Category: ରାଜନୀତି

ବାତ୍ୟା ରାଜନୀତିରୁ ବାହାରି ପାରୁନାହାନ୍ତି ନବୀନ !

କେନ୍ଦ୍ରାପଡା଼, ଭଦ୍ରକ ଓ ବାଲେଶ୍ଵରର ଲୋକେ ‘ଦାନା’ ବାତ୍ୟାକୁ ନେଇ ଆତଙ୍କିତ ଅବସ୍ଥାରେ ରହିଥିଲେ । କିନ୍ତୁ ପ୍ରଶାସନ ଅତ୍ୟନ୍ତ ତତ୍ପର ହୋଇସାରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ଥାନାନ୍ତରଣର ଏକ ବାସ୍ତବ ଚିତ୍ର ସାମ୍ବାଦିକ ସମ୍ମିଳନୀରେ ଦେଇଥିଲେ । ଗୁରୁବାର…

ଝାଡ଼ଖଣ୍ଡ ପାଇଁ ଜାରି ହୋଇଥିବା ବିଜେପି ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଝାଡ଼ଖଣ୍ଡ ପାଇଁ ନିର୍ବାଚନୀ ବିଗୁଲ ବାଜି ସାରିଛି । ସମସ୍ତ ଦଳ ପ୍ରଚାର ମଧ୍ୟ ଆରମ୍ଭ କରି ଦେଇଛି । ତେଣୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ଜାରି କଲା ଷ୍ଟାର ପ୍ରଚାରକ ତାଲିକା । ୪୦ ଜଣିଆ ଷ୍ଟାର…

କାଲି ଆକାଶମାର୍ଗରୁ ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

କାଲି ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆକାଶମାର୍ଗରୁ କାଲି ଦିନ ୧୦ଟାରେ କରିବେ ପରିଦର୍ଶନ । କାଲି ଆକାଶ ମାର୍ଗରୁ ବାତ୍ୟା ଦାନା ଦ୍ଵାରା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିବେ ମୁଖ୍ୟମନ୍ତ୍ରୀ…

ଏନସିପିରେ ସାମିଲ ହେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା ଲାଗିଛି । ଏନସିପିରେ ସାମିଲ ହୋଇଛନ୍ତି ପୂର୍ବତନ ଦିବଂଗତ ବିଧାୟକ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକ। ଆଜି ବିଧିବଦ୍ଧ ଭାବେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପସ୍ଥିତିରେ ଦଳରେ ସାମିଲ…

ସରିଲା ବାତ୍ୟା; ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’ । ବିଳମ୍ବିତ ରାତିରେ ଭିତରକନିକାର ହାବେଳିଖଟି ନେଚର କ୍ୟାମ୍ପରେ ସ୍ଥଳଭାଗ ଛୁଇଁଛି ‘ଦାନା’ । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି । ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି । ଆଗାମୀ…

ମାଡ଼ି ଆସୁଛି ବାତ୍ୟା ଦାନା: ଆକ୍ସନ ମୋଡ଼୍ ରେ ରାଜ୍ୟ ସରକାର; ୫.୮୪ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା । କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ‘ଦାନା’ । ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା । ଧାମରା ଠାରୁ ୬୦ କିମି ଦୂରରେ ରହିଛି ବାତ୍ୟା…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବାତ୍ୟା ସଂପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା…

ଉତ୍ତରପ୍ରଦେଶ ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଉତ୍ତରପ୍ରଦେଶ ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ନଭେମ୍ବର ୧୩ ରେ ଉତ୍ତରପ୍ରଦେଶ ଉପନିର୍ବାଚନ ହେବାକୁ ଥିବା ବେଳେ ୯ଟି ବିଧାନସଭା ଆସନରୁ ବିଜେପି ଆଜି ୭ ଟି ବିଧାନସଭା ଆସନର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା…

ବାତ୍ୟା ମୁକାବିଲା ନେଇ ପ୍ରଶାସନର ପ୍ରସ୍ତୁତି ; ୩ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର: ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲାର ସମୀକ୍ଷା ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ବାତ୍ୟାର ପ୍ରଭାବିତ ଅଞ୍ଚଳରେ ପାଖାପାଖି ୩ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି। ୧୧ ଜିଲ୍ଲାର ୩୮ ବ୍ଲକ…

ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଓ ୪ଜଣ ସଦସ୍ୟାଙ୍କୁ ବରଖାସ୍ତ କଲେ ରାଜ୍ୟ ସରକାର

ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ ବେହେରା । ରାଜ୍ୟର ସରକାର ଆଜି ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ତତ୍କାଳ ପ୍ରଭାବରୁ ବରଖାସ୍ତ କରିଛନ୍ତି । କମିଶନଙ୍କ ସହ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା…