Category: ରାଜନୀତି

ସମନ୍ୱୟ କମିଟିକୁ ସହଯୋଗ କରିବା ପାଇଁ ବିଜେଡିର ନୂଆ କମିଟି ଗଠିତ

ସମନ୍ୱୟ କମିଟିକୁ ସହଯୋଗ କରିବା ପାଇଁ ବିଜେଡି ପକ୍ଷରୁ ୩ଟି କମିଟି ଗଠନ କରାଯାଇଛି । ଉପଦେଷ୍ଟା କମିଟି, ସଭ୍ୟ ସଂଗ୍ରହ କମିଟି ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ଵୟନ କମିଟି ଭଳି ୩ଟି କମିଟି ଗଠନ ହୋଇଛି। ଏଥିରେ ବରିଷ୍ଠ ନେତାଙ୍କୁ ଦାୟିତ୍ୱ…

ଭୋଟ ପାଇଁ ହୀନ ଚକ୍ରାନ୍ତ କରି ଫସିଲେ ନବୀନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରି ବର୍ଷିଛନ୍ତି ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଭୋଟ ପାଇଁ ହୀନ ଚକ୍ରାନ୍ତ କରି ଫଶିଲେ ନବୀନ । ଓଡ଼ିଆ ଅସ୍ମିତାକୁ ବିପଦରେ ପକାଇଦେଲେ । ଓଡିଆ କଷ୍ଟ ପାଇଲେ…

ଏକ ସପ୍ତାହ ମଧ୍ୟରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁଭଦ୍ରା ଯୋଜନା ପାଇଁ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ । ଏନେଇ ଆଜି ସୂଚନା ଦେଇ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଆଜି ପର୍ଯ୍ୟନ୍ତ ୯୨ ଲକ୍ଷ ଲୋକେ ସୁଭଦ୍ରା ଯୋଜନା…

ଖରାପ ନିର୍ବାଚନ ପରିଚାଳନା ଆକ୍ଷେପ କାହାକୁ ?

ଲୋକସଭା ଓ ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇଲା ଜୁନ ୪ରେ । ୪ ମାସ ପରେ ବି ବିଜୁ ଜନତା ଦଳ ସଭାପତି ନବୀତ ପଟ୍ଟାନାୟକ ଜିଲ୍ଲାୱାରୀ ବିପର୍ଯ୍ୟୟ ସମୀକ୍ଷା କରୁଛନ୍ତି । କିନ୍ତୁ ଏହି ସମୀକ୍ଷା ପୂର୍ବରୁ ନବୀନ…

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଆମର ଦକ୍ଷ ଯୁବ ଶକ୍ତି – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟେସନ୍ ରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ ହାଇକୋର୍ଟ ଝଟ୍‌କା; ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନକୁ ଖାରଜ

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ହାଇକୋର୍ଟଙ୍କ ଝଟ୍‌କା । ଜମି ଆବଣ୍ଟନ ଦୁର୍ନୀତି ଅଭିଯୋଗରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲାରେ ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଜମି ଦୁର୍ନୀତିରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ ହୋଇଥିଲା ।…

ଦୋଷୀଙ୍କୁ ଦଣ୍ଡ ଏବଂ ନିର୍ଦ୍ଦୋଷଙ୍କୁ ନ୍ୟାୟ ପାଇଁ ବିଜେପି ସରକାର କୌଣସି ସାଲିସ୍ କରିବ ନାହିଁ: ମନମୋହନ ସାମଲ

ଭରତପୁର ଥାନା ଘଟଣାରେ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱ ବିଜେପି ସରକାର ଅତ୍ୟନ୍ତ ଯତ୍ନତା ଏବଂ ସଂଯମତାର ସହ ଉଚିତ୍ ପଦକ୍ଷେପ ଗ୍ରହଣ କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ…

ଭରତପୁର ଥାନା ଘଟଣା; ଚାପରେ ମୁଣ୍ଡ ନୁଆଇଁ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଲେ: ବିଜେଡି

ଭରତପୁର ଠାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ଅକଥନୀୟ ଓ ଅମାନବୀୟ ଅତ୍ୟାଚାର ଘଟଣାରେ ବିଜୁ ଜନତା ଦଳ ତରଫରୁ ଦିଆଯାଇଥିବା ୬ ଘଣ୍ଟିଆ ଭୁବନେଶ୍ଵର ହରତାଳ ଡାକରାକୁ ବିଜୁ ଜନତା ଦଳ ସାମୟିକ ଭାବେ ପ୍ରତ୍ୟାହାର କରିଛି ବୋଲି…

ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଗସ୍ତ ବେଳେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ । ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଗସ୍ତ ବେଳେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସଂପର୍କରେ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ।…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ଆତିଶୀ; କେଜ୍ରିଓ୍ୱାଲଙ୍କ ପାଇଁ କାର୍ଯ୍ୟାଳୟରେ ଖାଲି ରହିଲା ଆଉ ଏକ ଆସନ

ଆଜି ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଆତିଶୀ ମାର୍ଲେନା । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ଆଜିଠୁ କାମ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ…