ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ଲଖନାରେ ଐତିହାସିକ ଜନସମାବେଶ; ସିଦ୍ଧାନ୍ତ ମହାପାତ୍ରଙ୍କ ମନ୍ତ୍ରମୁଗ୍ଧ ଅଭିନୟରେ ଝୁମିଲା ଅଞ୍ଚଳ November 3, 2025 Papirani ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷିତରେ, ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପ୍ରଚାର ଅଭିଯାନ ଅନ୍ତର୍ଗତ ଆଜି କମାନା ବ୍ଲକ୍ର ଅଧୀନସ୍ଥ ଲଖନା ପଞ୍ଚାୟତର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ ବିଶାଳ ଓ ଐତିହାସିକ ଜନସମାବେଶ ଆୟୋଜିତ ହେଲା। ଅଞ୍ଚଳବାସୀଙ୍କ ଅପାର ଉତ୍ସାହ…
ତାଜା ଖବର ରାଜନୀତି ରାଜ୍ୟ Shreemayee Mishra: ଶକ୍ତି ନାନୀ କହି ସୁଜାତାଙ୍କୁ ଟାର୍ଗେଟ କଲେ ଶ୍ରୀମୟୀ ମିଶ୍ର November 3, 2025 Papirani ବିଜେଡିକୁ ପୁଣି ଟାର୍ଗେଟ୍ କଲେ ଶ୍ରୀମୟୀ ମିଶ୍ର । ନାଁ ନନେଇ ଶକ୍ତି ନାନୀ କହି ସୁଜାତା ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ । ସୁଜାତା ଏବେ ରାଜ୍ୟ ସଭା ପାଇଁ ପ୍ରସ୍ତୁତ ହେଉଥିବା ସାମାଜିକ ଗଣମାଧ୍ୟମରେ ଲେଖିବା ସହ ଟାଇଟାନିକୁ…
ତାଜା ଖବର ରାଜନୀତି ରାଜ୍ୟ Nuapada Bye-Election: ନୂଆପଡା କୋମନାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ପ୍ରଚାର କଲେ ନବୀନ ପଟ୍ଟନାୟକ November 3, 2025 Papirani ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାର ପାଇଁ ନୂଆପଡାରେ ପହଂଚିଛନ୍ତି । କୋମନା ବ୍ଲକ ର ତାରାବୋଡ଼,ଧାନମଣ୍ଡି ପଡିଆ ରେ ଆୟୋଜିତ ବିରାଟ ନିର୍ବାଚନୀ ସଭାରେ ଯୋଗ ଦେଇଥିବା ହଜାର ହଜାର ଲୋକଙ୍କୁ ଉଦବୋଧନ ଦେଇ…
ତାଜା ଖବର ରାଜନୀତି ରାଜ୍ୟ Amar Patnaik Join BJP: ବିଜେଡିକୁ ଶକ୍ତ ଧକ୍କା; ବିଜେପିରେ ମିଶିଲେ ଅମର ପଟ୍ଟନାୟକ November 3, 2025 Papirani ଆଜି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ଆଜି ପ୍ରଚାର ମଇଦାନକୁ ଓହ୍ଲାଇଥିବା ବେଳେ ବିଜେପିରେ ମିଶିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡା କୋମନାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ November 3, 2025 Papirani ନୂଆପଡା କୋମନାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ ବିଜେଡି ମୁଖିଆ । ନୂଆପଡ଼ା ଉପ ନିର୍ବାଚନ ପାଇଁ ଜମିଲାଣି ପ୍ରଚାର । ନୂଆପଡ଼ାରେ ବିଜେଡି ପ୍ରଚାରର ମଙ୍ଗ ଧରିବେ ନବୀନ ପଟ୍ଟନାୟକ…
ତାଜା ଖବର ରାଜନୀତି ରାଜ୍ୟ Amar Patnaik: ବିଜେପିରେ ସାମିଲ୍ ହୋଇପାରନ୍ତି ବିଜେଡ଼ି ନେତା ଅମର ପଟ୍ଟନାୟକ November 3, 2025 Papirani ପଦ୍ମ ଧରି ପାରନ୍ତି ବିଜେଡିର ବଡ଼ ନେତା । ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା ଜୋର ଧରିଛି । ଆଜି ବିଜୁ ଜନତା ଦଳ ଛାଡ଼ି ସେ ବିଜେପିରେ ସାମିଲ ହୋଇପାରନ୍ତି…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ବିଜେପି ପ୍ରାର୍ଥୀଙ୍କୁ ଜିତାଇବା ନବୀନଙ୍କ ନୂଆପଡା ଗସ୍ତର ଉଦ୍ଦେଶ୍ୟ: କଂଗ୍ରେସ November 2, 2025 Papirani କଂଗ୍ରେସ ଭବନଠାରେ ନୂଆପଡା ଉପନିର୍ବାଚନକୁ ଆଖି ଆଗରେ ରଖି ପ୍ରତ୍ୟେକ ଦିନ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଉଛି ଏବଂ କଂଗ୍ରେସର ବରିଷ୍ଠ ନେତାଗଣ ନିଜ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି । ସେଇ କ୍ରମରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଆଜିର…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ବିଜେପି ସପକ୍ଷରେ ନୂଆପଡ଼ାର ୩୦ ହଜାରରୁ ଉର୍ଦ୍ଧ୍ୱ କେନ୍ଦୁପତ୍ର ତୋଳାଳୀ November 2, 2025 Papirani ଆଜି ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା କେନ୍ଦୁପତ୍ର ତୋଳାଳୀଙ୍କ ନେତା ଯଦୁମଣି ପାଣିଗ୍ରାହୀଙ୍କ ନେତୃତ୍ୱରେ ନୂଆପଡ଼ା କେନ୍ଦୁପତ୍ର ରେଞ୍ଜ ଅନ୍ତର୍ଗତ ୫୦ଟି ଗାଁର ୮ ହଜାରରୁ ଉର୍ଦ୍ଧ୍ୱ କେନ୍ଦୁପତ୍ର ତୋଳାଳୀଙ୍କର ଏକ ବିଶାଳ ସମାବେଶ…
ତାଜା ଖବର ରାଜନୀତି ରାଜ୍ୟ Nuapada Bye-Election: ଜୟଙ୍କ ବିଜୟ ପାଇଁ ଜୟଙ୍କ ନିଆରା ଅଭିନବ ପ୍ରୟାସ November 2, 2025 Papirani ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ପ୍ରଚାରରେ ନୁଆପଡା ଉଠୁଛି ପଡୁଛି । ବିଜେପି ନେତା ମନ୍ତ୍ରୀ ସାଂସଦ ବିଧାୟକ ସବୁ ଅଞ୍ଚଳ କୁ ଯାଇ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ସାଧାରଣ ସଭା, ପଦଯାତ୍ରା,…
ତାଜା ଖବର ରାଜନୀତି ରାଜ୍ୟ Nuapada Bye-Election: ବାପାଙ୍କୁ ପଚାରିନଥିଲା ବିଜେଡି: ଜୟ ଢୋଲକିଆ November 2, 2025 Papirani ବିଜେଡି ଛାଡି କାହିଁକି ଜୟ ଢୋଲକିଆ ବିଜେପିରେ ଯୋଗ ଦେଇଥିଲେ ତାହାକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ଜୟ ଢୋଲକିଆ । ଆଜି କୋମନା ବ୍ଲକ୍ ଅନ୍ତର୍ଗତ ବୁଧି କୋମନା ଗାଁରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ସେ କହିଛନ୍ତି ବିଜେଡି…