Category: ରାଜନୀତି

Odisha Politics: ରାଜ୍ୟ ସରକାର ଭୁଲ ତଥ୍ୟ ଦେଇ ବିଶ୍ୱ ବ୍ୟାଙ୍କ ଟିମ୍ ଓ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରୁଛନ୍ତି: ବିଜେଡି

ରାଜ୍ୟ ବିଜେପି ସରକାର ବିଶ୍ୱ ବ୍ୟାଙ୍କ ଟିମ୍ ଆଗରେ ଭୁଲ ତଥ୍ୟ ଉପସ୍ଥାପନ କରି ଏକ ଗୋଲାପୀ ଚିତ୍ର ପ୍ରଦର୍ଶନ କରିଛନ୍ତି ବୋଲି ବିଜୁ ଜନତା ଦଳ ଆଜି ଅଭିଯୋଗ କରିବା ସହିତ ଗତ ୧୮ ମାସରେ ଅଧିକାଂଶ କ୍ଷେତ୍ରରେ ରାଜ୍ୟ…

Gandhi Pathe Odisha Padyatra: ଭଦ୍ରକ ଜିଲ୍ଲାରେ ପିସିସି ସଭାପତିଙ୍କ “ଗାନ୍ଧୀ ପଥେ ଓଡ଼ିଶା” ପଦଯାତ୍ରା

ଆଜି ପିସିସି ସଭାପତି ଭକ୍ତ ଚରଣ ଦାସ ଏବଂ ଅନ୍ୟାନ୍ୟ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଭଦ୍ରକର ଇରମ ଠାରେ ଗାନ୍ଧୀ ପ୍ରତିମୂର୍ତ୍ତିରେ ଏବଂ ସେଠାରେ ଥିବା ସ୍ମୃତି ସ୍ତମ୍ଭରେ ମାଲ୍ୟାର୍ପଣ କରି ବାସୁଦେବପୁର ପର୍ଯ୍ୟନ୍ତ “ଗାନ୍ଧୀ ପଥେ ଓଡ଼ିଶା” ପଦଯାତ୍ରାରେ ଯାଇଥିଲେ…

Death Of Domestic Help In Minister’s House: ଯୋଗାଣ ମନ୍ତ୍ରୀଙ୍କ ବାସଭବନରେ ତାଙ୍କ ସହଯୋଗୀଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି

ରାଜ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ତାଙ୍କର ଜଣେ ସହଯୋଗୀଙ୍କ ଅପମୃତ୍ୟୁ ଓ ତରବରିଆ ଭାବେ ମୃତକଙ୍କ ଶବ ତାଙ୍କ ପରିବାରକୁ ହସ୍ତାନ୍ତର କରାଯିବାକୁ ନେଇ ବିଜୁ ଜନତା ଦଳ ଆଜି ରାଜ୍ୟ ବିଜେପି ସରକାରଙ୍କୁ କାଠଗଡାରେ ଛିଡା…

MLA Salary Hike Bill: ପୁନଃବିଚାର ହୋଇପାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌: ଭାସ୍କର ମଢ଼େଇ

ପୁନଃବିଚାର ହୋଇପାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ । ବିଲ୍‌ ଉପରେ ଚଳିତ ଅଧିବେଶନରେ ହୋଇପାରେ ପୁନଃବିଚାର । ଏ ନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ । ସେ କହିଛନ୍ତି ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ…

BJP Holds State-Level Workers’ Meeting: ବିଜେପିର ପ୍ରଦେଶ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଭାରତୀୟ ଜନତା ପାର୍ଟିର ବିଧାୟକ, ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ, ବିଧାନସଭା ପ୍ରାର୍ଥୀଙ୍କୁ ନେଇ ଏକ ବିଶେଷ ପ୍ରଦେଶସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Violation of Forest Right Act: କଂଗ୍ରେସ ର ଜଙ୍ଗଲ ଆଇନ ଅଧିକାର ପଦଯାତ୍ରା: ଜଗତସିଂହପୁରରେ ବିରୋଧର ସ୍ୱର

ଜଗତସିଂହପୁର ଜିଲ୍ଲାରେ ଜଙ୍ଗଲ ଅଧିକାର ଆଇନର ହଜାର ହଜାର ଏକର ଜଙ୍ଗଲଜମି ଜେଏସଡବ୍ଲୁ କମ୍ପାନୀକୁ ହସ୍ତାନ୍ତର କରି ସ୍ଥାନୀୟ ଲୋକଙ୍କ ଜୀବନଜୀବିକାକୁ ସଂକଟରେ ପକାଇବା ବିରୋଧରେ ଏରସମା ଅଞ୍ଚଳରେ ପଦଯାତ୍ରାକରି ପିସିସି ସଭାପତି ଭକ୍ତ ଚରଣ ଦାସ ଢ଼ିଙ୍କିଆ ଠାରେ ପହଞ୍ଚି…

BJD Leadership: ନବୀନ ପଟ୍ଟନାୟକ ସର୍ବମାନ୍ୟ ଓ ଅଦ୍ଵିତୀୟ ନେତା- ଦିବ୍ୟ ଶଙ୍କର ମିଶ୍ର

ସ୍ଥାନୀୟ ମିଡ଼ ଟାଉନ ହୋଟେଲ ଠାରେ ପୂର୍ବତନ ସାଂସଦ ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଆଜି ସ୍ପଷ୍ଟୀକରଣ ଦେଇଛନ୍ତି । ସେ କହିଛନ୍ତି , ମାନ୍ୟବର…

Ajit Pawar’s Last Rites Today: ଆଜି ସ୍ୱର୍ଗତ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷକୃତ୍ୟ

ସ୍ୱର୍ଗତ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆଜି ହେବ ଶେଷକୃତ୍ୟ। ବାରାମତୀ ମେଡିକାଲରୁ ପାର୍ଥୀବ ଶରୀର ଏକ ବିଶାଳ ଶୋଭାଯାତ୍ରାରେ ନିଆଯାଉଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ଅଜିତ ପାୱାରଙ୍କ ଆଜି ବାରାମତିରେ ପୂର୍ଣ୍ଣ ରାଜ୍ୟ ସମ୍ମାନ…

Rajya Sabha Election: ରାଜ୍ୟସଭା ନିର୍ବାଚନ ନେଇ ନବୀନଙ୍କୁ ଭେଟିବେ ଭକ୍ତ ଦାସ

ଆଗାମୀ ରାଜ୍ୟସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି) ଏବଂ କଂଗ୍ରେସ ମଧ୍ୟରେ ସମ୍ଭାବ୍ୟ ବୁଝାମଣାକୁ ନେଇ ଓଡ଼ିଶାର ରାଜନୈତିକ ମହଲରେ କଳ୍ପନାଜଳ୍ପନା ଜୋର ଧରିଛି।ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସମୟ ମାଗିଲେ…

Maharashtra Declares Three-Day Mourning: ଅଜିତ ପାୱାରଙ୍କ ବିୟୋଗ; ମହାରାଷ୍ଟ୍ରରେ ୩ ଦିନିଆ ଶୋକ ଘୋଷଣା

ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିୟୋଗରେ ମହାରାଷ୍ଟ୍ରରେ ୩ ଦିନିଆ ଶୋକ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ ଶୋକ ଘୋଷଣା କରିଛନ୍ତି । ଆଜିର ଦିନ ମହାରାଷ୍ଟ୍ର ପାଇଁ ଏକ କଳାଦିନ ବୋଲି ଫଡନାବିସ୍‌ କହିଛନ୍ତି । ମୁମ୍ବାଇରେ ଏକ…