Category: ରାଜନୀତି

ଖଣ୍ଡଗିରି ଓ ଉଦୟଗିରି ବୁଲି ଦେଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଭୁବନେଶ୍ବର ସ୍ଥିତ ଐତିହାସିକ ଖଣ୍ଡଗିରିରେ ଓ ଉଦୟଗିରି କୀର୍ତ୍ତିରାଜି ପାହାଡ଼ ପରିଦର୍ଶନ କରିଛନ୍ତି। ଉଦୟଗିରି ପାହାଡ଼ର ରାଣୀ ଗୁମ୍ଫା, ହାତୀ ଗୁମ୍ଫା, ଜମ୍ବେଶ୍ଵର ଗୁମ୍ଫା, ସର୍ପ ଗୁମ୍ଫା ଆଦି ବୁଲି ଦେଖିଛନ୍ତି। ଏହା ସହ ମହାମେଘବାହାନ…

ଜୁଲାଇ ୧୯ ଓ ୨୦ରେ ହେବ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ

ଶାସନକୁ ଆସିବା ପରେ ରାଜ୍ୟ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଜୁଲାଇ ୧୯ ଓ ୨୦ରେ ବସିବାକୁ ଯାଉଛି । ହେବାକୁ ଥିବା ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ।…

ସରକାରୀ ଜମିରୁ ହଟିବ ବେଆଇନ ଦଖଲ, ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସରକାରୀ ଜମିରୁ ବେଆଇନ ଦଖଲ ହାତେଇବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେଉଁଠି ବେଆଇନ ଜବରଦଖଲ ଦେଖୁଛ…

୨ ଦିନିଆ ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୨ତମ ଭାରତ-ରୁଷିଆ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ରୁଷ ଗସ୍ତରେ ଯାଉଛନ୍ତି । ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ । ମସ୍କୋରେ ଜୁଲାଇ…

ପୁରୀ ବେଳାଭୂମିରେ ମହାମହିମଙ୍କ ମର୍ଣ୍ଣିଂ ୱାକ୍ 

ସକାଳୁ ସକାଳୁ ପୁରୀ ବେଳାଭୂମିରେ ମହାମହିମ କରିଛନ୍ତି ମର୍ଣ୍ଣିଂ ୱାକ୍ । ଆଜି ଭୋରରୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କରିଛନ୍ତି । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । କଡା…

କିଛି ଶିଖିଲାନି ବିଜେଡି; ପୁଣି ପାଣ୍ଡିଆନ ଛାପ

ନିର୍ବାଚନ ହାରିବା ପରେ ବି ବିଜେଡିର ଚେତା ପଶିନି। ଦଳରେ ପୁଣି ପାଣ୍ଡିଆନଙ୍କ ଛାପ ଦେଖିବାକୁ ମିଳିଛି। ଲୋକଲୋଚନକୁ ନଆସି ପଛରେ ରହି ଦଳକୁ ଆଜି ବି ସେ ହାତମୁଠାରେ ରଖିଛନ୍ତି। ଆଜି ବିଜେଡିର ସମସ୍ତ ରାଜ୍ୟସ୍ତରୀୟ କମିଟି ଭଙ୍ଗାଯାଇ ନୂତନ…

୨୪ ବର୍ଷର ବିଜେଡି ସରକାର ଓ ୨୪ ଦିନର ବିଜେପି ସରକାରକୁ ଓଡ଼ିଶାବାସୀ ଭଲଭାବେ ପରଖୁଛନ୍ତି: ତେଜେଶ୍ୱର ପରିଡା

ନିର୍ବାଚନରେ ଓଡିଶାବାସୀଙ୍କ ଦ୍ୱାରା ପ୍ରତ୍ୟାକ୍ଷିତ ହେବା ପରେ ବିଜେଡିର ନେତା ଓ ନେତ୍ରୀମାନେ ଆରମ୍ଭ କରିଦେଇଥିବା ପ୍ରଳାପ ଅତ୍ୟନ୍ତ ହାସ୍ୟାସ୍ପଦ ଓ ଦୁର୍ଭାଗ୍ୟଜନକ । ରାଜ୍ୟ ସଡକ ପରିବହନ ନିଗମର କ୍ଷତି ପାଇଁ ଦାୟୀ କିଏ? କେଉଁ ସରକାର ସମୟରେ ଓଏସ୍‌ଆରଟିସି…

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ପହଞ୍ଚିବା ପରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ…

ରଙ୍ଗ ବଦଳା ରାଜନୀତି ଛାଡି ଓଡିଶାବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ ପାଳନ କର: ବିଜେଡ଼ି

ଲକ୍ଷ୍ମୀ ବସର ରଙ୍ଗ ଓ ନାମ ବଦଳାଇବାକୁ ନେଇ ବିଜେପି ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି। ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ିର ବରିଷ୍ଠ ନେତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ…

କୁସୁମା କଟେଜ୍‌କୁ ହାତକୁ ନେବ ଜିଲ୍ଲା ପ୍ରଶାସନ

ଯାଜପୁରର ବହୁ ଚର୍ଚ୍ଚିତ କୁସୁମା କଟେଜ୍‌ ନେଇ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ସୂଚନା । ସେ କହିଛନ୍ତି କୁସୁମା କଟେଜ୍‌କୁ ହାତକୁ ନେବ ଜିଲ୍ଲା ପ୍ରଶାସନ । ପୌର ପାଳିକା ଜମିରେ କଟେଜ୍‌ ତିଆରି ହୋଇଥିବା ସ୍ପଷ୍ଟ ହୋଇଛି ।…