ତାଜା ଖବର ରାଜନୀତି ରାଜ୍ୟ କେନ୍ଦୁଝରରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ June 22, 2024 Papirani ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୋହନ ଚରଣ ମାଝି । ଏଥିପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା…
ତାଜା ଖବର ରାଜନୀତି ରାଜ୍ୟ ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣା: ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ June 22, 2024 Papirani ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣାରେ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମରେ ସୂଚନା ଦେଲେ ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା। ସେ କହିଛନ୍ତି ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ ଆକ୍ସନ ହେବ । କିଏ ଓ କାହିଁକି କାଳିମାଡ଼ କଲା ଚିହ୍ନଟ ପରେ…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବ ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ June 21, 2024 Papirani ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…
ତାଜା ଖବର ରାଜନୀତି ରାଜ୍ୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦିଲ୍ଲୀପ ରାୟ June 21, 2024 Papirani ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର ଦାଖଲ କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପଙ୍କ ଦାବିରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବୋଲି ସୂଚନା।…
ତାଜା ଖବର ଦେଶ ରାଜନୀତି ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଲେ ହାଇକୋର୍ଟ June 21, 2024 Papirani ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିମ୍ନ ଅଦାଲତରୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସାମୟିକ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ଇଡି କେଜ୍ରିୱାଲଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସ ଭବନରେ ପଶି ପିସିସି ସଭାପତିଙ୍କୁ କାଳିମାଡ଼ June 21, 2024 Papirani ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଆଜି କାଳିମାଡ଼ ହୋଇଛି । କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। କଂଗ୍ରେସ ଭବନରେ ପଶି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। କାଳି ମାଡ଼ ପରେ ପ୍ରତିକ୍ରିୟା ରଖିଲେ ପିସିସି…
ତାଜା ଖବର ଦେଶ ରାଜନୀତି ଆଜି ଜେଲ୍ରୁ ବାହାରିବେ ଅରବିନ୍ଦ କେଜ୍ରିଓ୍ବାଲ June 21, 2024 Papirani ମଦ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗୁରୁବାର ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି ତିହାର…
ତାଜା ଖବର ଦେଶ ବିଶ୍ୱ ରାଜନୀତି ରାଜ୍ୟ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ସାମିଲ୍ ହେଲେ ପ୍ରଧାନମନ୍ତ୍ରୀ, ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ସହ ନେତା ଓ ମନ୍ତ୍ରୀ June 21, 2024 Papirani ଆଜି ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଆଜି ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶା ଚାଷୀଙ୍କ ପାଇଁ ଖରିଫ ଋତୁରୁ ଧାନ MSP ହେବ ୩୧୦୦ ଟଙ୍କା June 20, 2024 Papirani ରାଜ୍ୟରେ ଚାଷୀମାନଙ୍କ ପାଇଁ ଆସିଛି ଖୁସି ଖବର। ରାଜ୍ୟରେ ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ”ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ…
ତାଜା ଖବର ରାଜନୀତି ରାଜ୍ୟ ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା: ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଲା ବିଏମସି June 20, 2024 Papirani ଭୁବନେଶ୍ବରରେ ମୁକୁଳା ଡ୍ରେନରେ ପଡ଼ି ନାବାଳକ ମୃତ୍ୟୁ ଘଟଣାରେ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଲା ବିଏମସି। ଗତକାଲି ବିଏମସିକୁ ଏନେଇ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ ମନ୍ତ୍ରୀ। କେତେ ଡ୍ରେନ ମୁକୁଳା ଅଛି ଓ କେତେ କାମ ବାକି ରହିଛି…