Category: ରାଜନୀତି

ନାରୀ ଅସୁରକ୍ଷିତ ଅଭିଯୋଗରେ ବିଧାନସଭା ପରିସରରେ କଂଗ୍ରେସର ବିକ୍ଷୋଭ

ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନର ଦିତ୍ୱୀୟ ପର୍ଯ୍ୟାୟ । ଏହା ଆସନ୍ତା ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଗୃହ ବେଶ୍ ସରଗରମ ହେବାର ସମ୍ଭାବନା ରହିଥିବା ବେଳେ ବଜେଟ ଅଧିବେଶନ…

ସ୍କୁଲରେ ରାଜନୀତି କରୁଥିଲେ ବିଜେଡି ସରକାର: ଗଣଶିକ୍ଷା ମନ୍ତ୍ରୀ

ସ୍କୁଲ କୋଠା ରଙ୍ଗ ବଦଳିବା ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସ୍କୁଲ ରଙ୍ଗ ନୁହେଁ, ବିଜେଡି ରଙ୍ଗ ପରିବର୍ତ୍ତନ କରିଛୁ । ଯାହା ପୂର୍ବରୁ ଥିଲା ସେହି ରଙ୍ଗ ଦିଆଯାଇଛି । ସ୍କୁଲରେ…

ରାଜା ଚକ୍ରଙ୍କୁ ବଦ୍ରିଙ୍କ ଟାର୍ଗେଟ୍‌; କହିଲେ ବିଜେଡିକୁ ବ୍ୟବହାର କରି ଅର୍ଥ ଉପାର୍ଜନ ନା ନାହିଁ ତଦନ୍ତରୁ ଜଣାପଡ଼ିବ

ରାଜା ଚକ୍ରଙ୍କ ଘର ରେଡ୍‌ ଘଟଣାରେ ବରିଷ୍ଠ ନେତା ବଦ୍ରିନାରାୟଣ ପାତ୍ରଙ୍କ ତେର୍ଚ୍ଛା ବାଣ । ନାଁ ନନେଇ ରାଜା ଚକ୍ରଙ୍କୁ ଟାର୍ଗେଟ କରି ବଦ୍ରି କହିଛନ୍ତି କେନ୍ଦୁଝରରେ ଖଣିଜ ଲୁଟ୍ ହେଉଛି, ଦାଦାଗିରି ହେଉଛି, ଚାନ୍ଦା ଆଦାୟ କରୁଛନ୍ତି। ଏଭଳି…

ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପଞ୍ଚାୟତିରାଜ ଦିବସ ବାତିଲ ପ୍ରସଙ୍ଗ: ନୟାଗଡ଼ରେ ବିଜେଡିର ଜୋରଦାର ପ୍ରତିବାଦ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପଞ୍ଚାୟତିରାଜ ଦିବସ ବାତିଲ କରାଯିବ ନେଇ ଦେଖା ଦେଇଛି ବିକ୍ଷୋଭ । ଏ ନେଇ ଆଜି ନୟାଗଡ଼ ବିଜେଡି ପକ୍ଷରୁ ଜୋରଦାର ପ୍ରତିବାଦ ଦେଖିବାକୁ ମିଳିଛି । ବିଜୁ ବାବୁଙ୍କ ପ୍ରତି ଅପମାନ ଅଭିଯୋଗରେ…

ବିଜୁବାବୁ ଜୟନ୍ତୀ ଅବସରରେ ରାଜ୍ୟ ସରକାର ଉପରେ ବର୍ଷିଲେ ନବୀନ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଅବସରରେ ଆଜି ଶଙ୍ଖ ଭବନରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇ ଦେଶ…

ରାଜନୈତିକ ସ୍ୱାର୍ଥ ପାଇଁ ପଞ୍ଚାୟତିରାଜ ଦିବସକୁ ବିଭ୍ରାନ୍ତି କରିଥିଲା ବିଜେଡି: ଅନିଲ ବିଶ୍ୱାଳ

ଏପ୍ରିଲ ମାସ ୨୪ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବରେ ପାଳନ କରିବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ । ଭାରତ ବର୍ଷର ଗଣତନ୍ତ୍ରରେ ଏପ୍ରିଲ ୨୪ ତାରିଖ ହେଉଛି ଏକ ଐତିହାସିକ ଦିନ । ଏହି ଦିନରେ ଦେଶରେ…

ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ।କାଲି ସନ୍ଧ୍ୟା ୭ଟାରେ ଜୟଦେବ ଭବନରେ ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ । ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ…

ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ମାମଲା: ମୁହାଁ ମୁହିଁ ହେଲେ ବିରୋଧି ଓ ଶାସକ ଦଳ ନେତା

ରାଜ୍ୟରେ ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ହେବା ପରେ ରାଜନୈତିକ ଝଡ଼ ଦେଖାଯାଇଛି । ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ବିରୋଧି ଦଳର ନେତା। ସମାଲୋଚନା କରି ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି ରାଜ୍ୟ ସରକାର ପଞ୍ଚାୟତିରାଜ…

ପଞ୍ଚାୟତିରାଜ ଦିବସ ତାରିଖ ବଦଳକୁ ନେଇ ବର୍ଷିଲା ବିଜେଡି

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ, ଓ ସଂକୀର୍ଣ୍ଣ ମନୋଭାବର ପରିଚୟ ବୋଲି କହି ବିଜେପି ସରକାର ଉପରେ ବର୍ଷିଛି ବିଜେଡି । ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁ ବାବୁଙ୍କ ଅତୁଳନୀୟ ଅବଦାନକୁ ମନେ ପକାଇ ଦୀର୍ଘ…

ମୋକିମଙ୍କୁ ମିଳିବ ଦଳରେ ଗୁରୁଦାୟିତ୍ୱ: ଭକ୍ତ ଦାସ

କଟକରେ ଏକାଠି ହେଲେ ଦୁଇ ବରିଷ୍ଠ ନେତା ପିସିସି ସଭାପତି ଭକ୍ତ ଦାସ ଏବଂ କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମ । ପିସିସି ସଭାପତି ହେବା ପରେ ପ୍ରଥମ ଥର ଆଜି ଏକାଠି କାର୍ଯ୍ୟକ୍ରମରେ ସାମିଲ ହୋଇ ବିଭିନ୍ନ ପ୍ରତିମୂର୍ତ୍ତିରେ…