Category: ରାଜନୀତି

ବିଜେଡି ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପରେ ଜୟଦେବ ବିଧାୟକ ଅରବିନ୍ଦ ଢାଲି ମଧ୍ୟ ବିଜେଡି ଛାଡ଼ିଲେ । ସେ ଆସନ୍ତାକାଲି ନିଜ ସମର୍ଥକ ମାନଙ୍କ ସହ ବିଜେପିରେ ଯୋଗ ଦେବେ । ମାଲକାନଗିରି ଆସନରୁ…

ଓଡ଼ିଶାରେ ମେଣ୍ଟ ହେବାର ପ୍ରଶ୍ନ ଉଠୁନି: ମନମୋହନ ସାମଲ

ସମସ୍ତ ଗୁଜବ ଓ କଳ୍ପନା ଜଳ୍ପନାରେ ପୂର୍ଣ୍ଣଛେଦ ଟାଣି ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାରେ ବିଜୁ ଜନତା ଦଳ ସହ ମେଣ୍ଟ ହେବନି ବୋଲି ସ୍ପଷ୍ଟ କରିଛନ୍ତି । ବିଜେପି ଓଡ଼ିଶାର ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି…

ମେଣ୍ଟ ପାଇଁ କ୍ଷମତା ଓ ପ୍ରତିପତ୍ତି ତ୍ୟାଗ କରିବାକୁ ପ୍ରସ୍ତୁତ କି ବିଜଦ?

ନିର୍ଭୟ ମିଡିଆ, ଭୁବନେଶ୍ୱର: ମକର ସଂକ୍ରାନ୍ତୀରେ ଗୁଡ଼ି ଉଡ଼ିଲା ପରି ଏବେ ସାରା ରାଜ୍ୟରେ ଉଡ଼ୁଛି ମେଣ୍ଟ ଗୁଡ଼ି । ଯିଏ ଯାହା ଖୁସିରେ ଗୁଡ଼ି ଉଡ଼ାଇବା ସହ ଆସନ ମଧ୍ୟ ବଣ୍ଟାବଣ୍ଟି କରିଦେଲେଣି । ଏପ୍ରକାର ଗୁଜବର ସ୍ରଷ୍ଟା କିଏ,…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିଜେପି ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ

ନିର୍ବାଚନ ପାଖେଇ ଆସୁଥିବା ବେଳେ ବିରୋଧୀ ଦଳ ନବୀନ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଆଜି ବିଜେପି ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତ ଯେ କେନ୍ଦ୍ର ଯୋଜନାକୁ କପିପେଷ୍ଟ କରି ଶ୍ରେୟ ନେବାକୁ ଚେଷ୍ଟା କରୁଛି ବିଜେଡି ସରକାର। ସେ…

ରାଜମହଲରେ ପୋଲିସ ଓ ଛାତ୍ର କଂଗ୍ରେସ ମୁହାଁ ମୁହିଁ

ଭୁବନେଶ୍ବର: ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଛି। ଯୁବ କଂଗ୍ରେସ କର୍ମୀମାନେ ପୁଲିସ ଉପରକୁ ଅଣ୍ଡା ଓ ଟମାଟୋ ମାରିଛନ୍ତି। ବେକାରୀ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଆଜି ବିକ୍ଷୋଭ କରିବା ସହ…

କଂଗ୍ରେସରୁ ଇସ୍ତଫା ଦେଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ବର: କଂଗ୍ରେସରୁ ପୁଣି ଜଣେ ବରିଷ୍ଠ ନେତା ଇସ୍ତଫା ଦେଇଛନ୍ତି। ଏବେ ଦଳକୁ ଆଉ ଏକ ଝଟକା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଇସ୍ତଫାର ସଠିକ କାରଣ ଏଯାଏଁ…

ସିଦ୍ଧାନ୍ତ ମହାପାତ୍ର ଓ ବିପିନ ପ୍ରଧାନ ବିଜେପିରେ ସାମିଲ ହେବେ!

ମିଳିଥିବା ସୂଚନା ଅନୁଯାୟୀ ପୂର୍ବତନ ବ୍ରହ୍ମପୁର ସାଂସଦ ସିଦ୍ଧାନ୍ତ ମହାପାତ୍ର ଓ ଦିଗପହଣ୍ଡିର ବିଦ୍ରୋହୀ ବିଜେଡି ନେତା ବିପିନ ପ୍ରଧାନ ଆଜି ପଦ୍ମ ଧରି ପାରନ୍ତି । ଗତ ୩୩ ବର୍ଷ ଧରି ବିଜେଡି ସହ ତୃଣମୂଳ ସ୍ତରରେ ଜଡ଼ିତ ଥିବା…

ପୂର୍ବତନ ବିଧାୟକ ନବୀନ ନନ୍ଦ ଏବଂ ଭାଦୋବ ହାଁସଦା ବିଜେପିରେ ହେଲେ ସାମିଲ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲ୍ଲାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ନବୀନ ନନ୍ଦ, ପୂର୍ବତନ ଗଁଦିଆ ବ୍ଲକ ଅଧ୍ୟକ୍ଷ ସନାତନ ସାହୁ, ନାରାୟଣ ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷା ଆର୍ତବନ୍ଧୁ ସାହୁ, ଢେଙ୍କାନାଳ…

ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିରୋଧ

ଖଲ୍ଲିକୋଟ: ସାଧାରଣ ନିର୍ବାଚନ ପାଖେଇ ଆସୁଛି। ସମ୍ନାକୁ ଆସିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ବିଜେଡିରେ ଗୋଷ୍ଠୀ କଳି। ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ବିରୋଧରେ ଅସନ୍ତୁଷ୍ଟ ଓ ନେତା କର୍ମୀମାନେ ଖୋଲାଖୋଲି ବିରୋଧ କରିଛନ୍ତି ଏବଂ ଏହା ସହ ‘ବିଧାୟିକା…

ସରକାରୀ ବିଜ୍ଞାପନରେ ବିଜେଡିର ଦଳୀୟ ଚିହ୍ନ ଶଙ୍ଖ ପ୍ରସଙ୍ଗକୁ ନେଇ ବିଜେପିର ବିରୋଧ

ଭୁବନେଶ୍ୱର: ଓଡ଼ିଶାର ସାଧାରଣ ଜନତାଙ୍କ ଶହ ଶହ କୋଟି ଟଙ୍କା ନବୀନ ସରକାର ନିଜର ରାଜନୈତିକ ଉଦ୍ଦେଶ୍ୟରେ ଖର୍ଚ୍ଚ କରିଛି । “ଆଚରଣ ବିଧି” ଅନୁସାରେ କୌଣସି ରାଜନୈତିକ ଦଳ ନିଜର ଦଳୀୟ ଚିହ୍ନକୁ ସରକାରୀ ବିଜ୍ଞାପନ ଓ କାର୍ଯ୍ୟକ୍ରମରେ ବ୍ୟବହାର…