Category: ରାଜନୀତି

ନବୀନ ପଟ୍ଟନାୟକ ଓ ପାଣ୍ଡିଆନ୍‌ଙ୍କ ନାଁରେ ଦୁର୍ନୀତି ଅଭିଯୋଗ

ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନ୍‌ଙ୍କ ନାଁରେ ଦୁର୍ନୀତି ଅଭିଯୋଗ । ମୋ ସ୍କୁଲ ଓ ଝୋଟ ବ୍ୟାଗ ବଣ୍ଟନରେ କୋଟି କୋଟି ଟଙ୍କା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଆଇନଜୀବୀ । ତଦନ୍ତ କରି ଦୁର୍ନୀତିର ପର୍ଦ୍ଦାଫାସ୍‌…

ବିଜେପିରେ ଯୋଗଦେଲେ ସୁଜିତ କୁମାର

ପଦ୍ମ ଧରିଲେ ସୁଜିତ କୁମାର । ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ବିଧିବଦ୍ଧଭାବେ ବିଜେପିରେ ମିଶିଛନ୍ତି ସୁଜିତ କୁମାର । ଏହି ଅବସରରେ ବିଜେପିର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ…

ଭଦ୍ରକରେ ପ୍ରତିଷ୍ଠା ହେବ ଟେକ୍ସଟାଇଲ ପାର୍କ 

ଭଦ୍ରକରେ ପ୍ରତିଷ୍ଠା ହେବାକୁ ଯାଉଛି ଟେକ୍ସଟାଇଲ ପାର୍କ । ଆଜି ବିଧାନସଭା ଗୃହରେ ଏହି ସଂପର୍କରେ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି ଭଦ୍ରକରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା ହେବ ସହ ପାରାଦୀପରେ ମେଗା ଫିଡ୍ କ୍ରାକର୍ ପ୍ଲାଣ୍ଟ ମଧ୍ୟ…

ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା; ବିଜେଡିରୁ ବହିଷ୍କୃତ

ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ବିଜେଡିକୁ ଶକ୍ତ ଝଟକା ଲାଗିଛି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଛନ୍ତି । କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ରାଜ୍ୟସଭାରୁ ଇସ୍ତଫା…

ବିଧାନସଭାରେ ରେଭେନ୍ସା ତାତି; ବିଜେଡିର ହଟ୍ଟଗୋଳ

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନ ପ୍ରସଙ୍ଗ ନେଇ ଆଜି ବିଧାନସଭାରେ ବିଜେଡି ହଟ୍ଟଗୋଳ କରିଛି । ଏହି ପ୍ରସଙ୍ଗକୁ ନେଇ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଛି ବିଜେଡି। ଆଜି ଗୃହରେ ଏହି ପ୍ରସଙ୍ଗ ଉଠାଇ ନିଜର ସୁରକ୍ଷା ଦାବି କରିଛନ୍ତି…

ରେଭେନ୍ସା ପ୍ରସଙ୍ଗ; ଦଳୀୟ ନେତାଙ୍କ ବିରୋଧରେ ମିଥ୍ୟା ଏତଲାକୁ ନିନ୍ଦା କଲା ବିଜେଡି

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ହୋଇଥିବା ବିକ୍ଷୋଭକୁ ନେଇ ଦଳର ସମ୍ମାନିତ ନେତା ବ୍ୟୋମକେଶ ରାୟ, ବିଧାୟକ ଡ. ଲେନିନ ମହାନ୍ତି ଓ ଛାତ୍ର ନେତା ଆକ୍ରମ ଖାଁଙ୍କ ବିରୋଧରେ କରାଯାଇଥିବା ଏତଲା ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି ବିଜୁ ଜନତା ଦଳ…

ଓଡ଼ିଶାରେ ସମବାୟ ବ୍ୟବସ୍ଥାର ଢାଞ୍ଚା ପରିବର୍ତ୍ତନ କରିବାକୁ ବିଜେପି ବଦ୍ଧପରିକର

ଓଡ଼ିଶାରେ ସମବାୟ ବ୍ୟବସ୍ଥାର ସ୍ଥିତି ଅତ୍ୟନ୍ତ ଦୟନୀୟ। ଗତ ସରକାର ସମୟରେ ସମବାୟ ସ୍ଥିତି ଧ୍ୱଂସସ୍ତୁପରେ ପରିଣତ ହୋଇଛି । ସମବାୟ ଅର୍ଥକୁ କଦର୍ଥ କରି ସେତେବେଳେ ବିଜୁ ଜନତା ଦଳ ସମବାୟକୁ ଏକ ଥଇଥାନର କେନ୍ଦ୍ର ରୂପରେ ପରିଣତ କରିଥିଲେ…

ରେଭେନ୍ସାଙ୍କ ପରେ ଫକୀରମୋହନଙ୍କ ପାଳି କି: ବିଜେଡି

ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତି ବିଜେପି ଯୁବମୋର୍ଚ୍ଚାର ସଭାପତି ଯେଉଁଭଳି କଟୁ ଓ ନିମ୍ନରୁଚିର ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେଡି ଦୃଢ ନିନ୍ଦା କରିଛି। ଆଜି ଶଙ୍ଖଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଡ.ଲେନିନ ମହାନ୍ତି ଓ ତୁମ୍ବନାଥ ପଣ୍ଡା…

ୱାକଫ ବିଲ୍ କୁ ବିଜେଡି କରିବ ବିରୋଧ: ନବୀନ ପଟ୍ଟନାୟକ 

ଏ ଦେଶ ଆମର ଏ ମାଟି ଆମର। ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶା ର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ…

୫-ଟି ସ୍ମାର୍ଟ ସ୍କୁଲ କିଛି ସଫଳତା ଦେଇନି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୨୪ ବର୍ଷ ରହିଥିବା ପୂର୍ବ ସରକାର ୫-ଟି ନାଁ ରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ମଧ୍ୟ ପୂର୍ବରୁ ୫-ଟି ନାଁ ରେ ଯେଉଁ ସ୍ମାର୍ଟ ସ୍କୁଲ କରାଯାଇଥିଲା ସେଥିରେ କୌଣସି ସଫଳତା ମିଳିନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…