Category: ରାଜନୀତି

Nuapada Bypoll: ନୂଆପଡା ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ହୋଇଛି ୧୪.୯୯ ପ୍ରତିଶତ ଭୋଟିଂ

ବହୁ ପ୍ରତିକ୍ଷୀତ ନୂଆପଡା ଉପନିର୍ବାଚନ ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ଭୋଟିଂ ହୋଇଥିବା ଜଣାପଡିଛି। ଆଜି ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ସାଧାରଣ ଜନତା…

Voting for Nuapada bypoll begins

Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଦିନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ରାଜ୍ୟର ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଆଜି ହେବ ବିଜେପି ପ୍ରାର୍ଥୀ ଜୟ…

Nuapada Bye-Election-BJP slams Congress over violent behavior

Nuapada Bye-Election: “ଉଚ୍ଚାରଣ ଅହିଂସା, ଆଚରଣ ହିଂସା” – ଗଣତନ୍ତ୍ର ପ୍ରତି ବିପଦ: ଡ.ଯତୀନ ମହାନ୍ତି

ଆଜି ନୂଆପଡା ଏନଏସି ଅଧ୍ୟକ୍ଷଙ୍କ ପୁତୁରା କିଛି ଦଳୀୟ ଗୁଣ୍ଡାଙ୍କ ସହିତ ମିଶି ବିଜେପି କାର୍ଯ୍ୟକର୍ତାଙ୍କୁ ବନ୍ଧୁକ ଦେଖାଇ ମାରି ଦେବାର ଧମକ ଦେବାକୁ ଯେତେ ନିନ୍ଦା କଲେ ମଧ୍ୟ କମ୍ ପଡିବ ବୋଲି ରାଜ୍ୟ ଉପସଭାପତି ଡା.ଯତୀନ ମହାନ୍ତି କହିଛନ୍ତି…

BJP is trying to win Nuapada Bypoll by force: Congress

Nuapada Bypoll: ନୂଆପଡା ବିଧାନ ସଭା ଆସନକୁ ବିଜେପି ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି: କଂଗ୍ରେସ

ବିଜେପି ନୁଆପଡ଼ା ବିଧାନସଭା ଆସନକୁ ବିଭିନ୍ନ ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି ବିଜେପି କ୍ୟାରଟ ଓ ଲାଠି ନୀତି ଦେଖାଇ ସ୍ବର୍ଗତ ବିଧାୟକଙ୍କର ପୁତ୍ର ଜୟ…

Nuapada Bye Election: ଏକପାଖିଆ ଦମନଲୀଳା ଚଳାଇଛି ନୂଆପଡ଼ା ପୁଲିିସ: ବିଜେଡି

ନିର୍ବାଚନ ହାରିବା ଭୟରେ ବିଜେପି ଏବେ ପୁଲିସକୁ ବିଜେଡି ନେତାଙ୍କ ପଛରେ ଲଗାଇ ଦେଇଛି । ଯାହାକୁ ପାରିଲେ ଗିରଫ କରିନେଉଛନ୍ତି । ଆଜି ବିଜେଡି ନେତୃବୃନ୍ଦ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏହାର ତୀବ୍ର ପ୍ରତିବାଦ କରିଛନ୍ତି । ବିଜେଡି…

Nuapada Bypoll: ନୂଆପଡା ଉପନିର୍ବାଚନରେ ସରକାରୀ ବଳର ଅପବ୍ୟବହାର କରୁଛି ବିଜେପି: ବିଜେଡି

ଗୋଟିଏ ଟ୍ରକରେ ଇଭିଏମ୍ ମେସିନ ନୂଆପଡାକୁ ନିଆଯାଇଛି ବୋଲି ବିଜେଡି ତରଫରୁ କରାଯାଇଥିବା ଅଭିଯୋଗକୁ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଖଣ୍ଡନ କରିବା ପରେ ଦଳ ତରଫରୁ ଅଧିକ ଯୁକ୍ତି ବଢ଼ା ଯାଇଛି । ନୂଆପଡା ନିର୍ବାଚନ ମଣ୍ଡଳୀରେ ଥିବା…

Nuapada Bypoll: ନୂଆପଡା ଉପନିର୍ବାଚନ ପୂର୍ବରୁ ବିଜେପି ଉପରେ ଅନୈତିକ କାର୍ଯ୍ୟର ଅଭିଯୋଗ ଆଣିଲେ ନବୀନ ପଟ୍ଟନାୟକ

ନୂଆପଡ଼ାରେ ହେଉ ମୁକ୍ତ ଓ ଅବାଧ ନିର୍ବାଚନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଅପିଲ କରିଛନ୍ତି। ନବୀନ ପଟ୍ଟନାୟକ ନିଜ ସୋସିଆଲ ମିଡ଼ିଆ ମାଧ୍ୟମରେ କହିଛନ୍ତି ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନାରେ ପ୍ରକୃତ ଗଣତନ୍ତ୍ରର ପ୍ରମୁଖ ପରିଚୟ ରହିଛି।…

Nuapada ByeElection: କୌଣସି ଜିଲ୍ଲାରୁ ଆସିନାହିଁ ଇଭିଏମ ଚୋରି ଅଭିଯୋଗ: ମୁଖ୍ୟ ନିର୍ବାଚନ ଅଧିକାରୀ

ଇଭିଏମ ଚୋରି ଅଭିଯୋଗକୁ ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଗଞ୍ଜାମ ଜିଲ୍ଲାରୁ ଇଭିଏମ୍ ମେସିନ୍ ଏକ ଟ୍ରକରେ ଆସିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣଭାବେ ଖଣ୍ଡନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି…

Nuapada Bypoll: ଅପଶବ୍ଦ ବ୍ୟବହାର ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଲ ମାଗନ୍ତୁ: ଭକ୍ତ ଦାସ

ନିର୍ବାଚନ ପ୍ରଚାରର ଶେଷ ଦିନରେ ନୂଆପଡ଼ାର ଖୁଣ୍ଟିଆ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କୁ ସମ୍ବୋଧିତ କରି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି କଂଗ୍ରେସର ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମକୁ ଉପଯୁକ୍ତ ସମୟ ଦେଇଥିବାରୁ ସମସ୍ତ ଗଣମାଧ୍ୟମର ବନ୍ଧୁମାନଙ୍କୁ…

Nuapada Bypoll: ଏଆଇର ଦୁରୁପଯୋଗ ନେଇ ସାଇବର ଏସିପିଙ୍କୁ ଏତଲା ଦେଲା ବିଜେପି ପ୍ରତିନିଧିମଣ୍ଡଳୀ

ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ବିଜୁ ଜନତା ଦଳ ପରାଜୟ ଭୟରେ ଅତି ନିମ୍ନସ୍ତରକୁ ଖସିଯାଇ ପ୍ରଚାର ପ୍ରସାର କରୁଛି । ଯାହା ଅତ୍ୟନ୍ତ ନିନ୍ଦନୀୟ । ନିଜ ଚିରାଚରିତ ଢ଼ଙ୍ଗରେ ପୂର୍ବ ଅଭ୍ୟାସ ଛାଡ଼ି ନ ପାରି ଆଉ ଥରେ କୁତ୍ରିମ…