Category: ରାଜନୀତି

କଳା ତାଲିକା ଭୁକ୍ତ କମ୍ପାନୀକୁ ୩୦୦ କୋଟି ଟଙ୍କାର କାମ ଦେଇଛନ୍ତି ରାଜ୍ୟ ସରକାର; ବିଜେଡି ଆଣିଲା ଦୁର୍ନୀତି ଅଭିଯୋଗ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଗଷ୍ଟ ମାସରେ ବିଧାନସଭାରେ ଯେଉଁ କମ୍ପାନୀକୁ କଳା ତାଲିକା ଭୁକ୍ତ ହୋଇଥିବା ସୂଚନା ଦେଇଥିଲେ, ସେହି କମ୍ପାନୀକୁ ରାଜ୍ୟ ସରକାର ଅକ୍ଟୋବର ମାସରେ ୩୦୦ କୋଟି ଟଙ୍କାର କାମ ଦେଇଛନ୍ତି, ଯାହା ବିଜେପି ସରକାରଙ୍କ ଦୁର୍ନୀତିକୁ…

ଅତ୍ୟାବଶ୍ୟକ ଜିନିଷର ଦରଦାମ ପ୍ରଶ୍ନର ଉତ୍ତର ରଖିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ

ଗୃହରେ ମାନ୍ୟବର ବିଧାୟକ ରାମଚନ୍ଦ୍ର କାଡାମଙ୍କ ଦ୍ବାରା ଆଗତ ମୁଲତବି ପ୍ରସ୍ତାବ ରାଜ୍ୟରେ ଅତ୍ୟାବଶ୍ୟକ ଜିନିଷର ଦରଦାମ ଆକାଶ ଛୁଆଁ । ସରକାର ନୀରବ ଦ୍ରଷ୍ଟା ଏଥିରେ ଉତ୍ତର ରଖି ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କହିଛନ୍ତି,…

ରାଜ୍ୟରେ ପାନୀୟ ଜଳ ପ୍ରକଳ୍ପକୁ ନେଇ ସରଗରମ ବିଧାନସଭା

ରାଜ୍ୟରେ ପାନୀୟ ଜଳ ପ୍ରକଳ୍ପକୁ ନେଇ ସରଗରମ ବିଧାନସଭା। ଚୌଦ୍ୱାରା ବିଧାୟକ ସୌଭିକ ବିଶ୍ୱାଳଙ୍କ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟକାରିତା ସମ୍ପର୍କୀତ ମୂଳ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି ରାଜ୍ୟରେ ଏବେ ୧୯୧ଟି ପାନୀୟ…

୫ ବର୍ଷରେ ମରିଛନ୍ତି ୩୪ କଲରାପତରିଆ ଓ ୩ ମହାବଳ ବାଘ

ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ୩୪ଟି କଲରାପତରିଆ ବାଘ ଓ ୩ଟି ମହାବଳ ବାଘଙ୍କର ମୃତ୍ୟୁ ହୋଇଛି । ଏନେଇ ଆଜି ବିଧାନସଭା ଗୃହରେ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନ ରାଜ୍ୟରେ ଗତ ୫ ବର୍ଷରେ କେତେ ବାଘ ମଲେଣି…

ପ୍ରକାଶ ପାଇଲା ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି

ପ୍ରକାଶ ପାଇଲା ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ଉପନିର୍ବାଚନ ପାଇଁ ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଡିସେମ୍ବର ୧୦ ତାରିଖ ନାମାଙ୍କନ ଭରିବାର ଶେଷ ଦିନ ହୋଇଥିବାବେଳେ ଡିସେମ୍ବର…

ମୋହନଙ୍କ ବିରୋଧରେ ଷଡ଼ଯନ୍ତ୍ର ଖବର ଅଛି କି ପିଏମ୍‌ଙ୍କ ପାଖରେ

ଭାରତୀୟ ଜନତା ପାର୍ଟିର ବିଧାୟକ, ମନ୍ତ୍ରୀ, ସାଂସଦ ଏବଂ ପଦାଧିକାରୀ ବୈଠକରେ ପ୍ରକୃତରେ କ’ଣ କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ? ସେ କ’ଣ କେବଳ ଝିଅ- ବୋହୂ ଉପାଖ୍ୟାନ ଶୁଣାଇଥିଲେ ? ପ୍ରଧାନମନ୍ତ୍ରୀ କ’ଣ ତାଙ୍କ ନେତାମାନଙ୍କର ବୟସ ଓ…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜିଠୁ ୫ ଦିନିଆ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୭ ତାରିଖ ପର୍ଯ୍ୟନ୍ତ ତାଙ୍କର ଏହି ଗସ୍ତକାଳରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସେଥିପାଇଁ କାର୍ଯ୍ୟ ସୂଚୀ ମଧ୍ୟ ଜାରି ହୋଇଛି। ଏହା ସହ ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ…

ବିଜେଡିର ପୋଲାଭରମ ପ୍ରକଳ୍ପକୁ ବିରୋଧ; ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବ ବିଜେଡି ଟିମ୍

ପୋଲାଭରମ ପ୍ରକଳ୍ପ ହେଲେ ଓଡ଼ିଶାର ମାଲକାନଗିରି ଜିଲ୍ଲାର ପ୍ରାୟ ୨୦୦ରୁ ଅଧିକ ଗ୍ରାମ ଜଳମଗ୍ନ ହେବ ଓ ଓଡ଼ିଶାର ସ୍ୱାର୍ଥକୁ ଅଣଦେଖା କରି ଏହି ପ୍ରକଳ୍ପ କାମ ଆଗକୁ ବଢ଼ିବା ଉଚିତ ନୁହେଁ ବୋଲି ବିଜୁ ଜନତା ଦଳ ତରଫରୁ ଆଜି…

ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ପହଞ୍ଚିବ ଇଣ୍ଟରନେଟ୍ ସେବା

ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ପହଞ୍ଚିବ ମୋବାଇଲ ଇଣ୍ଟରନେଟ୍ ସେବା । ବର୍ତ୍ତମାନ ରାଜ୍ୟରେ ୪୭ ହଜାର ୯୦୨ ଥିବାବେଳେ ସେଥି ମଧ୍ୟ ୧୨ ହଜାର ୬୦୨ଟି ୫ଜି ଟାୱାର ରହିଛି। ଅଧିକ ୫ଜି ଟାୱାର ଅପଗ୍ରେଡ…

ପଦ୍ମ ଧରିଲେ ବଡ଼ମ୍ବା ‘ରଘୁପତି’

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ପାର୍ଟି ଅଫିସରେ ବଡମ୍ବା ବିଧାୟକଙ୍କ ନେତୃତ୍ଵରେ ସେ ବିଜେପିରେ ସାମିଲ ହୋଇଛନ୍ତି।…