ରାଜନୀତି ରାଜ୍ୟ ବିଜେଡିରୁ ସସ୍ପେଣ୍ଡ ହେଲେ ଶ୍ରୀମୟୀ ମିଶ୍ର; ସୋସିଆଲ ମିଡିଆରେ ଦେଲେ ପ୍ରତିକ୍ରିୟା September 23, 2025 Nirvay ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ମହିଳା ଶାଖାର ସାଧାରଣ ସମ୍ପାଦିକା ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବନ କରାଯାଇଛି । କେବଳ ଶ୍ରୀମୟୀ ନୁହଁନ୍ତି ମୟୂରଭଞ୍ଜ ଜିଲ୍ଲାର ଆଉ ୨ ସଦସ୍ୟ ସୁବାସ ଚନ୍ଦ୍ର ସାଇ ଏବଂ ପ୍ରବୀର…
ରାଜନୀତି ରାଜ୍ୟ ନୂଆପଡ଼ାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ: ମନମୋହନ ସାମଲ September 23, 2025 Nirvay ନୂଆପଡ଼ା ଜିଲ୍ଲାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ସରକାରଙ୍କ ବିକାଶମୂକଳ କାର୍ଯ୍ୟ ଉପରେ ନୂଆପଡ଼ାବାସୀଙ୍କ ଆଶା ଓ ବିଶ୍ୱାସ ବଢ଼ିବାରେ ଲାଗିଛି ବୋଲି ନୂଆପଡ଼ା ଗସ୍ତରେ ଯାଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଆଗମୀ…
ତାଜା ଖବର ରାଜନୀତି ରାଜ୍ୟ ନୂଆପଡ଼ାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ: ମନମୋହନ ସାମଲ September 23, 2025 Papirani ମନମୋହନ ସାମଲ ନୂଆପଡ଼ା ଗସ୍ତରେ ଆସି ବିଭିନ୍ନ ସେବାମୁଳକ କାର୍ଯ୍ୟକ୍ରମ ଏବଂ କାର୍ଯ୍ୟକର୍ତା ସମ୍ମିଳନୀରେ ଯୋଗ ଦେଇଛନ୍ତି । ଏହି ଅବସରରେ ଖଡିଆଳଠାରେ ମା’ ପାଇଁ ଗଛଟିଏ ଅଭିଯାନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ…
ରାଜନୀତି ରାଜ୍ୟ ମୋକିମ-ସୋଫିଆଙ୍କ ‘ଶାରଦୀୟ ବନ୍ଧୁମିଳନ’ ରାଜନୀତି September 23, 2025 Nirvay ଦହିବରା ଓ ଭାଇଚାରା ଭଳି ଦଶହରା ମଧ୍ୟ କଟକବାସୀଙ୍କ ଭାବନା ସହିତ ଜଡିତ । ତେବେ ଏଥର ରାଜନୀତିରେ ଦୁର୍ଗାପୂଜାକୁ ମୋହରା କରିଛନ୍ତି ବାରବାଟୀ-କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଓ ବର୍ତ୍ତମାନର ବିଧାୟିକା ତଥା ତାଙ୍କ ଝିଅ ସୋଫିଆ ଫିର୍ଦ୍ଦୋଷ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ନେତା ଦିଲୀପ ନାୟକଙ୍କୁ ୩ ଦିନିଆ ରିମାଣ୍ଡ ଅନୁମତି September 23, 2025 Papirani ବିଜେଡି ନେତା ଦିଲୀପ ନାୟକଙ୍କୁ ୩ ଦିନିଆ ରିମାଣ୍ଡ ନେବାକୁ ମିଳିଲା ଅନୁମତି। କ୍ରାଇମବ୍ରାଞ୍ଚ ଇଓଡବ୍ଲୁକୁ ୩ ଦିନିଆ ରିମାଣ୍ଡ ଅନୁମତି ଦେଲେ OPID କୋର୍ଟ । ୨୪ରୁ ୨୬ ପର୍ଯ୍ୟନ୍ତ ରିମାଣ୍ଡରେ ନେବାକୁ ଦେଲେ ଅନୁମତି । ଜମିଜମା ମାମଲାରେ…
ରାଜନୀତି ରାଜ୍ୟ ବିଜେଡିର ନିମାପଡ଼ା ଦ୍ୱନ୍ଦ୍ୱ; କାହିଁକି ଚୁପ ନବୀନ? September 23, 2025 Nirvay ଦୁର୍ନୀତିର ସବୁ ସୀମା ଲଙ୍ଘିଥିବା ନେତାଙ୍କଠାରୁ ମୋହ ତୁଟାଇ ପାରୁନାହାନ୍ତି ଦଳର ମୁଖିଆ ନବୀନ ପଟ୍ଟନାୟକ । ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି ୨୦୨୪ ସାଧାରଣ ନିର୍ବାଚନର ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକ । ସେ ଏବେ ଜମି…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭା ସମ୍ମୁଖରେ ଜୋରଦାର୍ ବିକ୍ଷୋଭ; ବ୍ୟାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ September 23, 2025 Papirani ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡିର ପ୍ରତିବାଦ। ଗାନ୍ଧୀ ମାର୍ଗରେ ଗର୍ଜିଛନ୍ତି ଶହ ଶହ ସଂଖ୍ୟାରେ କର୍ମୀ । ବହୁ ସରପଞ୍ଚ, ବ୍ଲକ ଅଧ୍ୟକ୍ଷ, ୱାର୍ଡମେମ୍ବରଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ନେତା ସାମିଲ ହୋଇଛନ୍ତି । ପ୍ରତାପ ଜେନା,…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସର ଅନାସ୍ଥା ନୋଟିସ୍ ଅଗ୍ରାହ୍ୟ କଲେ ବାଚସ୍ପତି September 22, 2025 Papirani କଂଗ୍ରେସର ଅନାସ୍ଥା ନୋଟିସ୍ ଅଗ୍ରାହ୍ୟ କଲେ ବାଚସ୍ପତି । ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଥିଲା କଂଗ୍ରେସ। ଗୃହରେ ଅଚଳାବସ୍ଥା ଯୋଗୁଁ ଅବଧି ସରିଛି ଜଣାଇଲେ ବାଚସ୍ପତି। ନୋଟିସ୍ ଆସିବାର ପରଦିନ ଗୃହକୁ ଆଣିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଗୃହ ସ୍ବାଭାବିକ…
ତାଜା ଖବର ରାଜନୀତି ରାଜ୍ୟ ସ୍ବର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ September 22, 2025 Papirani ନୂଆପଡ଼ାର ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ। ବିଜୁ ଜନତା ଦଳ ର ବରିଷ୍ଠ ନେତା ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ନୂଆପଡାରେ ଆୟୋଜିତ ଶୋକସଭାରେ ଅନଲାଇନରେ ଯୋଗ ଦେଇଥିଲେ ଦଳର ସଭାପତି ତଥା ବିରୋଧୀ ଦଳ ନେତା…
ରାଜନୀତି ରାଜ୍ୟ ନୂଆପଡାରେ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 21, 2025 Nirvay ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଵତନ୍ତ୍ର ବିମାନ ଯୋଗେ ନୂଆପଡ଼ା ସ୍ଥିତ ଏୟାରଷ୍ଟ୍ରିପ୍ରେ ପହଞ୍ଚି ଖରିଆରରୋଡ ସ୍ଥିତ FCI ଗୋଦାମ ଗୃହରେ ଆୟୋଜିତ ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି । ଏହି ସଭାରେ…