Category: ରାଜନୀତି

ବାପାଙ୍କ ଠାରୁ ଭିନେ ପୁଅକୁ ମିଳିବ ପକ୍କା ଘର

ବାପାଙ୍କ ଠାରୁ ଭିନେ ହୋଇ ଅଲଗା ପରିବାର କରିଥିବା ପୁଅକୁ ମିଳିବ ପକ୍କା ଘର । ପିଏମ୍ ଆବାସ ଯୋଜନାରେ ଚତୁର୍ଥ ପର୍ଯ୍ୟାୟରେ ଆସୁଥିବା ପକ୍କା ଘର କ୍ଷେତ୍ରରେ କିଛି ପରିବର୍ତ୍ତନ କରିଛନ୍ତି ସରକାର । ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ…

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ମୁହାଁମୁହିଁ ହେଲେ ୨ ଗୋଷ୍ଠୀ

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ବିଜେଡ଼ିର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନ ଠାରେ ଭଦ୍ରକ ଜିଲ୍ଲା ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ଭଦ୍ରକ ଜିଲ୍ଲା ସମୀକ୍ଷା ବେଳେ…

ପିଲାଙ୍କୁ ଛତୁଆ ବଦଳରେ ଦିଆଯିବ ମାଣ୍ଡିଆ !

ରାଜ୍ୟରେ ପିଲାଙ୍କୁ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ପରିପୂରକ ପୃଷ୍ଟି ଯୋଜନାରେ ଛତୁଆ ସମେତ ଅନ୍ୟାନ୍ୟ ଖାଦ୍ୟ ଯୋଗାଇ ଦିଆଯାଉଛି । ହେଲେ ଅନେକ କ୍ଷେତ୍ରରେ ଦେଖାଦେଇଛି ଯେ ଶିଶୁ ଓ ଝିଅମାନଙ୍କୁ ପୃଷ୍ଟି ପାଇଁ ଯୋଗାଇ ଦିଆଯାଉଥିବା ଛତୁଆ ଅତି…

ଗାଈକୁ ମିଳିଳା ରାଜ୍ୟମାତା ମାନ୍ୟତା 

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆଜି କ୍ୟାବିନେଟ ବୈଠକରେ ସରକାର ଗାଈକୁ ରାଜ୍ୟମାତା ମାନ୍ୟତା ଦିଆଯାଇଛି। ଦେଶର ବିଭିନ୍ନ ସ୍ଥାନରୁ ପ୍ରତିଦିନ ଗୋଚାଲାଣ ମାମଲା ସାମ୍ନାକୁ ଆସୁଥିବା ବେଳେ ମହାରାଷ୍ଟ୍ର ସରକାର ଆଜି ଏହିଭଳି ନିଷ୍ପତ୍ତି ନେଇଛନ୍ତି । ନିର୍ବାଚନ ପୂର୍ବରୁ…

ଚାରି ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା ବିଜେଡି

ଦିନକୁ ଦିନ ତେଜିଛି ଭୁବନେଶ୍ବର ବିଜେଡି ଦଳର ଭିତର ବିବାଦ। ସେଥିପାଇଁ ବିଜେଡି ତରଫରୁ ଆରମ୍ଭ ହୋଇଛି ଆକ୍ସନ ପ୍ରକ୍ରିୟା । ଦଳରେ ବିଶୃଙ୍ଖଳା କାର୍ଯ୍ୟକଳାପ ପାଇଁ ୪ ନେତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଜିଲ୍ଲା ସଭାପତି ସୁଶାନ୍ତ…

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବ ଉପରେ ମୋହର ବାଜିଛି। ରାଜ୍ୟ କ୍ୟାବିନେଟରେ ୬ଟି ବିଭାଗର ୭ ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଥିବା ସୂଚନା…

ସେପ୍ଟେମ୍ବର ୩୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ଦିନ ଅଥାତ୍ ସେପ୍ଟେମ୍ବର ୩୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରଖିବାକୁ ନିଷ୍ପତ୍ତି…

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ରେ ଯିବେ । ସେଠାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଅଥାତ୍ ସେପ୍ଟେମ୍ୱର ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ । ସେଠାରେ ପ୍ରାକ୍ ନିର୍ବାଚନୀ…

ରାତି ୨ଟାରେ ବି ଥାନାକୁ କୌଣସି ଅଭିଯୋଗ ଆସିଲେ ଶୁଣିବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଥିବା ବେଳେ ଆଜି ଜିଲ୍ଲାପାଳ ସମ୍ମିଳନୀର ଦ୍ବିତୀୟ ଦିନ । ଆଜି ସମ୍ମିଳନୀରେ ଲୋକସେବା ଭବନରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଆରକ୍ଷୀ ଅଧୀକ୍ଷକଙ୍କୁ…

ବେଦାନ୍ତ ପରେ ହେଲିକପ୍ଟର ଦୁର୍ନୀତି ମାମଲା; ରାଜ୍ୟପାଳଙ୍କ ମଞ୍ଜୁରୀ ଲୋଡ଼ିଲେ ସାମାଜିକ କର୍ମୀ

ପୁରୀ ଜମି ବିବାଦ ପରେ ପୁଣି ଏକ ବଡ଼ ବିବାଦକୁ ନେଇ ଅଦାଲତୀ ମାମଲାରେ ଛନ୍ଦି ହେବାକୁ ଯାଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପୂର୍ବତନ ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ହେଲିକପ୍ଟର ଦୁର୍ନୀତି ପାଇଁ ରାଜ୍ୟପାଳ ରଘୁବର ଦାସଙ୍କ…