Category: ରାଜନୀତି

କଂଗ୍ରେସର ବିଧାୟକ ସୁର ରାଉତରାୟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ରାଜ୍ୟ କଂଗ୍ରେସ

ଭୁବନେଶ୍ବର: କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟଙ୍କୁ ପୁଣିଥରେ କାରଣ ଦର୍ଶାଅ ନୋଟିସ ଜାରି କରିଛି ରାଜ୍ଯ କଂଗ୍ରେସ। ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବନି ବୋଲି ନୋଟିସ କରାଯାଇଛି। ତାଙ୍କ ପୁଅ ତଥା ବିଜେଡି…

ମୁଖ୍ୟମନ୍ତ୍ରୀଙ୍କୁ ଭାଷା ତୀର ମାରିଲେ ସିଦ୍ଧାନ୍ତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ସିଦ୍ଧାନ୍ତ ମହାପାତ୍ରଙ୍କ କଡା ସମାଲୋଚନା । ବିଜେପି ନେତା ତଥା ଦିଗପହଣ୍ଡି ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର ଉତ୍କଳ ଦିବସ ପାଳନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରି ଭାଷା ତୀର ମାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଯିବା ସମୟ ହେଲାଣି,…

ବିଜେପି ଛାଡ଼ୁ ଛାଡ଼ୁ ବିଜେଡିରେ ମିଶିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର: ନିର୍ବାଚନ ତାରିଖ ଯେତେ ପାଖଉଛି ରାଜ୍ୟ ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଏସବୁ ମଧ୍ୟରେ ଓଡ଼ିଶା ବିଜେପିକୁ ଲାଗିଛି ବଡ଼ ଝଟକା। ବିଜେପି ସହିତ ୨୩ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବରିଷ୍ଠ ନେତା ଭୃଗୁ ବକ୍ସିପାତ୍ର।ବିଜେପି ଛାଡ଼ୁ…

ବିଜେପି ଛାଡି ବିଜେଡିରେ ମିଶିଲେ ପ୍ରକାଶ ବେହେରା

କଟକ: ବିଜେଡିରେ ମିଶିଲେ ପ୍ରକାଶ ବେହେରା । ସାଲେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା କଟକ ଜିଲ୍ଲା ବିଜେପିର ପୂର୍ବତନ ସଭାପତି ପ୍ରକାଶ ଚନ୍ଦ୍ର ବେହେରା ବିଜେପିରୁ ଇସ୍ତଫା ଦେଇ ଆଜି ବିଜେଡିରେ ମିଶିଛନ୍ତି । ଭୁବନେଶ୍ୱର ସ୍ଥିତ…

ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ

ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ । ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦେଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ବର୍ତମାନ ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ…

ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର; ବିଜେଡିରେ ଯୋଗ ଦେବେ

ବିଜେପି ସହ ଦୀର୍ଘ ୨୩ ବର୍ଷର ସମ୍ପର୍କ ଛିନ୍ନ କରିଛନ୍ତି ରାଜ୍ୟ ଉପ ସଭାପତି ଭୃଗୁ ବକ୍ସିପାତ୍ର। ଦଳର ପ୍ରାଥମିକ ପଦରୁ ଇସ୍ତଫା ଦେବା ସହ ନିଜ କ୍ଷୋଭକୁ ବ୍ୟକ୍ତ କରିଛନ୍ତି । ବ୍ରହ୍ମପୁର ଲୋକସଭା ଆସନରୁ ଟିକେଟ ନ ମିଳିବା…

ବିଜେପିରେ ମିଶିଲେ ଲିଙ୍କନ ସୁବୁଦ୍ଧି

ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଲିଙ୍କନ ସୁବୁଦ୍ଧି ଆଜି ନିଜ ସମର୍ଥକଙ୍କ ସହିତ ବିଜେପିରେ ଯୋଗ ଦେଇଛନ୍ତି।ଓଡ଼ିଶାର ବିକାଶ ପାଇଁ ବିଜେପି ଲଢ଼େଇ କରିବ । ରାଜ୍ୟର ପ୍ରତ୍ୟେକ ପ୍ରାନ୍ତରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ବିଭିନ୍ନ…

ଆଦିବାସୀ ଯୁବକଙ୍କ ହାଜତ ମୃତ୍ୟୁ ନେଇ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ଥାନା ହାଜତରେ ଅସ୍ୱାଭାବିକ ମୃତ୍ୟୁ ବ୍ୟତିକ୍ରମ ନୁହେଁ ବରଂ ଏକ ସ୍ୱାଭାବିକ ଘଟଣାରେ ପରିଣତ ହେଲାଣି । ବିଶେଷକରି ଜିଲ୍ଲାର ଖଣି ଅଂଚଳ ଯୋଡା-ବଡବିଲ୍‌ରେ ଖଣି ମାଫିଆଙ୍କ ସହିତ ପୋଲିସର ମଧୁଚନ୍ଦ୍ରିକା କାହାକୁ ଆଶ୍ଚର୍ଯ୍ୟ ଚକିତ କରୁନଥିବାବେଳେ…

ରାଜ୍ୟର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ବିଜେପି, ବିଜେଡି ପରେ ଏବେ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ପ୍ରଥମ ପର୍ଯ୍ୟାୟରେ ଦଳ ଆଜି ରାଜ୍ୟର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ା…

ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ବହୁ ମାନସ ମନ୍ଥନ ଓ କଳ୍ପନାଜଳ୍ପନା ପରେ ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା । ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ୧୧୨ ଟି ବିଧାନସଭା ସିଟ ପ୍ରାର୍ଥୀ ଘୋଷଣା କଲା ବିଜେପି ।…