Category: ରାଜନୀତି

ବିଧାନସଭାରେ ଧାରା ୩୭୦ ବ୍ୟାନର ପ୍ରଦର୍ଶନକୁ ନେଇ ହାତାହାତି ହେଲେ ଏକାଧିକ ଦଳର ବିଧାୟକ

୩୭୦ ଧାରା ଉଚ୍ଛେଦ ହେବା ପରେ ଦୀର୍ଘ ୬ ବର୍ଷ ପରେ ଜମ୍ମୁ କଶ୍ମୀର ବିଧାନସଭାରେ ଗତ ସେମାବାର ଠାରୁ ୫ ଦିନିଆ ଅଧିବେଶନ ଆରମ୍ଭ ହୋଇଛି । ଆଜି ଜମ୍ମୁ-କଶ୍ମୀରରେ ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନର ଚତୁର୍ଥ ଦିନରେ ଦେଖିବାକୁ…

ଟାକୁଆ ପରେ ଉଠିଲାଣି ମିଲର୍ସଙ୍କୁ ଟଙ୍କା ମଗା ଅଭିଯୋଗ; ଯୋଗାଣ ମନ୍ତ୍ରୀଙ୍କ ଇସ୍ତଫା ଓ ଗିରଫ ଦାବି କଲା ବିଜଦ

କନ୍ଧମାଳ ଜିଲାରେ ଆମ୍ବ ଟାକୁଆ ଜାଉ ଖାଇବା ଘଟଣାଟି ଭାଜପା ସରକାର ସକାଶେ କଳାଦାଗ ହୋଇଛି। ବିଳମ୍ବରେ ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଘଟଣାର ଆରଡିସି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇ ସ୍ଥିତି ସମ୍ଭାଳିବାକୁ ଚେଷ୍ଟା କରିଛନ୍ତି । ଏହି…

ନବୀନଙ୍କୁ ବିଜୁ -ଗୀତାଙ୍କଠାରୁ ପସନ୍ଦ ପାଣ୍ଡିଆନ

୨୪ବର୍ଷ ମୁଖ୍ୟମନ୍ତ୍ରୀ ରହିଥ‌ିବା ନବୀନ ପଟ୍ଟନାୟକ ଦେଖନ୍ତି ନିର୍ଭୟ ଗୁମର କଥା । ଏବେର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁମର କଥା ଦେଖୁଥିବା ସ୍ୱୀକାର କରିସାରିଛନ୍ତି । ତେବେ ବର୍ତ୍ତମାନର ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପ୍ରଥମ ଥର…

ଚୋରି ଘଟଣା କୁ ନେଇ ତାରାତାରିଣୀ ମନ୍ଦିର କୁ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପଠାଇଲା ବିଜେଡି

ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଦୈବୀପୀଠ ତାରାତାରିଣୀ ମନ୍ଦିରରୁ ଚୋରି ଘଟଣା ନେଇ ବିଜୁ ଜନତା ଦଳ ରାଜ୍ୟସରକାରଙ୍କ ଉପରେ ବର୍ଷିଛି | ଏହା ଘଟଣା ସ୍ଥଳକୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ପଠାଇଛି । ବିଜୁ ଜନତା ଦଳର ସଭାପତି ନବୀନ…

ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ…

ମନ୍ଦ ଉଦ୍ଦେଶ୍ୟ ରଖି ଆଦିବାସୀଙ୍କ ନାଁରେ ରାଜନୀତି କରୁଛି ବିଜେଡି: ବିଜେପି

ବିଜେପି ଆଜି ସାମ୍ୱାଦିକ ସମ୍ମିଳନୀ କରି ଆମ୍ବ ଟାକୁଆ ଜାଉ ଦ୍ଵାରା ମୃତ୍ୟୁ ବରଣ କରିଥିବା ମାମଲାରେ ବିଜେଡ଼ି କୁ ଟାର୍ଗେଟ କରି କହିଛନ୍ତି ବିଜେଡି ନେତ୍ରୀଙ୍କ ମିଛ କହିବାର ଅଭ୍ୟାସ ରହିଛି । ପ୍ରତିଦିନ ଗଣମାଧ୍ୟମର ସମୟ ନଷ୍ଟ କରିବାର…

ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣାରେ ପୁଣି ବର୍ଷିଲା ବିଜେଡି

କନ୍ଧମାଳରେ ଘଟିଥିବା ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣାକୁ ନେଇ ସରକାରଙ୍କୁ ପୁଣି ଟାର୍ଗେଟ୍ କଲା ବିଜେଡି । ଏକ ପ୍ରେସମିଟରେ ବିଜେଡି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ଖାଦ୍ୟ ଚାଉଳ ନ…

ଆମେରିକା ନିର୍ବାଚନରେ ବାଜି ମାରିଲେ ଡୋନାଲ୍ଡ ଟ୍ରମ୍ପ; ହେବେ ୪୭ତମ ରାଷ୍ଟ୍ରପତି

ଆମେରିକାର ୪୭ତମ ରାଷ୍ଟ୍ରପତି ଗାଦି ହାତେଇଲେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ। ଭାରତୀୟ ବଂଶୋଦ୍ଭବ ତଥା ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସଙ୍କୁ ହରେଇ ଆମେରିକା ନିର୍ବାଚନ ଜିତିଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ସୂଚନା ମୁତାବକ…

ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେପିରେ ସାମିଲ ହେଲେ ସୁନନ୍ଦା ଦାସ । ନିକଟରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ନୂତନ ଏନ୍. ଏ. ସି. ଗଠନ ପାଇଁ ଜିଲ୍ଲା ପ୍ରଶାସନ ଠାରୁ ସୂଚନା ମାଗିଲା ଆବାସ ଓ ସହରାଞ୍ଚଳ ବିକାଶ ବିଭାଗ

ଦେଓଗଡ଼, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡ଼ା, କେନ୍ଦୁଝର, ମାଲକାନଗିରି ଏବଂ ନବରଙ୍ଗପୁର ବ୍ଯତୀତ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନୂତନ ଏନ୍ଏସି ନିର୍ମାଣ ପାଇଁ ଆବଶ୍ଯକ ସୂଚନା ଦେବାକୁ ଗୃହ ଏବଂ ସହରାଞ୍ଚଳ ବିକାଶ ବିଭାଗ ନିର୍ଦ୍ଦେଶ ଦେଇଛି। ଜିଲ୍ଲାପାଳଙ୍କୁ ଲେଖିଥିବା ଚିଠିରେ ଅତିରିକ୍ତ…