Category: ରାଜନୀତି

ମିଛ କହି ବିଜେପି କ୍ଷମତାକୁ ଆସିଛି- ନବୀନ ପଟ୍ଟନାୟକ 

ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରୁ ଆରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ ପଦଯାତ୍ରା । ଏହି ଜନସମ୍ପର୍କ ପଦଯାତ୍ରାକୁ ଶୁଭାରମ୍ଭ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି ଆଜି ଗାନ୍ଧୀ ଜୟନ୍ତୀ । ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳୀ…

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି 

୨୦୨୧ ମସିହାରେ ଘଟିଥିବା ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗାର ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି ମିଳିଛି। ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ। ପ୍ରତାପଙ୍କ ବିରୋଧରେ ଅପରାଧିକ…

ନଭେମ୍ବରରୁ ୩୧୦୦ ଟଙ୍କାରେ କିଣା ହେବ ଧାନ: ସମୀର ଦାଶ

ନଭେମ୍ବରରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ବିଜେପି ମୁଖପାତ୍ର ସମୀର ରଞ୍ଜନ ଦାସ ଧାନ କିଣା ସଂପର୍କରେ ସୂଚନା ଦେଇ କହିଛନ୍ତି ବରଗଡ ସୋହେଲାରୁ ଆରମ୍ଭ ହେବ ଧାନ…

ନବୀନ ବାବୁ ରାଜନୈତିକ ଫାଇଦା ପାଇଁ ସାମ୍ପ୍ରଦାୟିକ ବୟାନବାଜି କରୁଛନ୍ତି: ଅନିଲ ବିଶ୍ୱାଳ

ଭାଙ୍ଗି ପଡିଥିବା ବିଜେଡି କର୍ମୀଙ୍କୁ ବୋଧ ଦେବାକୁ ଯାଇ ବିଜେଡି ସଭାପତି ନବୀନ ବାବୁ ନିଜେ ଶେଷରେ ଏତେ ତଳକୁ ଖସିଯିବେ ତାହା ଆଶ୍ଚର୍ଯ୍ୟ ଲାଗୁଛି । ନବୀନ ବାବୁଙ୍କ ବକ୍ତବ୍ୟରୁ ଏହା ପ୍ରମାଣିତ ହେଉଛି ଯେ ନବୀନ ବାବୁ ନିଜେ…

ବାପାଙ୍କ ଠାରୁ ଭିନେ ପୁଅକୁ ମିଳିବ ପକ୍କା ଘର

ବାପାଙ୍କ ଠାରୁ ଭିନେ ହୋଇ ଅଲଗା ପରିବାର କରିଥିବା ପୁଅକୁ ମିଳିବ ପକ୍କା ଘର । ପିଏମ୍ ଆବାସ ଯୋଜନାରେ ଚତୁର୍ଥ ପର୍ଯ୍ୟାୟରେ ଆସୁଥିବା ପକ୍କା ଘର କ୍ଷେତ୍ରରେ କିଛି ପରିବର୍ତ୍ତନ କରିଛନ୍ତି ସରକାର । ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ…

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ମୁହାଁମୁହିଁ ହେଲେ ୨ ଗୋଷ୍ଠୀ

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ବିଜେଡ଼ିର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନ ଠାରେ ଭଦ୍ରକ ଜିଲ୍ଲା ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ଭଦ୍ରକ ଜିଲ୍ଲା ସମୀକ୍ଷା ବେଳେ…

ପିଲାଙ୍କୁ ଛତୁଆ ବଦଳରେ ଦିଆଯିବ ମାଣ୍ଡିଆ !

ରାଜ୍ୟରେ ପିଲାଙ୍କୁ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ପରିପୂରକ ପୃଷ୍ଟି ଯୋଜନାରେ ଛତୁଆ ସମେତ ଅନ୍ୟାନ୍ୟ ଖାଦ୍ୟ ଯୋଗାଇ ଦିଆଯାଉଛି । ହେଲେ ଅନେକ କ୍ଷେତ୍ରରେ ଦେଖାଦେଇଛି ଯେ ଶିଶୁ ଓ ଝିଅମାନଙ୍କୁ ପୃଷ୍ଟି ପାଇଁ ଯୋଗାଇ ଦିଆଯାଉଥିବା ଛତୁଆ ଅତି…

ଗାଈକୁ ମିଳିଳା ରାଜ୍ୟମାତା ମାନ୍ୟତା 

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆଜି କ୍ୟାବିନେଟ ବୈଠକରେ ସରକାର ଗାଈକୁ ରାଜ୍ୟମାତା ମାନ୍ୟତା ଦିଆଯାଇଛି। ଦେଶର ବିଭିନ୍ନ ସ୍ଥାନରୁ ପ୍ରତିଦିନ ଗୋଚାଲାଣ ମାମଲା ସାମ୍ନାକୁ ଆସୁଥିବା ବେଳେ ମହାରାଷ୍ଟ୍ର ସରକାର ଆଜି ଏହିଭଳି ନିଷ୍ପତ୍ତି ନେଇଛନ୍ତି । ନିର୍ବାଚନ ପୂର୍ବରୁ…

ଚାରି ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା ବିଜେଡି

ଦିନକୁ ଦିନ ତେଜିଛି ଭୁବନେଶ୍ବର ବିଜେଡି ଦଳର ଭିତର ବିବାଦ। ସେଥିପାଇଁ ବିଜେଡି ତରଫରୁ ଆରମ୍ଭ ହୋଇଛି ଆକ୍ସନ ପ୍ରକ୍ରିୟା । ଦଳରେ ବିଶୃଙ୍ଖଳା କାର୍ଯ୍ୟକଳାପ ପାଇଁ ୪ ନେତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଜିଲ୍ଲା ସଭାପତି ସୁଶାନ୍ତ…

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବ ଉପରେ ମୋହର ବାଜିଛି। ରାଜ୍ୟ କ୍ୟାବିନେଟରେ ୬ଟି ବିଭାଗର ୭ ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଥିବା ସୂଚନା…