Category: ରାଜନୀତି

ପୁରୀ ବେଳାଭୂମିରେ ମହାମହିମଙ୍କ ମର୍ଣ୍ଣିଂ ୱାକ୍ 

ସକାଳୁ ସକାଳୁ ପୁରୀ ବେଳାଭୂମିରେ ମହାମହିମ କରିଛନ୍ତି ମର୍ଣ୍ଣିଂ ୱାକ୍ । ଆଜି ଭୋରରୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କରିଛନ୍ତି । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । କଡା…

କିଛି ଶିଖିଲାନି ବିଜେଡି; ପୁଣି ପାଣ୍ଡିଆନ ଛାପ

ନିର୍ବାଚନ ହାରିବା ପରେ ବି ବିଜେଡିର ଚେତା ପଶିନି। ଦଳରେ ପୁଣି ପାଣ୍ଡିଆନଙ୍କ ଛାପ ଦେଖିବାକୁ ମିଳିଛି। ଲୋକଲୋଚନକୁ ନଆସି ପଛରେ ରହି ଦଳକୁ ଆଜି ବି ସେ ହାତମୁଠାରେ ରଖିଛନ୍ତି। ଆଜି ବିଜେଡିର ସମସ୍ତ ରାଜ୍ୟସ୍ତରୀୟ କମିଟି ଭଙ୍ଗାଯାଇ ନୂତନ…

୨୪ ବର୍ଷର ବିଜେଡି ସରକାର ଓ ୨୪ ଦିନର ବିଜେପି ସରକାରକୁ ଓଡ଼ିଶାବାସୀ ଭଲଭାବେ ପରଖୁଛନ୍ତି: ତେଜେଶ୍ୱର ପରିଡା

ନିର୍ବାଚନରେ ଓଡିଶାବାସୀଙ୍କ ଦ୍ୱାରା ପ୍ରତ୍ୟାକ୍ଷିତ ହେବା ପରେ ବିଜେଡିର ନେତା ଓ ନେତ୍ରୀମାନେ ଆରମ୍ଭ କରିଦେଇଥିବା ପ୍ରଳାପ ଅତ୍ୟନ୍ତ ହାସ୍ୟାସ୍ପଦ ଓ ଦୁର୍ଭାଗ୍ୟଜନକ । ରାଜ୍ୟ ସଡକ ପରିବହନ ନିଗମର କ୍ଷତି ପାଇଁ ଦାୟୀ କିଏ? କେଉଁ ସରକାର ସମୟରେ ଓଏସ୍‌ଆରଟିସି…

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ପହଞ୍ଚିବା ପରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ…

ରଙ୍ଗ ବଦଳା ରାଜନୀତି ଛାଡି ଓଡିଶାବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ ପାଳନ କର: ବିଜେଡ଼ି

ଲକ୍ଷ୍ମୀ ବସର ରଙ୍ଗ ଓ ନାମ ବଦଳାଇବାକୁ ନେଇ ବିଜେପି ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି। ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ିର ବରିଷ୍ଠ ନେତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ…

କୁସୁମା କଟେଜ୍‌କୁ ହାତକୁ ନେବ ଜିଲ୍ଲା ପ୍ରଶାସନ

ଯାଜପୁରର ବହୁ ଚର୍ଚ୍ଚିତ କୁସୁମା କଟେଜ୍‌ ନେଇ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ସୂଚନା । ସେ କହିଛନ୍ତି କୁସୁମା କଟେଜ୍‌କୁ ହାତକୁ ନେବ ଜିଲ୍ଲା ପ୍ରଶାସନ । ପୌର ପାଳିକା ଜମିରେ କଟେଜ୍‌ ତିଆରି ହୋଇଥିବା ସ୍ପଷ୍ଟ ହୋଇଛି ।…

ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଛି । ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି କମିଟି ବୈଠକ । ରତ୍ନଭଣ୍ଡାର ଖୋଲା ସହ ଗଣତି ଓ ମଣତି ପ୍ରକ୍ରିୟାର ରୂପରେଖ ଏହି…

ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗ: କୌଣସି ପଦକ୍ଷେପ ପୂର୍ବରୁ ମୋ ପରାମର୍ଶ ନେବା ଉଚିତ: ଶଙ୍କରାଚାର୍ଯ୍ୟ

ରତ୍ନ ଭଣ୍ଡାର ଖୋଲିବା ନେଇ ବଡ ବୟାନ ଦେଇଛନ୍ତି ପୁରୀ ଶଙ୍କରାଚାର୍ୟ୍ୟ ଦେଇଛନ୍ତି। ଶଙ୍କରାଚାର୍ଯ୍ୟ କହିଛନ୍ତି, ‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ୟ୍ୟଙ୍କ ପରାମର୍ଶ କରିଵା ଉଚିତ। କିନ୍ତୁ ,ମୋର ଉପସ୍ଥିତରେ ମିଟିଙ୍ଗ ହେଉନାହିଁ,…

ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି । ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ହାତରେ…

୨୨ରୁ ସପ୍ତଦଶ ବିଧାନସଭା ଅଧିବେଶନ

ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବ। ୨୫ ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍‌। ଏହା ମଧ୍ୟରେ ଅଗଷ୍ଟ ୧ରୁ ୧୯…