Category: ରାଜନୀତି

ପାଣ୍ଡିଆନ ଦ୍ୱାରା ହୋଇଥିବା କ୍ଷତି ଭରଣା ପାଇଁ ନବୀନଙ୍କ ଶେଷ ଚେଷ୍ଟା

ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାଣ୍ଡିଆନ ତାଙ୍କର ଉତ୍ତରାଧିକାରୀ ନୁହନ୍ତି ବୋଲି ନବୀନ ଆଜି ସ୍ପଷ୍ଟ କରିଛନ୍ତି। ତାହା ସହ…

ମିଶିକି ଅଛନ୍ତି ବିଜେଡି-ବିଜେପି: ରାହୁଲ ଗାନ୍ଧୀ

ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି ରାହୁଲ ଗାନ୍ଧୀ। କଂଗ୍ରେସ ନେତା ରାହୁଲ…

କେରଳ ଛୁଇଁଲା ମୌସୁମୀ

ଦକ୍ଷିଣ-ପଶ୍ଚିମ ମୌସୁମୀ ଗୁରୁବାର ଅର୍ଥାତ ୩୦ ତାରିଖ ଦିନ କେରଳ ଛୁଇଁଛି । ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ଭାରତୀୟ ପାଣିପାଗ ବିଭାଗ(IMD) ସୂଚନା ଦେଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା…

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ସରିବ ପ୍ରଚାର

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ରାଜ୍ୟ ଓ ଦେଶରେ ପ୍ରଚାରର ଶେଷ ଦିନ । ଓଡିଶାରେ ଚତୁର୍ଥ ପର୍ଯ୍ୟାୟ ଓ ଦେଶରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡିବ ଭୋଟ । ଆଜି ସନ୍ଧ୍ୟା ସୁଦ୍ଧା ସବୁ ଦଳ ପ୍ରଚାର…

ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ପୁରୀ ଚନ୍ଦନ ପୁଷ୍କରିଣୀରେ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି। କଟକ ଏସସିବି ମେଡିକାଲରେ ଜଣେ ଏବଂ ଭୁବନେଶ୍ବରର ଦୁଇ ଘରୋଇ ମେଡିକାଲରେ…

ଯାଜପୁର ଠିକାଦାରଙ୍କ ଘରେ IT ରେଡ୍

ଯାଜପୁର ଟାଉନରେ ଜଣେ ଠିକାଦାରଙ୍କ ଘରେ IT ରେଡ୍‌ ହେଉଥିବା ସୂଚନା ମିଳିଛି। ବିଦ୍ୟୁତ ବିଭାଗ ଠିକାଦାର ଧରଣୀ ସାହୁଙ୍କ ଘରେ ସକାଳୁ IT ରେଡ୍‌ ଚାଲିଥିବା ସୂଚନା ମିଳିଛି।ଠିକାଦାରଙ୍କ ଯାଜପୁର ପୈାରପାଳିକା ହାଟପାଟଣା ସ୍ଥିତ ଘରେ ରେଡ୍‌ ହେଉଛି। ଚଢାଉରେ…

ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ ପାଇଁ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ । ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏମ୍ସ ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ…

ଭୋଟ ପାଇଁ କଟକ ଜିଲ୍ଲାର ୩ଟି ସ୍ଥାନରେ ୩୦ ତାରିଖରୁ ଲଗୁହେବ ୧୪୪ ଧାରା

ରାଜ୍ୟରେ ଜୁନ ୧ରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ କଟକ ଜିଲ୍ଲା ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ଜାରି ହେଇଛି ୧୪୪ ଧାରା । ଜିଲ୍ଳାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶରେ ୧୪୪…

ନନ୍ଦିଘୋଷ ଟିଭି ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ନନ୍ଦିଘୋଷ ବିରୋଧରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଭାରତର ନିର୍ବାଚନ ଆୟୋଗ ‘ନନ୍ଦିଘୋଷ ଟିଭି’ ବିରୋଧରେ ତଦନ୍ତ ପାଇଁ ଭାରତର ନିର୍ବାଚନ ଆୟୋଗ ସିଇଓ ଓଡ଼ିଶାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି କୁହାଯାଇଛି । ନିର୍ବାଚନ ସମ୍ପୂର୍ଣ୍ଣ…

ନନ୍ଦିଘୋଷ ଟିଭି ବିରୁଦ୍ଧରେ ନିର୍ବାଚନ କମିଶନ ଗଲା କେନ୍ଦ୍ରୀୟ ବିଜେପି

‘ନନ୍ଦିଘୋଷ ଟିଭି’ ବିରୋଧରେ ଭାରତୀୟ ନିର୍ବାଚନ କମିସନଙ୍କ ଦ୍ବାରସ୍ଥ ହେଲା ବିଜେପି। ରାଜ୍ୟରେ ଆହୁରି ଗୋଟିଏ ପର୍ଯ୍ୟାୟ ନିର୍ବାଚନ ବାକି ରହୁଥିବା ବେଳେ ଏକଜିଟ୍ ପୋଲ୍ କରି ‘ନନ୍ଦିଘୋଷ ଟିଭି’ ନିର୍ବାଚନ ନିୟମର ଖୋଲା ଉଲ୍ଲଂଘନ କରିଛି ବୋଲି ବିଜେପିର ବରିଷ୍ଠ…