Category: ରାଜନୀତି

ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ଙ୍କୁ ଆକ୍ରମଣ ଅଭିଯୋଗ

ଯାଜପୁର ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ । ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ ସାହୁ)ଙ୍କୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଯାଜପୁର ବୁଢ଼ାଘାଟରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।ବିଧାୟକ ଯାଉଥିବା ବେଳେ ତାଙ୍କ ଗାଡି ଅଟକାଇ ଠେଙ୍ଗାରେ…

ବ୍ୟାଙ୍କ ଜାଲିଆତିରେ ସଂଶ୍ଳିଷ୍ଟ ଶିଳ୍ପପତି ବିକାଶ ଓ ରବୀନ ମୋହନଙ୍କୁ ଭେଟିଲେ କେମିତି ?

ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କର ସିଙ୍ଗାପୁର ଗସ୍ତ ବେଳେ ଶିଳ୍ପପତିମାନେ । ଭେଟିବାକୁ ନେଇ ଏକ ବିବାଦ ସୃଷ୍ଟି ହୋଇଛି। । ବହୁ ଶିଳ୍ପ ଦ୍ୟୋଗୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। କିନ୍ତୁ ଦୂଇଜଣ ଅତ୍ୟନ୍ତ ବିବାଦୀୟ ଓ ଜାଲିଆତିରେ ସଂଶ୍ଲିଷ୍ଟ ଅଭିଯୋଗ ଥିବା ଶିଳ୍ପପତି…

ହାଇଟେକ୍ ମେଡ଼ିକାଲର ପ୍ରଚାର କରୁଛନ୍ତି ପଦ୍ମମନ୍ତ୍ରୀ !

ସରକାରଙ୍କୁ କାହିଁକି କେଜାଣି ସମସ୍ତେ ଭାରି ହାଲୁକାରେ ନଉଛନ୍ତି । ଶଙ୍ଖ ସରକାର ଅମଳରେ ସମସ୍ତଙ୍କ ଭିତରେ ଡର ଏମିତି ବରଫ ଭଳି ଜମାଟ ବାନ୍ଧି ଯାଇଥିଲା ଯେ ନବୀନ ବାବୁଙ୍କ କଥା ଛାଡନ୍ତୁ, କେଉଁ ଅଫିସରଙ୍କୁ ନେଇ କେହି ଗମାତ…

ମହାରାଷ୍ଟ୍ରର ସମସ୍ତ ଓ ଝାଡ଼ଖଣ୍ଡ ଆସନର ଦ୍ଵିତୀୟ ପର୍ଯ୍ୟାୟ ପାଇଁ ମତଦାନ ଜାରି

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ହେଉଥିବା ବେଳେ ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆଜି ମତଦାନ ଜାରି ରହିଛି। ଆଜି ଝାଡ଼ଖଣ୍ଡର ୩୮ଟି ବିଧାନସଭା ଆସନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ଓ ମହାରାଷ୍ଟ୍ରର ୨୮୮ଟି…

ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ‘କ୍ୟାସ ଫର ଭୋଟ’ ମାମଲା ରେ ଫସିଲେ ବିଜେପି ନେତା ବିନୋଦ ତାୱଡ଼େ

ମହାରାଷ୍ଟ୍ର ନିର୍ବାଚନର ପୂର୍ବ ସନ୍ଧ୍ୟା ରେ ବହୁଜନ ବିକାଶ ଅଘାଡି (ବିଭିଏ) କର୍ମୀମାନେ ମଙ୍ଗଳବାର ଦିନ ବରିଷ୍ଠ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ତଥା ଜାତୀୟ ସାଧାରଣ ସମ୍ପାଦକ ବିନୋଦ ତାୱଡେଙ୍କୁ ଭୋଟରମାନଙ୍କୁ ଲାଞ୍ଚ ଦେବାକୁ ଉଦ୍ଯମ କରୁଥିବା ଅଭିଯୋଗ…

୨୫ରେ ହେବାକୁ ଯାଉଛି ସର୍ବଦଳୀୟ ବୈଠକ

ନଭେମ୍ବର ୨୫ ତାରିଖରେ ବସିବ ସର୍ବଦଳୀୟ ବୈଠକ । ୨୬ ତାରିଖରୁ ଆରମ୍ଭ ହେବାକୁଥିବା ବିଧାନସଭାର ଶୀତକାଳିନ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ୨୫ ତାରଖ ଦିନ ହେବାକୁ ଯାଉଛି । ଏହି ବୈଠକ ନେଇ ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ…

ଡବଲ ଇଂଜିନ ସରକାର ବାଲିଯାତ୍ରାକୁ ଜାତୀୟ ଉତ୍ସବ ମାନ୍ୟତା ଦିଅନ୍ତୁ: ବିଜେଡି

ଏବର୍ଷର ବାଲିଯାତ୍ରା କାର୍ଯ୍ୟକ୍ରମର ପରିଚାଳନାରେ ହୋଇଥିବା ଅନେକ ବିଭ୍ରାଟକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ବିଜୁ ଜନତା ଦଳ ତରଫରୁ ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ…

ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ

ଆସନ୍ତା ୨୯ ତାରିଖରେ ପ୍ରଥମ ଥର ଭୁବନେଶ୍ବରରେ ଅନୁଷ୍ଠିତ ହେବ ଡିଜିପି ସମ୍ମିଳନୀ। ଏଥିରେ ଯୋଗଦେବାକୁ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ନଭେମ୍ବର ୨୯ ତାରିଖରୁ ଡିସେମ୍ବର ୧…

ବଦଳି ପୋଷ୍ଟିଂ ପାଇଁ ଚାପ ପକାଉଛି କିଏ ?

ନଭେମ୍ବର ୧୧ତାରିଖରେ ମୁଖ୍ୟ ସଚିବ ମନୋଜ ଆହୁଜାବାବୁ ଏକ ସର୍କୁଲାର ଜାରି କରିଥିଲେ । ସବୁ ବିଭାଗର ସଚିବ ଓ ଅନ୍ୟ ଅଧିକାରୀଙ୍କ ପାଖକୁ ଏହି ଚିଠି ଯାଇଥିଲା। ଏଥିରେ ଉଲ୍ଲେଖ ଥିଲା ଯେ, ବଦଳି ଏବଂ ପୋଷ୍ଟି ପାଇଁ ଯେଉଁ…

ଜିଲ୍ଲା ପରିଷଦଙ୍କୁ ଦୁର୍ବ୍ୟବହାର ଘଟଣା: ଦାୟିତ୍ୱରୁ ହଟିଲେ ରେଢ଼ାଖୋଲ ତହସିଲଦାର

ରେଢାଖୋଲରେ ଜିଲ୍ଲାପରିଷଦ ସଭ୍ୟଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣି ନାୟକଙ୍କ ଦୁର୍ବ୍ୟବହାର ଘଟଣାରେ ନିଆଯାଇଛି କାର୍ଯାନୁଷ୍ଠାନ। ଦାୟିତ୍ୱରୁ ହଟିଲେ ରେଢ଼ାଖୋଲ ତହସିଲଦାର ଦେବାଶିଷ ପାତ୍ର । ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗକୁ ଫେରିଛନ୍ତି ଦେବାଶିଷ । ପୂର୍ବରୁ…