Category: ରାଜନୀତି

କଣାସରେ ଡାଇରିଆ ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ପୁରୀ ଜିଲ୍ଲା, କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବା ଓ ଏଥିରେ ଲୋକଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି । ଏକ ସାମ୍ବାଦିକ ସମ୍ମିଳନୀରେ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ତୁରନ୍ତ ଦୃଷ୍ଟି ଦେବାକୁ ସରକାରଙ୍କୁ ନିବେଦନ କଲେ ନବୀନ

ଦିନକୁ ଦିନ ପୁରୀ ଜିଲ୍ଲା କଣାସରେ ବ୍ୟାପିବାରେ ଲାଗିଛି ହଇଜା । ୧୦ ଦିନ ହେଲା ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ଲୋକ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହୋଇଛି । ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା…

ପ୍ରତାପ କେଶରୀ ଦେବ ବିଜେଡି ସାଂଗଠିନକ ନିର୍ବାଚନର ନିର୍ବାଚନ ଅଧିକାରୀ ନିଯୁକ୍ତ

ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ…

ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ପାଇଁ ଲିଖିତ ଦେବେ ଦୀପାଳି

ଏବେବି ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ରହସ୍ୟ ଘେରରେ ଥିବାବେଳେ ବାପାଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ଲିଖିତ ଅନୁସାରେ ଦେବୁ ବୋଲି ଆଜି ଗଣମାଧ୍ୟମକୁ କହିଛନ୍ତି ଝିଅ ଦୀପାଳି ଦାସ ।…

ନବୀନଙ୍କ କାମକୁ ନୂତନ ଅଧ୍ୟାୟର ଶୁଭାରମ୍ଭ ବୋଲି କୁହାଯାଉଛି: ବିଜେଡି

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡିଶା ଆଗମନକୁ ବିଜୁ ଜନତା ଦଳ ସ୍ୱାଗତ କରିଥିବା ବେଳେ ନବୀନଙ୍କ ଦୂରଦର୍ଶୀ ନେତୃତ୍ୱ ଯୋଗୁଁ ସିଙ୍ଗାପୁର ରାଷ୍ଟ୍ର ସହ ସହଭାଗିତା ଆରମ୍ଭ ହୋଇଥିଲା ବୋଲି ବିଜୁ ଜନତା ଦଳ କହିଛି । ଶଙ୍ଖ ଭବନ ଠାରେ ଆୟୋଜିତ…

ବିଜେପିର ସଂକଳ୍ପ ପତ୍ରରେ ମହିଳାଙ୍କୁ ଗୁରୁତ୍ବ; ପ୍ରତିମାସ ମିଳିବ ୨୫୦୦ ଟଙ୍କା

ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ସଂକଳ୍ପ ପତ୍ର ଘୋଷଣା କରିଛି । ବିଜେପିର ସଂକଳ୍ପ ପତ୍ରରେ ମହିଳାଙ୍କୁ ଗୁରୁତ୍ବ ଦିଆଯାଇଛି। ମହିଳାଙ୍କୁ ୨୫୦୦ ଟଙ୍କା ଦେବାକୁ ଘୋଷଣା କରିଛନ୍ତି ଜେପି ନଡ୍ଡା । ମହିଳା ସମୃଦ୍ଧି ଯୋଜନାରେ ପ୍ରତିମାସ…

ଜମି ବିବାଦରେ ଫସିଯିବେ କି ମନ୍ତ୍ରୀ କୃଷ୍ଣ ?

ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଓ ତାଙ୍କ ପରିବାର ନାମରେ ଉଠିଛି ଏକ ଜମିବିବାଦ ମାମଲା । ଯତନନଗରରେ ପ୍ରାୟ ୫୨ ଏକର ଜମି ପାଇଁ ଆବେଦନ କରିଥିଲେ ପାତ୍ର ପରିବାର । ଇଏ ହେଉଛି ୨୦୧୬ର ମାମଲା । ୨୦୧୬ରେ ରାଜ୍ୟରେ…

ନବ ଦାସ ହତ୍ୟାକାଣ୍ଡ ମାମଲାରେ CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି

ପୁଣି ଖୋଲିବ କି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ନବ ଦାସ ହତ୍ୟାକାଣ୍ଡ ମାମଲାରେ ଫାଇଲ୍‌? ନବ ଦାସ ହତ୍ୟାକାଣ୍ଡ ମାମଲା ଏବେ ନୂଆ ମୋଡ଼ ନେଇଛି । ବିଜେପି ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ…

ଦିଲ୍ଲୀ ବିଧାନସଭା ନିର୍ବାଚନ ଷ୍ଟାର ପ୍ରଚାରକ ତାଲିକାରେ ବୈଜୟନ୍ତ ପଣ୍ଡା

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି । ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ…

କେନ୍ଦୁଝରରେ ସାମାଜିକ ସୁରକ୍ଷା ବର୍ଦ୍ଧିତ ଭତ୍ତା ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠାରୁ ଲୋକଙ୍କୁ ମିଳିବ ୩୫୦୦ ଟଙ୍କା ମାସିକ ଭତ୍ତା । ୮୦ ବର୍ଷରୁ ଊର୍ଦ୍ଧ୍ବ ହିତାଧିକାରୀ ଓ ଦିବ୍ୟାଙ୍ଗଙ୍କୁ ମାସିକ ୩୫୦୦ ଟଙ୍କା ଲେଖାଏ ମିଳିବ ବର୍ଦ୍ଧିତ ଭତ୍ତା । ଆଜି କେନ୍ଦୁଝର ଧରଣୀଧର ବିଶ୍ଵବିଦ୍ୟାଳୟ ପଡ଼ିଆରେ ବର୍ଦ୍ଧିତ ସାମାଜିକ ସୁରକ୍ଷା…