Category: ରାଜନୀତି

ଅଷ୍ଟ୍ରିଆରେ ବନ୍ଦେ ମାତରଂ ଗାନକରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରାଗଲା ସ୍ଵାଗତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଅଷ୍ଟ୍ରିଆର ରାଜଧାନୀ ଭିଏନାରେ ପହଞ୍ଚିଛନ୍ତି। ଆଜି ଅଷ୍ଟ୍ରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟସ୍ୱାଗତ କରାଯାଇଛି ।ପ୍ରାୟ ୪୦ ବର୍ଷ ପରେ, ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଶେଷ…

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜ ଦିବ୍ୟସିଂଦ ଦେବଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ପୁରୀ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବ । ଏହି ବୈଠକରେ ରତ୍ନଭଣ୍ଡାର ସମ୍ପର୍କୀତ ଆଲୋଚନା ହେବ । ଆଜିର ବୈଠକ…

ଏକ ନମ୍ବର ହାଟର ପରିବା ଗୋଦାମ ଯାଞ୍ଚ କଲେ ଯୋଗାଣ ମନ୍ତ୍ରୀ

ଏକ ନମ୍ବର ହାଟରେ ପରିବା ଗୋଦାମରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ପରିବା ଗୋଦାମରେ ଯାଞ୍ଚ କରିବା ପାଇଁ ପହଞ୍ଚିଛନ୍ତି ମନ୍ତ୍ରୀ । ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସହ ଯୋଗାଣ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି…

ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ ଅଟକାଇଲେ ମହିଳା

ଭୁବନେଶ୍ବରର ରସୁଲଗଡ଼ ଛକରେ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଟକାଇଲେ ମହିଳା । ହଠାତ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗକୁ ପଶି ଆସିଥିଲେ ମହିଳା। ମହିଳାଙ୍କ ଏହିଭଳି ହାଇଡ୍ରାମା ପାଇଁ କିଛି ସମୟ ଅଟକି ରହିଥିଲା କାର୍‌କେଡ୍‌ । ଘଟଣାସ୍ଥଳରୁ ମହିଳାଜଣକୁ ପୋଲିସ ଉଠାଇ ନେଲା…

ଦେବାଶିଷଙ୍କ ପ୍ରତ୍ୟାଖ୍ୟାନ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ଦେଲେ ସମ୍ବିତ ରାଉତରାୟ

ବିଜେଡି ରାଜ୍ୟସଭା ସଦସ୍ୟ ତଥା ବିଜେଡିର ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟଙ୍କ ପ୍ରତ୍ୟାଖ୍ୟାନ ମନ୍ତବ୍ୟ ପରେ ପ୍ରତିକ୍ରିୟା ଦେଇଛନ୍ତି ସମ୍ବିତ ରାଉତରାୟ । ସେ କହିଛନ୍ତି, ୨୦୧୯ରେ ୭୦ ହଜାର ଭୋଟ ପାଇଥିଲି, ଆଉ ୨୦୨୪ରେ ପତ୍ନୀ ୭୦ ହଜାର ପାଇଲେ…

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୋହନ ସରକାରଙ୍କ ଏହା ଦ୍ୱିତୀୟ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ସମାରୋହ ଦିନ ବସିଥିଲା ପ୍ରଥମ ବୈଠକ । ଦିନ ୧୧ଟା ବେଳେ ଲୋକସେବା ଭବନରେ…

ଖଣ୍ଡଗିରି ଓ ଉଦୟଗିରି ବୁଲି ଦେଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଭୁବନେଶ୍ବର ସ୍ଥିତ ଐତିହାସିକ ଖଣ୍ଡଗିରିରେ ଓ ଉଦୟଗିରି କୀର୍ତ୍ତିରାଜି ପାହାଡ଼ ପରିଦର୍ଶନ କରିଛନ୍ତି। ଉଦୟଗିରି ପାହାଡ଼ର ରାଣୀ ଗୁମ୍ଫା, ହାତୀ ଗୁମ୍ଫା, ଜମ୍ବେଶ୍ଵର ଗୁମ୍ଫା, ସର୍ପ ଗୁମ୍ଫା ଆଦି ବୁଲି ଦେଖିଛନ୍ତି। ଏହା ସହ ମହାମେଘବାହାନ…

ଜୁଲାଇ ୧୯ ଓ ୨୦ରେ ହେବ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ

ଶାସନକୁ ଆସିବା ପରେ ରାଜ୍ୟ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଜୁଲାଇ ୧୯ ଓ ୨୦ରେ ବସିବାକୁ ଯାଉଛି । ହେବାକୁ ଥିବା ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ।…

ସରକାରୀ ଜମିରୁ ହଟିବ ବେଆଇନ ଦଖଲ, ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସରକାରୀ ଜମିରୁ ବେଆଇନ ଦଖଲ ହାତେଇବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେଉଁଠି ବେଆଇନ ଜବରଦଖଲ ଦେଖୁଛ…

୨ ଦିନିଆ ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୨ତମ ଭାରତ-ରୁଷିଆ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ରୁଷ ଗସ୍ତରେ ଯାଉଛନ୍ତି । ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ । ମସ୍କୋରେ ଜୁଲାଇ…