସମ୍ମୁଖରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କୁ ଗୁଳିମାଡ

ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣ ମନ୍ଦିରରେ ସେବା କରୁଥିବା ବେଳେ ଶିରୋମଣି ଅକାଳୀ ଦଳ ମୁଖ୍ୟ ତଥା ପଞ୍ଜାବର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଉପରକୁ ହେଲା ଗୁଳିମାଡ଼। ମାତ୍ର ସୌଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି ସୁଖବୀର ସିଂ…

ନବୀନଙ୍କ ଥିବା ଭିତରେ ସରକାର ଗଲା, ଦଳ ବି ଯିବ !

ବିଜୁ ଜନତା ଦଳର ଗଡ଼ ଥିଲା ବଡ଼ମ୍ବା। ୧୯୯୦ରୁ ଏହି ଆସନରୁ ଅଣକଂଗ୍ରେସ ପ୍ରାର୍ଥୀ ଜିତି ଆସୁଥିଲେ। ୧୯୯୫ରେ ଜନତା ଦଳ ଟିକଟରେ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦେବୀ ପ୍ରସାଦ ମିଶ୍ର । ବିଜଦ ଟିକଟରେ ୨୦୦୦…