ତାଜା ଖବର ଦେଶ ରାଜନୀତି ରାଜ୍ୟ ସୁଭଦ୍ରାର ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ: ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା September 17, 2024 Papirani ଭୁବନେଶ୍ଵର ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ। ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ସେଠାରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଆଜି ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାର ଇତିହାସକୁ ବିକୃତ କରିବାକୁ ଉଦ୍ୟମ କରୁଛି ବିଜେପି: ବିଜେଡି September 16, 2024 Nirvay ରେଭେନ୍ସାର ନାଁ ପରିବର୍ତ୍ତନ ପ୍ରସଙ୍ଗ ନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି ବିଜେଡି ମୁଖପାତ୍ର ଡଃ ଲେନିନ୍ ମହାନ୍ତି । ଇତିହାସକୁ ବିକୃତ କରିବା ପାଇଁ ବିଜେପି ସରକାର ଉଦ୍ୟମ ଜାରି ରଖିଛନ୍ତି।…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନା ନାଁରେ ଓଡ଼ିଶାର ମହିଳାଙ୍କୁ ପ୍ରବଞ୍ଚନା କରିଛି ବିଜେପି: ବିଜେଡି September 16, 2024 Nirvay ସୁଭଦ୍ରା ଯୋଜନାକୁ ନେଇ ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିକୁ ସମାଲୋଚନା କରିଛନ୍ତି ବିଜେଡି ନେତ୍ରୀ ଲୋପାମୁଦ୍ରା ବକ୍ସିପାତ୍ର। ସୁଭଦ୍ରା ଯୋଜନାରେ ଓଡ଼ିଶାର ମହିଳାଙ୍କୁ ପ୍ରବଞ୍ଚନା କରାଯାଇଛି ଓ ଠକାମିର ଶିକାର ହୋଇଥିବା ଓଡ଼ିଶାର ମହିଳାଙ୍କ ଆଖିରେ…
ତାଜା ଖବର ରାଜନୀତି ରାଜ୍ୟ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ କେନ୍ଦ୍ରକୁ ଚିଠି ଲେଖିବାକୁ ବିଜେଡିର ଆହ୍ୱାନ September 16, 2024 Nirvay ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ରଖାଯାଇଥିଲା। ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପାଇଁ ଏହା ସମ୍ଭବ ହେବ କି ନାହିଁ ବିଜେଡି ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ହାଇକୋର୍ଟ…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନାକୁ ନେଇ ବିଜେପିକୁ ଟାର୍ଗେଟ କଲା କଂଗ୍ରେସ September 16, 2024 Papirani ଆଜି ବିଜେପିକୁ ଟାର୍ଗେଟ କରି କଂଗ୍ରେସ ନେତା ବିଶ୍ଵ ରଂଜନ ମହାନ୍ତିଙ୍କ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସୁଭଦ୍ରା ପ୍ରସଙ୍ଗରେ ବିଜେପିକୁ ୩ଟି ପ୍ରଶ୍ନ କରିଛି କଂଗ୍ରେସ। ସେ କହିଛନ୍ତି ସୁଭଦ୍ରା ଯୋଜନାର କେତେ ମହିଳା ସାମିଲ ହେବେ…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନାକୁ ନେଇ ମାତିଛନ୍ତି ସାଇବର ଠକ; ସତର୍କ କରାଇଲେ ଉପମୁଖ୍ୟମନ୍ତ୍ରୀ September 16, 2024 Papirani ସେପ୍ଟେମ୍ବର ୧୭ ତାରିଖ ଦିନ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମାତିଥିବା ସାଇବର ଠକଙ୍କଠୁ ସାବଧାନ ରହିବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ସୁଭଦ୍ରା ଯୋଜନାର…
ତାଜା ଖବର ରାଜନୀତି ରାଜ୍ୟ ନବୀନ ବାବୁ ବାସ୍ତବରେ ‘ସାଧୁ ନା ବେଇମାନ’ ସସ୍ମିତ ପାତ୍ର ସ୍ପଷ୍ଟ କରନ୍ତୁ: ମନୋଜ ମହାପାତ୍ର September 15, 2024 Nirvay ଏକଦା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଆକ୍ଷେପ କରି “ବେଇମାନ ଲିଗାସି ଇନ୍ ନବୀନ ପଟ୍ଟନାୟକଏସ୍ ବିଜେଡି” ବୋଲି କହିଥିବା ବିଜେଡି ସାଂସଦ ତଥା ମୁଖପାତ୍ର ସସ୍ମିତ ପାତ୍ରଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତି ଟିପ୍ପଣୀ…
ତାଜା ଖବର ଦେଶ ରାଜନୀତି ୨ ଦିନରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ କେଜ୍ରିୱାଲ୍ September 15, 2024 Nirvay ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ଅରବିନ୍ଦ କେଜ୍ରିୱାଲ୍। ୨ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ବୋଲି କହିଛନ୍ତି। ୬ ମାସ ପରେ ଜେଲରୁ ବାହାରିବା ପରେ ଦିଲ୍ଲୀର ଏକ ସାଧାରଣ ସଭାରେ କେଜ୍ରିୱାଲ ଏଭଳି ଘୋଷଣା କରିଛନ୍ତି। ସେ ଅଗ୍ନି…
ତାଜା ଖବର ରାଜନୀତି ରାଜ୍ୟ ଶୁଭଶ୍ରୀଙ୍କ ପ୍ରତିଭାକୁ ପ୍ରଶଂସା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା September 14, 2024 Papirani ଆଜି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କୁନି ଝିଅ ଶୁଭଶ୍ରୀ ନନ୍ଦିଙ୍କ ଅସାଧାରଣ ପ୍ରତିଭା ଦେଖି ଖୁସି ବ୍ୟକ୍ତ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା…
ତାଜା ଖବର ରାଜନୀତି ରାଜ୍ୟ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ଟୁର୍ଣ୍ଣାମେଣ୍ଟରେ ବିଜୟୀ ‘ଲିଡ଼ର୍ସ ଏକାଦଶ’ ଦଳକୁ ଅଭିନନ୍ଦନ ଜଣାଇଲେ ଉପମୁଖ୍ୟମନ୍ତ୍ରୀ September 14, 2024 Papirani ଟାଟା ଷ୍ଟିଲ ପକ୍ଷରୁ ଓଡ଼ିଶା ଫୁଟବଲ୍ ଏକାଡ଼େମୀ ପଡ଼ିଆରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟର ଚମ୍ପିଆନ୍ ‘ଲିଡର୍ସ ଏକାଦଶ’ ଦଳ ଓ ରନର୍ସ ଅପ୍ ‘ଅଫିସର୍ସ ଏକାଦଶ’ ଦଳ ସମେତ ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଥିବା ‘ମିଡ଼ିଆ…