Category: ରାଜନୀତି

ସୁଭଦ୍ରା ଯୋଜନାକୁ ନେଇ ବିଜେପିକୁ ଟାର୍ଗେଟ କଲା କଂଗ୍ରେସ 

ଆଜି ବିଜେପିକୁ ଟାର୍ଗେଟ କରି କଂଗ୍ରେସ ନେତା ବିଶ୍ଵ ରଂଜନ ମହାନ୍ତିଙ୍କ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସୁଭଦ୍ରା ପ୍ରସଙ୍ଗରେ ବିଜେପିକୁ ୩ଟି ପ୍ରଶ୍ନ କରିଛି କଂଗ୍ରେସ। ସେ କହିଛନ୍ତି ସୁଭଦ୍ରା ଯୋଜନାର କେତେ ମହିଳା ସାମିଲ ହେବେ…

ସୁଭଦ୍ରା ଯୋଜନାକୁ ନେଇ ମାତିଛନ୍ତି ସାଇବର ଠକ; ସତର୍କ କରାଇଲେ ଉପମୁଖ୍ୟମନ୍ତ୍ରୀ

ସେପ୍ଟେମ୍ବର ୧୭ ତାରିଖ ଦିନ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମାତିଥିବା ସାଇବର ଠକଙ୍କଠୁ ସାବଧାନ ରହିବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ସୁଭଦ୍ରା ଯୋଜନାର…

ନବୀନ ବାବୁ ବାସ୍ତବରେ ‘ସାଧୁ ନା ବେଇମାନ’ ସସ୍ମିତ ପାତ୍ର ସ୍ପଷ୍ଟ କରନ୍ତୁ: ମନୋଜ ମହାପାତ୍ର

ଏକଦା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଆକ୍ଷେପ କରି “ବେଇମାନ ଲିଗାସି ଇନ୍ ନବୀନ ପଟ୍ଟନାୟକଏସ୍ ବିଜେଡି” ବୋଲି କହିଥିବା ବିଜେଡି ସାଂସଦ ତଥା ମୁଖପାତ୍ର ସସ୍ମିତ ପାତ୍ରଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତି ଟିପ୍ପଣୀ…

୨ ଦିନରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ କେଜ୍ରିୱାଲ୍

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ଅରବିନ୍ଦ କେଜ୍ରିୱାଲ୍। ୨ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ବୋଲି କହିଛନ୍ତି। ୬ ମାସ ପରେ ଜେଲରୁ ବାହାରିବା ପରେ ଦିଲ୍ଲୀର ଏକ ସାଧାରଣ ସଭାରେ କେଜ୍ରିୱାଲ ଏଭଳି ଘୋଷଣା କରିଛନ୍ତି। ସେ ଅଗ୍ନି…

ଶୁଭଶ୍ରୀଙ୍କ ପ୍ରତିଭାକୁ ପ୍ରଶଂସା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କୁନି ଝିଅ ଶୁଭଶ୍ରୀ ନନ୍ଦିଙ୍କ ଅସାଧାରଣ ପ୍ରତିଭା ଦେଖି ଖୁସି ବ୍ୟକ୍ତ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା…

ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟରେ ବିଜୟୀ ‘ଲିଡ଼ର୍ସ ଏକାଦଶ’ ଦଳକୁ ଅଭିନନ୍ଦନ ଜଣାଇଲେ ଉପମୁଖ୍ୟମନ୍ତ୍ରୀ

ଟାଟା ଷ୍ଟିଲ ପକ୍ଷରୁ ଓଡ଼ିଶା ଫୁଟବଲ୍‌ ଏକାଡ଼େମୀ ପଡ଼ିଆରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟର ଚମ୍ପିଆନ୍‌ ‘ଲିଡର୍ସ ଏକାଦଶ’ ଦଳ ଓ ରନର୍ସ ଅପ୍‌ ‘ଅଫିସର୍ସ ଏକାଦଶ’ ଦଳ ସମେତ ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଥିବା ‘ମିଡ଼ିଆ…

ଆସନ୍ତା ୧୭ ତାରିଖରେ ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଛୁଟି ସହ ସରକାରୀ କାର୍ଯ୍ୟାଳୟ ଗୁଡିକ ପ୍ରଥମାର୍ଦ୍ଧ ଛୁଟି

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ…

ବିରୋଧୀ ଦଳ ନେତା ଭାବେ ନବୀନ ପଟ୍ଟନାୟକ ବିଫଳ

ବିରୋଧୀ ଦଳ ନେତା ଭାବେ ବିଫଳ ହୋଇଛନ୍ତି ନବୀନ ପଟନାୟକ । ବିଫଳ ହୋଇଛି ବିଜୁ ଜନତା ଦଳ । କହିବାକୁ ଗଲେ ବଡ଼ ଅନ୍ତଦ୍ୱନ୍ଧ୍ଵ ସତ୍ତ୍ୱେ କଂଗ୍ରେସ ବିଧାନସଭାରେ ତା’ର ପୂର୍ବ ପରିଚୟ ବଜାୟ ରଖୁଛି । କିନ୍ତୁ କାହିଁକି…

କୋଲକାତା ଲଜ୍ଜ୍ୟା: ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟି କାମକୁ ଫେରିବାକୁ ଅନୁରୋଧ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ 

କୋଲକାତାରେ ଆର୍‌ଜି କର ହସ୍ପିଟା‌ଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।ଡାକ୍ତରଙ୍କୁ ଭେଟିବା ସହ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅପିଲ୍ କରିଛନ୍ତି ମମତା। ମୁଖ୍ୟମନ୍ତ୍ରୀ ମମତା…

ଓଡ଼ିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର…