ତାଜା ଖବର ରାଜନୀତି ରାଜ୍ୟ ବ୍ଲାକରୋଜ୍ ଜାହାଜ ବୁଡ଼ି ମାମଲା: ସିବିଆଇ ତଦନ୍ତ ପାଇଁ ଗୃହ ବିଭାଗର ଚିଠି August 15, 2024 Papirani ଦୀର୍ଘ ୧୫ବର୍ଷ ପରେ ପାରାଦୀପ ସମୁଦ୍ରରେ ବ୍ଲାକରୋଜ୍ ଜାହାଜ ବୁଡ଼ି ଘଟଣାର ତଦନ୍ତ କରିପାରେ ସିବିଆଇ। ପାରାଦୀପ ସାମୁଦ୍ରିକ ଥାନାରେ ରୁଜୁ ହୋଇଥିବା ଏହି ବ୍ଲାକରୋଜ୍ ବୁଡ଼ି ଘଟଣାରେ ସିବିଆଇ ତଦନ୍ତ ପାଇଁ ଗୃହ ବିଭାଗର ଚିଠି । ପୋଲିସ ଡିଜିଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ଖୋର୍ଦ୍ଧାଠାରେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ରାଜ୍ୟ ବିଜେପି August 14, 2024 Papirani ଦେଶ ସ୍ୱାଧୀନତା ପାଇଁ ପ୍ରାଣବଳି ଦେଇଥିବା ମହାନ୍ ସଂଗ୍ରାମୀ ଏବଂ ତାଙ୍କ ଜୀବନଶୈଳୀ ଓ ବିଚାରଧାରାକୁ ଆଜିର ଯୁବ ପୀଢିଙ୍କ ମଧ୍ୟରେ ଅବଗତ କରାଇବା ନିହାତି ଆବଶ୍ୟକ । ସ୍ୱାଧୀନତା ସେନାନୀଙ୍କ ପ୍ରେରଣା ଓ ଦେଶ ବିକାଶର ଅବଦାନ ରଖି ଯାଇଥିବା…
ଖେଳ ରାଜନୀତି ରାଜ୍ୟ ଭିକେ ପାଣ୍ଡିଆନ୍ଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା August 14, 2024 Papirani ଭିକେ ପାଣ୍ଡିଆନଙ୍କ ନାଁ ରେ ଦିଆଗଲା ଏତଲା । ଆଇନଜୀବୀ ସୁଧିର ଚରଣ ମହାନ୍ତିଙ୍କ ପକ୍ଷରୁ କ୍ୟାପିଟାଲ ଥାନାରେ ଭିକେ ପାଣ୍ଡିଆନ୍ଙ୍କ ନାଁରେ ଏତଲା ଦିଆଯାଇଥିବା ସୂଚନା। ଅର୍ଥ ତୋଷରପାତ, ବିପୁଳ କଳା ଟଙ୍କାକୁ ଧଳା କରିବା, ଖଣି ମାଫିଆଙ୍କ ଠାରୁ…
ତାଜା ଖବର ଦେଶ ରାଜନୀତି ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା; ମିଳିଲାନି ଜାମିନ August 14, 2024 Papirani ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା । ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଜାମିନ । ଦିଲ୍ଳୀ ମଦ ଦୁର୍ନୀତି ମାମଲାରେ ଅନ୍ତରୀଣ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ରାଜ୍ୟରେ ଅଶାନ୍ତି ଓ ବିଶୃଙ୍ଖଳା ସୃଷ୍ଟି କରୁଛି: ବିଜେପି August 14, 2024 Papirani ଦୀର୍ଘ ୨୫ବର୍ଷ ଶାସନ କ୍ଷମତାରେ ରହି ନବୀନ ବାବୁ ଓଡ଼ିଆ ଓ ଓଡିଶାବାସୀଙ୍କ ସହ ଖେଳ ଖେଳିଆସିଲେ । ଓଡିଆ ଅସ୍ମିତାର ଧଜିଆ ଉଡାଇଲେ । ଆଜି ବିଜେଡି ଓଡିଆ ଅସ୍ମିତାର ସମ୍ପର୍କରେ ସମାଲୋଚନା କରିବା ହାସ୍ୟାସ୍ପଦ ଏବଂ ଦୁର୍ଭାଗ୍ୟଜନକ ।…
ତାଜା ଖବର ରାଜନୀତି ରାଜ୍ୟ ରାଜଧାନୀରେ ଆୟୋଜିତ ବିଶାଳ ତ୍ରିରଙ୍ଗା ରାଲିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 14, 2024 Papirani ଆଜି ଭୁବନେଶ୍ୱର ସ୍ଥିତ ଶ୍ରୀଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ବର ମନ୍ଦିର ଯାଏଁ ବିଶାଳ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଛି । ଏହି ତ୍ରିରଙ୍ଗା ରାଲିରେ ସାମିଲ୍ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା August 14, 2024 Nirvay ଆଜି ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ ହେବ। ଓଡ଼ିଶାର ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ।ଅଗଷ୍ଟ ୨୧ ନାମାଙ୍କନ…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାପାଳଙ୍କ ମାଧ୍ୟମରେ ଫିଡ୍ବ୍ୟାକ ସଂଗ୍ରହ କରିବା ଏକ ପ୍ରହସନ: ବିଜେଡି August 13, 2024 Papirani ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ, ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସୁଭଦ୍ରା…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ ହେବାକୁ ଥିବା ସର୍ଭିସ ରୋଡକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସମିଟ୍ August 13, 2024 Papirani ଓଡ଼ିଶାରେ ନିର୍ମାଣାଧୀନ ଓ ପ୍ରସ୍ତାବିତ ଜାତୀୟ ରାଜପଥର ନିର୍ମାଣ ନେଇ ଆଜି କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିବା ପରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଭୁବନେଶ୍ୱରରୁ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ୱର ମଧ୍ୟ ବିଧାୟକଙ୍କୁ ହାଇକୋର୍ଟର ନୋଟିସ୍ August 13, 2024 Papirani ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ହାଇକୋର୍ଟଙ୍କ ନୋଟିସ । ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି ହୋଇଛି। ସେପ୍ଟେମ୍ବର ୯ରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ…