Category: ରାଜନୀତି

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଦୁଇ ମୋହନଙ୍କ ପାଇଁ ଅଗ୍ନି ପରୀକ୍ଷା

ନବ ନିର୍ବାଚିତ ଭାଜପା ସଭାପତି ମନମୋହନ ସାମଲ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସମ୍ପର୍କରେ ସଂକେତ ଦେଇଛନ୍ତି । ବର୍ଷ ପୂର୍ତି ଉପଲକ୍ଷେ ବରିଷ୍ଠ ସାମ୍ବାଦିକମାନଙ୍କ ସହ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମଧ୍ୟ ସମାନ ସଂକେତ ଦେଇଥିଲେ । ଯେତେବେଳେ ମୋହନ…

ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ

ଆସନ୍ତା ୧୧ ଜୁଲାଇ କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ”, ମହାସମାବେଶରେ ଯୋଗଦେବା ପାଇଁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓ ସଂଗଠନ ସାଧାରଣ ସମ୍ପାଦକ ଭେଣୁଗୋପାଳ ଭୁବନେଶ୍ୱର ଆସୁଛନ୍ତି । ବୁଧବାର ମଧ୍ୟାହ୍ନରେ କଂଗ୍ରେସ ଭବନରେ ଆୟୋଜିତ…

ଜେଲ ରୁ ବାହାରିଲେ ଜଗନ୍ନାଥ ପ୍ରଧାନ

ବିଜେପି ନେତା ତଥା ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଜି ଝାରପଡା ଜେଲରୁ ବାହାରିଛନ୍ତି । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ତାଙ୍କୁ ଏହି ଜାମିନ ମିଳିଥିଲା । ବିଏମ୍‌ସି ମହାନଗର ନିଗମର ଅତିରିକ୍ତ…

ଟିଏମ୍‌ସି ସାଂସଦ ମହୁଆ ମୈତ୍ର-ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ମୁହାଁମୁହିଁ

ଝାରସୁଗୁଡାରେ ୪୨୧ ଶ୍ରମିକଙ୍କୁ ଅଟକ ରଖିଥିବା ନେଇ ସାଂସଦ ମହୁଆ ମୈତ୍ର ଅଭିଯୋଗ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପରୋକ୍ଷରେ କରିଥିବା ଆକ୍ଷେପକୁ କଡ଼ା ପ୍ରତିକ୍ରିୟା ଦେଇଛନ୍ତି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ । ବିଜେଡି ଯାହା କହିପାରୁନି, ତାହା ନୂଆ…

ଓଡ଼ିଶା କଂଗ୍ରେସକୁ ମିଳିଲେ ନୂତନ ପଦାଧିକାରୀ, ମୁଖପାତ୍ର ଏବଂ ମିଡିଆ ପ୍ୟାନେଲିଷ୍ଟ; ଜାରୀ ହେଲା ତାଲିକା

ଆଜି ଅଖିଳ ଭାରତ କଂଗ୍ରେସ କମିଟି (AICC) ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC)ର ପଦାଧିକାରୀ, ମୁଖପାତ୍ର ଏବଂ ମିଡିଆ ପ୍ୟାନେଲିଷ୍ଟଙ୍କ ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି (AICC) ଦ୍ୱାରା ପ୍ରକାଶିତ ତାଲିକା ଅନୁଯାୟୀ ବରିଷ୍ଠ ନେତା…

ସି-ସୋର୍‌ ଚିଟ୍‌ଫଣ୍ଡ ଠକେଇ ମାମଲା; ରବି ଜେନାଙ୍କ ବଢ଼ିଲା ଅଡୁଆ ବଢ଼ିଲା

ସି-ସୋର ଚିଟଫଣ୍ଡ ଠକେଇ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ରବିନ୍ଦ୍ର ଜେନାଙ୍କ ଅଡୁଆ ବଢିଲା । ସିବିଆଇକୁ ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ଶୁଣାଣି ଯାଏଁ ରବିନ୍ଦ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଉପରେ ଅଙ୍କୁଶ ଲଗାଇଛନ୍ତି ।…

ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ, ଯୋଗାଯୋଗ ଏବଂ ପ୍ରଚାର ବିଭାଗର ନୂତନ ଅଧ୍ୟକ୍ଷ ଭାବରେ ଅରବିନ୍ଦ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ଭେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ…

ଲଘୁଚାପ ବର୍ଷାରେ ଜମିରେ ପାଉଁଶ ମାଡ଼ିବାକୁ ନେଇ ବର୍ଷିଛନ୍ତି ଦୀପାଳି ଦାସ

ଲଘୁଚାପ ପ୍ରଭାବରେ ସପ୍ତାହେ ଧରି ଲଗାଣ ବର୍ଷା ପରେ ଝାରସୁଗୁଡା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ସମୟରେ ଜମିରେ ପାଉଁଶ ମାଡ଼ିବାକୁ ନେଇ ବର୍ଷିଛନ୍ତି ଝାରସୁଗୁଡାର ପୂର୍ବତନ ବିଧାୟିକା ଦୀପାଳି ଦାସ । ‘NH-୪୯…

ଦଳ ସରକାରଙ୍କ ସହ ଖୁଣ୍ଟ ଭଳି ଠିଆ ହୋଇରହିବ: ମନମୋହନ ସାମଲ

ଚତୁର୍ଥଥର ଦଳର ଦାୟିତ୍ୱ ନେବା ପରେ, ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସରକାରଙ୍କ ପଛରେ ଖୁଣ୍ଟ ଭଳି ଛିଡ଼ା ହେବ ଦଳ । ସାଇନବୋର୍ଡ ପାର୍ଟିରୁ ସରକାର ଗଢ଼ିଛି ବିଜେପି । ତେଣୁ ବିଜେପି…

ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ଏବଂ ୩୨ ଜଣ ରାଷ୍ଟ୍ରୀୟ ପରିଷଦ ସଦସ୍ୟଙ୍କ ନାମ ହେଲା ଘୋଷଣା

ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ଗତ କାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆଜି ବିଧିବଦ୍ଧ ଭାବେ ନାମ ଘୋଷଣା କରାଯାଇଛି । ରାଜ୍ୟ ସଭାପତି ପଦରେ ଅପ୍ରତିଦ୍ୱନ୍ଦୀ…