Category: ରାଜନୀତି

ଅପରାଧୀଙ୍କୁ ସୁରକ୍ଷା ଦେଉଛି ବିଜେଡି!

ନବୀନ ସରକାର ୨୫ବର୍ଷ ଶାସନ କରିବା ପରେ ମଧ୍ୟ ଅପରାଧ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ରାଜ୍ୟରେ ପ୍ରତ୍ୟେକ ଦିନ ଅପରାଧ ବଢିବା ସହ ନୂଆ ନୂଆ ଢ଼ଙ୍ଗ ଆପଣାଇ ଅପରାଧ ଘଟାଉଛନ୍ତି ଅପରାଧୀ। ଓଡ଼ିଶାରେ ଅପରାଧ କରି ଜେଇ, ତହସିଲଦାର,…

ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ

ଛତ୍ରପୁର; ଆଜି ଷଷ୍ଠ ଥର ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ପାରମ୍ପରିକ ହିଞ୍ଜିଳି ବିଧାନସଭା ଆସନରୁ ସେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ପୂର୍ବରୁ ଗଞ୍ଜାମରେ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଓଡ଼ିଆ ଅସ୍ମିତା କଥା କହି ଭୋଟ ମାଗିଲେ ଧର୍ମେନ୍ଦ୍ର ପ୍ରଧାନ

ଆଠମଲ୍ଲିକ ନିର୍ବାଚନମଣ୍ଡଳୀରେ ଆୟୋଜିତ ‘ପରିବର୍ତ୍ତନ ସମାବେଶ’ରେ ଯୋଗଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ଓଡ଼ିଆ ଅସ୍ମିତା, ଓଡ଼ିଆ ଭାଷା ଏବେ ସଂକଟରେ ଅଛି ବୋଲି କହିଲେ ପ୍ରଧାନ । ସେ କହିଛନ୍ତି ଯେ ଆମେ ସମସ୍ତେ ଯୋଡି ଫୁଲରେ ଭୋଟ ଦେଇ ଓଡ଼ିଆ…

ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ

ଆସନ୍ତା ୩ ମେ ରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ସୂଚନା ଅନୁଯାୟୀ ରାୟଗଡ଼ାରେ ଏକ ଜନସଭାରେ ସାମିଲ ହେବେ। ରାଜ୍ୟ କଂଗ୍ରେସ ପ୍ରଭାରୀ ଓ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ସୂଚନା ତାଙ୍କ ସହ ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡି।ଏହା…

ବିଶାଳ ଶୋଭାଯାତ୍ରାରେ ପ୍ରାର୍ଥୀପତ୍ର ଦାଖଲ କଲେ ଦିଲ୍ଲୀପ ରାୟ

ରାଉରକେଲା: ହଜାର ହଜାର ଶୁଭେଛୁ ଓ ସମର୍ଥକଙ୍କ ଗହଣରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଓ ବିଜେପିର ରାଉରକେଲା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ରାୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ରାଉରକେଲାରୁ ଦିଲ୍ଲୀପ ୧୯୮୫ ଓ ୧୯୯୦ ମସିହାରେ ବିଧାୟକ ରୂପେ ନିର୍ବାଚିତ…

ହଜାର ହଜାର ସମର୍ଥକଙ୍କ ସହ ସମ୍ବିତ ପାତ୍ରଙ୍କ ରୋଡ ଶୋ

ପୁରୀରେ ସମ୍ବିତ ପାତ୍ରଙ୍କ ଶକ୍ତି ପ୍ରଦର୍ଶନ । ନାମାଙ୍କନ ଦାଖଲ କରିବାକୁ ସମର୍ଥକଙ୍କ ସହ ଯାଇଛନ୍ତି ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର । ହଜାର ହଜାର ସମର୍ଥକଙ୍କ ସହ ରୋଡ୍ ଶୋ’ କରି ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି…

ଏଥର ଓଡ଼ିଶା ନିର୍ବାଚନରେ ‘ଓଡ଼ିଆ ଅସ୍ମିତା’ ହେବ ମୁଖ୍ୟ ପ୍ରସଙ୍ଗ 

ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟ ରାଜନୀତି ସେତିକି ସରଗରମ ହେବାରେ ଲାଗିଛି। ଓଡ଼ିଶାର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାୟ ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ ଷ୍ଟାର ପ୍ରଚାରକ ଲିଷ୍ଟ ଘୋଷଣା କରି ସାରିଛନ୍ତି।…

ହାତ ଛାଡିଲେ ଦୁଲାଲ ପ୍ରଧାନ

ଭୁବନେଶ୍ୱର: ଲୋକସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ । ତେବେ ଦଳ ଦୁଲାଲଙ୍କ ଠାରୁ ଟିକେଟ ଫେରାଇ ନେବା ପରେ ସେ ଦଳ ଛାଡ଼ିଥିବା ଜଣାପଡ଼ିଛି । ଏଆଇସିସି…

ବିରାଟ ଶୋଭାଯାତ୍ରାରେ ରାଉରକେଲା ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟ

ହଜାର ହଜାର ଶୁଭେଛୁ ଓ ସମର୍ଥକଙ୍କ ଗହଣରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଓ ବିଜେପିର ରାଉରକେଲା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ରାୟ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆଗେଇ ଚାଲିଛନ୍ତି । ଦିଲ୍ଲୀପ ରାୟଙ୍କ ସମର୍ଥନରେ ବିଶାଳ ଜନସମୁଦ୍ର ବିରାଟ ଧ୍ୱନି ଓ…

ଓଡ଼ିଶାରେ ମେ ୨୫ ତାରିଖ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ମେ ୨୫ ତାରିଖରେ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା କ୍ଷେତ୍ର ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ।…