Category: ରାଜନୀତି

ବିଜେଡି ଦଳକୁ ଭାଙ୍ଗିବାକୁ ପଡ଼ିବନି ସେ ଆପେ ଆପେ ଭାଙ୍ଗିଯିବ: ସନାତନ ବିଜୁଳି

ବିଜେଡ଼ି ଦଳରେ ଲାଗି ରହିଥିବା ଗୋଷ୍ଠୀ କନ୍ଦଳକୁ ନେଇ ରାଜ୍ୟ ରାଜନୀତିର ଚର୍ଚ୍ଚା ଏବେ ବେଶ ସରଗରମ ହେବାକୁ ଲାଗିଛି । ଦୁଇ ଦଳରେ ନେତାଙ୍କ ମଧ୍ୟରେ ଦିନକୁ ଦିନ ବିଭିନ୍ନ ମତରେ ଜୋର ସୋରରେ ବୟାନ ବାଜି ଜାରି ରହିଥିବା…

୮୦୦ ଟଙ୍କା ବୋନସ ଦେଇ ଲୋକଙ୍କଠୁ ଧାନ କିଣିବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ନଭେମ୍ବରରୁ ଆରମ୍ଭ ହେବାକୁ ଥିବା ଧାନ କିଣା ପ୍ରକ୍ରିୟାକୁ ନେଇ ଆଜି ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ କହିଛନ୍ତି ୩୧୦୦ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟରେ ସୋହେଲାରୁ ଧାନ କିଣା ଆରମ୍ଭ କରିବେ ରାଜ୍ୟ ସରକାର । ଯେଉଁ ସୋହେଲାରେ ବିଜେଡି ୧୦୦…

ଯାଜପୁରରେ ହେବନାହିଁ ଉପନିର୍ବାଚନ; ସ୍ପଷ୍ଟ କଲେ ବିଧାୟିକା ସୁଜାତା ସାହୁ

ଗତକାଲି ଯାଜପୁରର ସଭ୍ୟ ସଂଗ୍ରହ ସଭାରେ ପ୍ରଣବ ପ୍ରକାଶ ଦାସ କହିଥିବା ନିର୍ବାଚନ ଲଢିବା ବୟାନକୁ ନେଇ ଏବେ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହାର ସ୍ପଷ୍ଟିକରଣ ରଖିଛନ୍ତି ଯାଜପୁର ବିଧାୟିକା ସୁଜାତା ସାହୁ । ସେ କହିଛନ୍ତି ମୋର…

ପୋଲିସ ସେବାରୁ ବରଖାସ୍ତ ହେଲେ ସ୍ବର୍ଗତ ନବ ଦାସଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ ମିତ୍ରଭାନୁ

ପୁର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସଓ) ମିତ୍ରଭାନୁ ଦେଓଙ୍କୁ ପୋଲିସ ସେବାରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ପୂର୍ବରୁ ନବ ଦାସଙ୍କ ହତ୍ୟା ପରେ ତାଙ୍କ ପିଏସଓଙ୍କୁ ସସପେଣ୍ଡ କରିଥିଲେ ଝାରସୁଗୁଡ଼ା ଏସପି। ନିଜ…

ବିଜେପି ରାଜ୍ୟ ସଭାପତିଙ୍କୁ ବଦ୍ରି ପାତ୍ରଙ୍କ ଖୋଲା ଚ୍ୟାଲେଞ୍ଜ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ବିଧାୟକ ବଦ୍ରିନାରାୟଣ ପାତ୍ର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଶ୍ରୀ ସାମଲଙ୍କୁ କଡ଼ା ସମାଲୋଚନା କରିବା ସହ କଯଦି ତାକତ ଅଛି ତେବେ ବିଜେଡି ଖାଲି କରିକି ଦେଖାଅ ବୋଲି କହିଛନ୍ତି। ଖାଲିରେ ବୟାନବାଜି କରି…

ରାଜନୈତିକ ଉଦ୍ଦେଶ୍ୟ ରଖି ସ୍କୁଲ ୟୁନିଫର୍ମ ରଙ୍ଗ ବଦଳାଉଥିଲେ ପୂର୍ବ ସରକାର: ଗଣଶିକ୍ଷା ମନ୍ତ୍ରୀ

ସବୁଜ ବଦଳରେ ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ଛାତ୍ରଛାତ୍ରୀ। ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ପରିବର୍ତ୍ତନ ନେଇ ଗଣଶିକ୍ଷା ମନ୍ତ୍ରୀଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇ କହିଛନ୍ତି ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ…

ଭୁବନେଶ୍ୱର ମୈତ୍ରୀ ବିହାରରେ ଗଣଦୁଷ୍କର୍ମ ଘଟଣା: ୩ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ

ଭୁବନେଶ୍ୱର ମୈତ୍ରୀ ବିହାରର ଗଣଦୁଷ୍କର୍ମ ମାମଲାରେ ୨ ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ଆଜି ସାମ୍ୱାଦିକ ସମ୍ମିଳନୀରେ କମିଶନର ଏସ୍‌.ଦେବଦତ୍ତ ସିଂହ କହିଛନ୍ତି ଘଟଣାରେ ୨ ଜଣ ନୁହେଁ ୩ ଜଣଙ୍କ ସଂପୃକ୍ତି ରହିଛି । ୨ ଜଣ ଘର…

ବହୁତ ଶୀଘ୍ର ଖାଲି ହୋଇଯିବ ବିଜେଡି: ମନମୋହନ ସାମଲ

ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେପିରେ ମିଶିବା ପାଇଁ ବହୁ ବିଜେଡି ନେତା ଆବେଦନ କରିଥିବା ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ସେ କହିଛନ୍ତି ଖୁବଶୀଘ୍ର ବିଜେଡି ଖାଲି ହୋଇଯିବ । କାରଣ ବିଜେପିରେ ମିଶିବାକୁ ବହୁ…

ଜେଲରୁ ୨୦ଦିନ ପାଇଁ ପାରୋଲରେ ବାହାରିଲେ ରାମ ରହିମ; କିନ୍ତୁ ନିର୍ବାଚନରେ ଯୋଗ ଦେଇପାରିବେନି

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ହରିୟାଣାର ରୋହତକର ସୁନାରିଆ ଜେଲରେ ଥିବା ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମ ଜେଲରୁ ବାହାରିଛନ୍ତି। ଆସନ୍ତା ୫ତାରିଖରେ ହରିୟାଣା ନିର୍ବାଚନ ଥିବାରୁ ଏହା ପୂର୍ବରୁ ରାମ ରହିମଙ୍କୁ ୨୦ଦିନର ପାରୋଲ…

ଗାନ୍ଧିଜୀଙ୍କ ପ୍ରକୃତ ଆଦର୍ଶ ଓ ଲକ୍ଷ୍ୟକୁ ମୋଦୀଜୀଙ୍କ ନେତୃତ୍ବରେ ଆମ ସରକାର ପୂରଣ କରୁଛି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ ଜିଲ୍ଲା ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ଉତ୍ସବ ପାଳନରେ ଯୋଗଦେଇ କହିଛନ୍ତି ଯେ ଗାନ୍ଧୀଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ ଦିବ୍ୟତ୍ୱ ଏକାକାର ହୋଇଯାଇଥିଲା। ଗାନ୍ଧିଜୀ ହେଉଛନ୍ତି ସମଗ୍ର ମାନବ ଜାତିର…