ତାଜା ଖବର ରାଜନୀତି ରାଜ୍ୟ ବିଧାନସଭାରେ କଲେଜ ନିର୍ବାଚନ ପ୍ରସଙ୍ଗରେ ବିରୋଧୀଙ୍କ ହୋହଲ୍ଲା; ୪ଟା ଯାଏଁ ଗୃହ ମୁଲତବି August 20, 2024 Papirani ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି । ଗୃହ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିଛନ୍ତି। କଲେଜ ନିର୍ବାଚନ ପ୍ରସଙ୍ଗକୁ ନେଇ ହୋହଲ୍ଲା ଦେଖିବାକୁ ମିଳିଛି । କଲେଜ ନିର୍ବାଚନ ପ୍ରସଙ୍ଗକୁ କେନ୍ଦ୍ର କରି କଂଗ୍ରେସ ବିଧାୟକମାନେ…
ତାଜା ଖବର ରାଜନୀତି ରାଜ୍ୟ ପ୍ରଧାନମନ୍ତ୍ରୀ ଆବାସ ପାଇଁ ମିଳିବ ୧ ଲକ୍ଷ ୮୦ ହଜାର August 19, 2024 Papirani ଗୃହ ଏବଂ ସହରାଞ୍ଚଳ ଗରିବ ଲାଘବ ମନ୍ତ୍ରଣାଳୟ ଦ୍ଵାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମଏୱାଇ) ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶିର ପରିମାଣ ବୃଦ୍ଧି ପାଇବ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ…
ତାଜା ଖବର ରାଜନୀତି ରାଜ୍ୟ ନବୀନ ନିବାସରେ ପାଳନ କରାଗଲା ରକ୍ଷା ବନ୍ଧନ; ନବୀନଙ୍କ ହାତରେ ବାନ୍ଧିଲେ କୁନି କୁନି ଝିଅମାନେ ରାକ୍ଷୀ August 19, 2024 Papirani ଛୋଟ ଛୋଟ ସ୍କୁଲ ପିଲା ନବୀନଙ୍କ ହାତରେ ବାନ୍ଧିଲେ ରାକ୍ଷୀ ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ବର୍ଷରୁ ଫେରିବ କଲେଜ ଛାତ୍ର ସଂସଦ ନିର୍ବାଚନ August 19, 2024 Papirani ଆସନ୍ତା ବର୍ଷରୁ କଲେଜ ଛାତ୍ର ସଂସଦ ନିର୍ବାଚନ। ଏ ନେଇ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ନୂଆହାଟ ସ୍ଥିତ ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅଥିତି ଭାବେ ଯୋଗ ଦେଇ ସୂଚନା ଦେଇଛନ୍ତି ରାଜ୍ୟ ଆଇନ, ପୂର୍ତ୍ତ…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭାର ଦ୍ବିତୀୟ ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP August 19, 2024 Papirani ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଦ୍ବିତୀୟ ଅଧିବେଶନ । ଏହି ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP ବୋଲି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳାଙ୍କ ସୁରକ୍ଷା ପାଇଁ ହୋଇଛି ସୁଭଦ୍ରା ଯୋଜନା ।ବିଧାନସଭା ଚାଲିବାକୁ…
ତାଜା ଖବର ଦେଶ ରାଜନୀତି ରାକ୍ଷୀପୂର୍ଣ୍ଣିମା ଅବସରରେ ମହିଳାଙ୍କ ସୁରକ୍ଷା ପାଇଁ ସଂକଳ୍ପ ନେବାକୁ ବାର୍ତ୍ତା ଦେଲେ ରାଷ୍ଟ୍ରପତି August 19, 2024 Papirani ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ରକ୍ଷାବନ୍ଧନର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା August 19, 2024 Papirani ଆଜି ପବିତ୍ର ରାକ୍ଷୀ ପୁର୍ଣ୍ଣିମା । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ…
ତାଜା ଖବର ମନୋରଞ୍ଜନ ରାଜନୀତି ରାଜ୍ୟ ନବୀନ ନିବାସରେ ଓଡ଼ିଆ ଚଳଚିତ୍ର ‘ଦମନ’ ଟିମ୍ August 17, 2024 Papirani ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ…
ତାଜା ଖବର ରାଜନୀତି ରାଜ୍ୟ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ ତ୍ରିପାଠୀ August 17, 2024 Papirani ୧୯୮୬ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ଅସିତ ତ୍ରିପାଠୀ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ସେ ୨୦୨୦ ମସିହାରୁ ଏହି ଦାୟିତ୍ୱରେ ଥିବା ବେଳେ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ୨୦୨୦ ଡିସେମ୍ବର…
ତାଜା ଖବର ରାଜନୀତି ରାଜ୍ୟ ବିଜେପିରେ ମିଶିଲେ କେନ୍ଦୁଝର ସଦର ବ୍ଳକର ସମସ୍ତ ବିଜେଡି ସମିତିସଭ୍ୟ August 17, 2024 Papirani ଦିନକୁ ଦିନ ଭାଙ୍ଗୁଛି ବିଜେଡି ସଙ୍ଗଠନ । ବିଜେଡି ନେତୃତ୍ୱଙ୍କ ଉପରେ କମୁଛି ଭରସା ତେଣୁ ବିଜେପି ମୁହାଁ ହେଉଛନ୍ତି ବିଜେଡି ନେତା ଓ କର୍ମୀ । ଆଜି ବିଜେପିରେ ମିଶିଲେ କେନ୍ଦୁଝର ସଦର ବ୍ଳକର ସମସ୍ତ ବିଜେଡି ସମିତିସଭ୍ୟ ।…