ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ବାଣ୍ଟିବେ ସୁଭଦ୍ରା ଟଙ୍କା September 2, 2024 Papirani ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ସଂପର୍କରେ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ଆଜିଠାରୁ ବିଜେପିର ସଦସ୍ୟତା ଅଭିଯାନ ଆରମ୍ଭ September 2, 2024 Papirani ଆଜିଠୁ ଅର୍ଥାତ ସେପ୍ଟେମ୍ବର ୨ ତାରିଖଠୁ ସାରା ଦେଶରେ ଆରମ୍ଭ ହୋଇଛି ଭାଜପା ଏକ ରାଷ୍ଟ୍ରୀୟ ସଦସ୍ୟତା ଅଭିଯାନ (ସଙ୍ଗଠନ ପର୍ବ) । ଏହି ସଦସ୍ୟତା ଅଭିଯାନ ନେଇ ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି ବିଜେପି ସଭାପତି ମନମୋହନ ସାମଲ । ସେ…
ତାଜା ଖବର ରାଜନୀତି ରାଜ୍ୟ ଗୁଟ୍ଖାରୁ ମିଳିଛି ରାଜ୍ୟକୁ ୧୦୧୨ କୋଟି ରାଜସ୍ବ September 2, 2024 Papirani ୨୦୨୩-୨୪ରେ ଗୁଟଖାରୁ ରାଜ୍ୟକୁ ମିଳିଥିଲା ୧୦୧୨ କୋଟି ଟଙ୍କା । ଆଜି ବିଧାନଭାରେ ଗୁଟଖାରୁ ଟିକସକୁ ନେଇ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୧୦୧୨.୫୬ କୋଟିର ଟିକସ ଆଦାୟ କରିଥିଲେ ରାଜ୍ୟ ସରକାର । ୨୦୨୪-୨୫ ଜୁଲାଇ ସୁଦ୍ଧା…
ତାଜା ଖବର ଦେଶ ରାଜନୀତି ଆପ୍ ବିଧାୟକ ଅମାନତୁଲ୍ଲା ଖାନ ଗିରଫ September 2, 2024 Papirani ଦିଲ୍ଲୀ ୱାକଫ୍ ଚାକିରି ଅନିୟମିତତା ମାମଲାରେ ଗିରଫ । ଦୀର୍ଘ ଘଣ୍ଟାର ରେଡ୍ ପରେ ଅମାନତୁଲ୍ଲା ଗିରଫ ।ଦିଲ୍ଲୀ ବାସଭବନରେ ସକାଳୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ସୂଚନା ମୁତାବକ; ୨୦୧୮ରୁ ୨୦୨୨ ଭିତରେ ଦିଲ୍ଲୀ ୱାକ୍ଫ ବୋର୍ଡର…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ ହେବନି ହାଇକୋର୍ଟ ବେଞ୍ଚ September 2, 2024 Papirani ରାଜ୍ୟରେ ପ୍ରତିଷ୍ଠା ହେବ ନାହିଁ ହାଇକୋର୍ଟ ବେଞ୍ଚ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା। କିନ୍ତୁ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା…
ତାଜା ଖବର ରାଜନୀତି ରାଜ୍ୟ ରେଭେନ୍ସା ପ୍ରସଙ୍ଗ; ବିଜେଡିକୁ କାଉଣ୍ଟର କଲା ବିଜେପି September 1, 2024 Nirvay ରେଭେନ୍ସା ପ୍ରସଙ୍ଗରେ ବିଜେଡିର ଲେନିନ ମହାନ୍ତି ଧର୍ମେନ୍ଦ୍ରଙ୍କ ଉପରେ ବର୍ଷୀବା ପରେ ବିଜେଡିକୁ କଡା ସମାଲୋଚନା କରିଛି ବିଜେପି। ଧର୍ମେନ୍ଦ୍ର ପ୍ରଧାନ ଉଠାଇଥିବା ପ୍ରସଙ୍ଗ ଯଥାର୍ଥ ବୋଲି କହିଛନ୍ତି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ। କେତେ ଦିନ ଧରି ଉପନିବେଶବାଦର ଲିଗାସି…
ତାଜା ଖବର ରାଜନୀତି ରାଜ୍ୟ ରେଭେନ୍ସା ବିଶ୍ବବିଦ୍ୟାଳୟର ନାଁ ବଦଳିବା ପ୍ରସଙ୍ଗ; କେନ୍ଦ୍ରମନ୍ତ୍ରୀଙ୍କ ଉପରେ ବର୍ଷିଲା ବିଜେଡି September 1, 2024 Nirvay ରେଭେନ୍ସା ବିଶ୍ବବିଦ୍ୟାଳୟର ନାଁ ବଦଳାଇବା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା ବ୍ୟାଙ୍କ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଲେନିନ ମହାନ୍ତି। ସେ କହିଛନ୍ତି ରେଭେନ୍ସା ଓଡ଼ିଶାର ଗର୍ବ ଓ ଗୌରବ।ସମସ୍ତ ଅଭିଭାବକଙ୍କର ଆଶା ଥାଏ ତାଙ୍କ ପିଲା ରେଭେନ୍ସାରେ ପାଠ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ: ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଜବାବ September 1, 2024 Papirani ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ଜବାବ ରଖିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଦଳ ନେତା ନବୀନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜବାବ ଦେଇ କହିଲେ ବିରୋଧୀଦଳ ନେତା ପ୍ରଶ୍ନ କରି ଉତ୍ତର ଶୁଣିବାକୁ ଗୃହରେ ଉପସ୍ଥିତ ନାହାନ୍ତି । ବୋଧହୁଏ ତାଙ୍କର ବିଧାନସଭାଠୁ…
ତାଜା ଖବର ରାଜନୀତି ରାଜ୍ୟ ଦଳବିରୋଧୀ କାର୍ଯ୍ୟ କାରଣରୁ ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ August 31, 2024 Papirani ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ । ଦଳ ବିରୋଧୀ କାର୍ଯ୍ୟ ପାଇଁ ହେଲେ ନିଲମ୍ବିତ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ ପୂର୍ବତନ…
ତାଜା ଖବର ରାଜନୀତି ରାଜ୍ୟ କୃତୀ ବଣ୍ଡା ଛାତ୍ର ମଙ୍ଗଳା ଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ August 31, 2024 Papirani ଚଳିତ ବର୍ଷ ନିଟ୍-୨୦୨୪ ପରୀକ୍ଷା ରେ କୃତକାର୍ଯ୍ୟ ହୋଇ ବ୍ରହ୍ମପୁର ଏମ୍.କେ.ସି.ଜି ମେଡିକାଲ କଲେଜ ରେ ଡାକ୍ତରୀ ପାଠ୍ୟକ୍ରମ ରେ ନାମ ଲେଖାଇଥିବା ବଣ୍ଡା ଛାତ୍ର ମଙ୍ଗଳା ମୁଦୁଲି ଆଜି ସନ୍ଧ୍ୟା ରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ…