Category: ରାଜନୀତି

ବିଜୟଙ୍କ ଉପରେ ପୁରୁଣା ରାଗ; ଶୁଝାଇଲେ ପୁଅ ଅରବିନ୍ଦଙ୍କ ଉପରେ

ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ୨ଜଣ ଦଳୀୟ ବିଧାୟକ ପାଟକୁରାର ଅରବିନ୍ଦ ମହାପାତ୍ର ଓ ଚମ୍ପୁଆର ସନାତନ ମହାକୁଡ଼ଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରିଛନ୍ତି । ରାଜ୍ୟସଭା ନିର୍ବାଚନ ପାଖେଇ ଆସୁଥିଲା ବେଳେ ନବୀନଙ୍କ ଏହି…

Youth Dies After Falling Into Drain: ମୁକୁଳା ଡ୍ରେନରେ ପଡି ଯୁବକ ମୃତ

ପୁଣି ଡ୍ରେନରେ ପଡି ଚାଲିଗଲା ଯୁବକଙ୍କ ଜୀବନ। ଭୁବନେଶ୍ୱର ସାଲିଆସାହିରେ ଥିବା ଏକ ମୁକୁଳା ଡ୍ରେନରେ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ସେହି ବସ୍ତିର ସିନୁ ଗାଗରାଇ। ସୂଚନା ଯୋଗ୍ୟ, ବିଏମସି ତରଫରୁ ନୂଆ ରାସ୍ତା ପାଇଁ…

Bhakta Das’s Visit To Western Odisha: ଆଗାମୀ ୧୭ ରୁ ୨୦ ତାରିଖ ମଧ୍ୟରେ ଭକ୍ତ ଦାସଙ୍କ ପଶ୍ଚିମ ଓଡିଶା ଗସ୍ତ

ଆଗାମୀ ୧୭ ରୁ ୨୦ ତାରିଖ ମଧ୍ୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ପଶ୍ଚିମ ଓଡିଶା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଆସନ୍ତା ୧୭ ଜାନୁଆରୀ ଝାରସୁଗୁଡାଠାରେ ଦିନ ୧୧.୩୦ ରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ…

BJD Suspends 2 MLAs: ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ୱିତ

ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବିଜୁ ଜନତା ଦଳ । ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବନ କରିଛନ୍ତି…

New Odisha Assembly & Lok Seva Bhavan: ନୂତନ ବିଧାନସଭା ଏବଂ ଲୋକସେବା ଭବନ ନିର୍ମାଣର ଆବଶ୍ୟକତା ଉପରେ ପ୍ରଶ୍ନ ଉଠାଇଲା ବିଜେଡି

ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ନୂତନ ବିଧାନସଭା ଓ ଲୋକସେବା ଭବନ ନିର୍ମାଣ ପାଇଁ ନିକଟରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ଏହାର ଆବଶ୍ୟକତାକୁ ନେଇ ବିଜୁ ଜନତା ଦଳ ପ୍ରଶ୍ନ ଉଠାଇଛି । ରାଜ୍ୟରେ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ…

Fire Breaks Out At BJP MP Residence: ବିଜେପି ସାଂସଦ ରବିଶଙ୍କର ପ୍ରସାଦଙ୍କ ଘରେ ଅଗ୍ନିକାଣ୍ଡ

ବିଜେପି ସାଂସଦ ରବିଶଙ୍କର ପ୍ରସାଦଙ୍କ ବାସଭବନରେ ଅଗ୍ନିକାଣ୍ଡ ହୋଇଛି । ଆଜି ସକାଳ ପ୍ରାୟ ୮ଟା ୩ ମିନିଟ୍ ସମୟରେ ବାସଭବନରେ ନିଆଁ ଲାଗିଥିବା ଜଣାପଡ଼ିଛି । ୩ ଅଗ୍ନିଶମ ବାହିନୀ ଦ୍ବାରା ନିଆଁ ଆୟତ୍ତ କରିଛନ୍ତି । ଘଟଣାସ୍ଥଳରେ ପୋଲିସ୍‌…

Naveen Holds Meeting With BJD MLAs: ବିଜେଡି ବିଧାୟକ ମାନଙ୍କ ସହ ନବୀନ ପଟ୍ଟନାୟକଙ୍କ ଆଲୋଚନା

ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ୯ ଜଣ ବିଧାୟକ ମାନଙ୍କୁ ଭେଟି ସେମାନଙ୍କ ନିର୍ବାଚନ ମଣ୍ଡଳୀର ସମସ୍ୟା ଓ ଦଳୀୟ ସଂଗଠନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ତୃଣମୂଳ ସ୍ତରରେ…

Congress Holds Farmers’ Justice March And Protest Rally: ନୟାଗଡରୁ ସଂଗ୍ରାମର ଡାକରା ଆସିଛି: ଭକ୍ତ

ଧାନ କିଣାରେ ଅବ୍ୟବସ୍ଥା, ମଣ୍ଡି ଖୋଲା ନଯିବା, ଚାଷୀଙ୍କୁ ମାଗଣା ବିଦ୍ୟୁତ ଯୋଗାଣ ଆଦି ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶଙ୍କ ନେତୃତ୍ୱରେ ଏକ ବିଶାଳ ଚାଷୀ ନ୍ୟାୟ ଶୋଭାଯାତ୍ରା ଏବଂ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି ।…

Farmers Rally In Bargarh: ବରଗଡ଼ରେ ବିଜେଡିର ବିଶାଳ ଚାଷୀ ସମାବେଶ

ଚଳିତ ଖରିଫ ଋତୁରେ ବରଗଡ଼ ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ଭାଇ ଭଉଣୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଓ ତାର ତ୍ୱରିତ ସମାଧାନ ପାଇଁ ବରଗଡ଼ର ସୋହେଲା ଠାରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ନେତୃତ୍ୱରେ ବରଗଡ଼…

Youth Congress Stages PUCC Protest: ପରିବହନ ମନ୍ତ୍ରୀଙ୍କ ବାସଭବନକୁ ସାଇକେଲ ଯାତ୍ରାରେ ପ୍ରତିବାଦ କଲା ରାଜ୍ୟ ଯୁବ କଂଗ୍ରେସ

ଗାଡ଼ି ଚାଳକଙ୍କ ଉପରେ ମନଇଛା ଫାଇନ ଏବଂ ତ୍ରୁଟିପୂର୍ଣ୍ଣ ପ୍ରଦ୍ୟୁଷଣ ପ୍ରମାଣପତ୍ର ନିତି ପ୍ରତିବାଦରେ ଆଜି ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଜେନାଙ୍କ ସରକାରୀ ବାସଭବନ ଘେରାଉ କରାଯାଇଥିଲା…