Category: ରାଜନୀତି

ରଥଯାତ୍ରାରେ ମନ୍ଦିର ଭିତରକୁ ପ୍ରବେଶ କରିପାରିବେନି ଭିଆଇପି

ରଥଯାତ୍ରା ଦିନ କୌଣସି ଭିଆଇପି ମନ୍ଦିର ଭିତରକୁ ପ୍ରବେଶ କରିପାରିବେନି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ…

ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁଲାଇ ୧ ତାରିଖରୁ ଅଥତ ଆଜି ସାଧାରଣ ଜନତାଙ୍କ ଅଭିଯୋଗ ଣୁଣାଣି କରିବେ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ମାତ୍ରେ ଆରମ୍ଭରୁ ପ୍ରବଳ…

ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା

ଆଜି ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ରିଲିଜହେବ ସୁଭଦ୍ରା ଟଙ୍କା । ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ଦିଲ୍ଲୀରେ ବିଭିନ୍ନ କେନ୍ଦ୍ର ମନ୍ତ୍ରୀଙ୍କ ସହ ଓଡ଼ିଶାର ବିକାଶ ପାଇଁ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ…

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ପାଇଲେ ସୁଜିତ କୁମାର ଓ ସୋନାଲ ମାନସିଂହ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ଙ୍କ ଦ୍ଵାରା ଆଜି ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ପୁନର୍ଗଠନ କରାଯାଇଛି। ପ୍ୟାନେଲରେ ବିଜେଡିର ସୁଜିତ କୁମାର ଓ ମନୋନୀତ ସଦସ୍ୟ ସୋନାଲ ମାନସିଂହ ସ୍ଥାନ ପାଇଛନ୍ତି । ଏହି ୮ ଜଣିଆ ଉପାଧ୍ୟକ୍ଷ ପ୍ୟାନେଲରେ ପୂର୍ବ ଭଳି…

ଜୁଲାଇ ୧ ରୁ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି

ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି। ଜୁଲାଇ ୧ ତାରିଖ ଦିନ ୧୧ଟା ସମୟରୁ ୟୁନିଟ-୫ ସ୍ଥିତ ଭୁବନେଶ୍ୱରଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ…

ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା। ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀ ପ୍ରଥମ ଥର ପାଇଁ ଦିଲ୍ଲୀ…

ବଦଳିବ ହାଇସ୍କୁଲ ପିଲାଙ୍କ ୟୁନିଫର୍ମର ରଙ୍ଗ

ପୁଣି ରାଜ୍ୟରେ ବଦଳିପାରେ ହାଇସ୍କୁଲ ପିଲାଙ୍କ ୟୁନିଫର୍ମ । ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ବଦଳିବା ନେଇଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରାଇମେରୀ ସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ଯେପରି ଅଛି, ସେହିପରି ରହିବ…

ଲକ୍ଷ୍ମୀ ବସ୍‌ ନାଁ ବଦଳାଯାଇ ରଖାଯିବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

ବଦଳିବ ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ୍‌ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ।…

ଓଡ଼ିଶା ସ୍ବାର୍ଥକୁ ନେଇ ସାଲିସ କରାଯିବନି : ବିଜେଡି

ଆଜି ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି ବିଜେଡି ବିଧାୟକ ତଥା ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି ବିଧାନସଭାରେ ଓଡ଼ିଶା ସ୍ବାର୍ଥକୁ ନେଇ ସାଲିସ କରାଯିବ ନାହିଁ । ଓଡ଼ିଶା ସ୍ବାର୍ଥ ବାଧାପ୍ରାପ୍ତ ହେଲେ ଆମେ ବିରୋଧ କରୁଥିଲୁ ଆଉ…