ତାଜା ଖବର ରାଜନୀତି ରାଜ୍ୟ ମାଡ଼ି ଆସୁଛି ବାତ୍ୟା ଦାନା: ଆକ୍ସନ ମୋଡ଼୍ ରେ ରାଜ୍ୟ ସରକାର; ୫.୮୪ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର October 25, 2024 Papirani ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା । କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ‘ଦାନା’ । ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା । ଧାମରା ଠାରୁ ୬୦ କିମି ଦୂରରେ ରହିଛି ବାତ୍ୟା…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବାତ୍ୟା ସଂପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ October 24, 2024 Papirani ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା…
ତାଜା ଖବର ଦେଶ ରାଜନୀତି ଉତ୍ତରପ୍ରଦେଶ ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି October 24, 2024 Papirani ଉତ୍ତରପ୍ରଦେଶ ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ନଭେମ୍ବର ୧୩ ରେ ଉତ୍ତରପ୍ରଦେଶ ଉପନିର୍ବାଚନ ହେବାକୁ ଥିବା ବେଳେ ୯ଟି ବିଧାନସଭା ଆସନରୁ ବିଜେପି ଆଜି ୭ ଟି ବିଧାନସଭା ଆସନର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା…
ତାଜା ଖବର ରାଜନୀତି ରାଜ୍ୟ ବାତ୍ୟା ମୁକାବିଲା ନେଇ ପ୍ରଶାସନର ପ୍ରସ୍ତୁତି ; ୩ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର: ମୁଖ୍ୟମନ୍ତ୍ରୀ October 24, 2024 Papirani ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲାର ସମୀକ୍ଷା ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ବାତ୍ୟାର ପ୍ରଭାବିତ ଅଞ୍ଚଳରେ ପାଖାପାଖି ୩ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି। ୧୧ ଜିଲ୍ଲାର ୩୮ ବ୍ଲକ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଓ ୪ଜଣ ସଦସ୍ୟାଙ୍କୁ ବରଖାସ୍ତ କଲେ ରାଜ୍ୟ ସରକାର October 23, 2024 Papirani ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ ବେହେରା । ରାଜ୍ୟର ସରକାର ଆଜି ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ତତ୍କାଳ ପ୍ରଭାବରୁ ବରଖାସ୍ତ କରିଛନ୍ତି । କମିଶନଙ୍କ ସହ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା…
ତାଜା ଖବର ରାଜନୀତି ରାଜ୍ୟ ବିଜେପିର ପକ୍ଷରୁ ଜାରି ହେଲା ବାତ୍ୟା ହେଲ୍ପ ଲାଇନ୍ ନମ୍ବର October 23, 2024 Papirani ବିଜେପି ପକ୍ଷରୁ ଜାରି ହେଲା ବାତ୍ୟା ପାଇଁ ହେଲ୍ପ ଲାଇନ୍ ନଂ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ହେଲ୍ପ ଲାଇନ୍ ନଂ ହେଲା ୦୬୭୪-୨୩୯୩୯୮୪ । ହେଲ୍ପ ଲାଇନ୍ ନଂ ଜାରି କରିବା…
ତାଜା ଖବର ରାଜନୀତି ରାଜ୍ୟ ଜୀବନ ଅମୂଲ୍ୟ ତେଣୁ ବାତ୍ୟା ପାଇଁ ଭୟ କରନ୍ତୁନି, ସଜାଗ ରୁହନ୍ତୁ ବୋଲି ରାଜ୍ୟବାସୀଙ୍କୁ ନିବେଦନ କଲେ ନବୀନ ପଟ୍ଟନାୟକ October 23, 2024 Papirani ବାତ୍ୟା ‘ଦାନା’ ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ କହିଛନ୍ତି ସଚେତନତା ଓ ସତର୍କତା ହିଁ ସମ୍ଭାବ୍ୟ ବାତ୍ୟା ‘ଦାନା’ରୁ ଆମକୁ ସୁରକ୍ଷିତ କରିବ। ବାତ୍ୟା ଆସୁଥିବା…
ତାଜା ଖବର ରାଜନୀତି ରାଜ୍ୟ ଯୁବନେତାଙ୍କ ଅସନ୍ତୋଷ ବିଜଦରେ ଟାଣିପାରେ ବିଭାଜନ ରେଖା ! October 23, 2024 Papirani ଯୁବନେତାଙ୍କ ଅସନ୍ତୋଷ ବିଜଦରେ ଟାଣିପାରେ ବିଭାଜନ ରେଖା ! ଯୁବ ନେତାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବା ବିଜେଡି ନେତୃତ୍ବ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି । ଦଳର ବରିଷ୍ଠମାନେ ଅସନ୍ତୁଷ୍ଟ ଥିଲେ। ସେମାନଙ୍କ ଭିତରୁ କେତେଜଣ ଗତ ନିର୍ବାଚନ ବେଳେ…
ତାଜା ଖବର ରାଜନୀତି ରାଜ୍ୟ ବାତ୍ୟା ‘ଦାନା’ ମୁକାବିଲା ପାଇଁ ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ October 22, 2024 Papirani ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ର ମୁକାବିଲା ପାଇଁ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ସେଥିପାଇଁ ଆଜି ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ…
ତାଜା ଖବର ରାଜନୀତି ରାଜ୍ୟ କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ଘଟଣାକୁ ଗୁରୁତ୍ବ ଦେଇ ନବୀନଙ୍କ ଦ୍ବାରା ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗଠନ October 22, 2024 Papirani କୁଚିଣ୍ଡାରେ ଦଳିତ ସମ୍ପ୍ରଦାୟର ଏକ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ପୋଲିସର ଟାଳଟୁଳ ନୀତିକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛି । ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳର ନେତା ଶ୍ରୀ…