Category: ରାଜନୀତି

ଲୋକସଭା ନିର୍ବାଚନରେ ଓଡ଼ିଶାରେ ବିଜେଡିକୁ ଟପିବ ବିଜେପି: ଟାଇମ୍ସ ନାଓ ସର୍ଭେ

ଭୁବନେଶ୍ଵର: ସାଧାରଣ ନିର୍ବାଚନକୁ ଆଉ ମାତ୍ର ୩ମାସ ବାକିଥିବାବେଳେ ଓଡ଼ିଶାରେ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ବେଶ୍ ଶୀର୍ଷରେ ରହିଛି । ଆଉ ନବୀନ ପଟ୍ଟନାୟକଙ୍କ ବିଜେଡିକୁ କଡ଼ା ଟକ୍କର ଦେଇ ବିଜେପି ରାଜ୍ୟର ୨୧ରୁ ୧୧ଟି ଲୋକସଭା ସିଟକୁ ଛଡ଼ାଇ ନେବ…

ଓଡିଶା ପାଇଁ କ’ଣ କରିଛନ୍ତି ରାହୁଲ ଗାନ୍ଧୀ ବା କଂଗ୍ରେସ ଦଳ? : ନାଉରୀ ନାୟକ

ଭୁବନେଶ୍ୱର: ଓଡିଶାରେ ବିଜେଡି ଓ କଂଗ୍ରେସ ଭିତରେ ଅନେକ ଭିତିରି ବୁଝାମଣା ରହିଛି । ବିଧାନସଭା ଭିତରେ ଓ ବାହରେ କଂଗ୍ରେସ ବିଜେଡିକୁ ସହଯୋଗ କରିଆସୁଛି । ଏପରିକି ପରୋକ୍ଷ ଭାବେ ଓଡ଼ିଶାରେ କଂଗ୍ରେସ-ବିଜେଡି ମିଳିମିଶି ସରକାର ଚଳାଉଛନ୍ତି । ବାସ୍ତବରେ…

ପରୀ ହତ୍ୟା ମାମଲାକୁ ଚାପିବା ପାଇଁ ଚେଷ୍ଟା କରୁଥିବା ନବୀନ ସରକାରର ମୁଖା ଖୋଲିଛି: ଅନିଲ ବିଶ୍ୱାଳ

ଭୁବନେଶ୍ୱର: ନୟାଗଡର ନାବାଳିକା ଝିଅ ପରୀର ହତ୍ୟା ମାମଲାକୁ ଚାପି ଦେବା ପାଇଁ ଚେଷ୍ଟା କରୁଥିବା ବିଜୁ ଜନତା ଦଳ ସରକାରର ମୁଖା ଆଜି ଖୋଲିଛି । ମାନ୍ୟବର ଅଦାଲତଙ୍କର ଆଜିର ରାୟ ପ୍ରମାଣିତ କରୁଛି କିଭଳି ଏହି ମାମଲାକୁ ବିଜୁ…

ଓଡ଼ିଶାରେ ଆରମ୍ଭ ହେଲା କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା

ରାଉରକେଲା : ଆଜି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ଓଡ଼ିଶାରେ ପ୍ରବେଶ କରିଛି। ସନ୍ଧ୍ୟା ୫ଟାରେ ରାହୁଲ ଗାନ୍ଧୀ ଝାରଖଣ୍ଡରୁ ଆସି ବିରମିତ୍ରପୁରରେ ପହଞ୍ଚିଛନ୍ତି। ତାଙ୍କୁ ସେଠାରେ ଦଳ ପକ୍ଷରୁ ବିପୁଳ ସ୍ୱାଗତ କରାଯାଇଛି। ବିରମିତ୍ରପୁରର ସୀମାନ୍ତରେ କଂଗ୍ରେସ ଦଳର…

ଷୋଡଶ ବିଧାନସଭାର ଶେଷ ଅଧିବେଶନ ପାଇଁ ବିଜେପି ବିଧାୟକ ଦଳ ବୈଠକ 

ଭୁବନେଶ୍ୱର: ଆଜିଠୁ ଷୋଡଶ ବିଧାନସଭାର ଶେଷ ଅଧିବେସନ ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ଜନପ୍ରସଙ୍ଗ, ସାଧାରଣ ଲୋକଙ୍କ ମୈାଳିକ ସମସ୍ୟା ଏବଂ ସାଂପ୍ରତିକ ସାମାଜିକ ଓ ରାଜନୈତିକ ପରିସ୍ଥିତିକୁ ନେଇ ବିଜେପି ବିଧାନସଭା ଅଧିବେସନରେ ପୁଙ୍କାନୁପୁଙ୍ଖ ଆଲୋଚନା କରିବା ସହିତ…

ମୋଦୀଙ୍କ ଓଡ଼ିଶା ଗସ୍ତ; ଓଡ଼ିଶାରେ ଭାଜପା ନା ବିଜେଡି କରିବ ରାଜ? ଦ୍ଵନ୍ଦ ଦୂର କଲେନି ମୋଦୀ

ଭୁବନେଶ୍ୱର: ପାଖେଇଆସୁଛି ଲୋକସଭା ନିର୍ବାଚନ। ନିର୍ବାଚନକୁ ନେଇ ବିଭିନ୍ନ ଦଳ ମଧ୍ୟ ସେହି ଭଳି ପ୍ରଚାର କରିବା ଆରମ୍ଭ କରିଛନ୍ତି। ବିରୋଧୀ ଦଳ ମଧ୍ୟ ଆଖି ଦେଖାଇ ବସିଛନ୍ତି କିଭଳି ଶାସକ ଦଳକୁ ନିଚା ଦେଖେଇବେ। ଏଇ ସବୁ ଭିତରେ ଚର୍ଚ୍ଚାରେ…

ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି; ଓଡ଼ିଶାର ବିକାଶ ପାଇଁ ପ୍ରତିଶ୍ରୁତି ଦେଲେ

ସମ୍ବଲପୁର: ସମ୍ବଲପୁର ରେମେଡ୍‌ ସଭାରେ ଆଜି ମୋଦୀ ଜନସାଧାରଣଙ୍କୁ ଭରୋଷା ଦେଇ କହିଛନ୍ତି ଯେ ଯାହାର କେହି ନାହାନ୍ତି ତାର ମୋଦୀ ଅଛନ୍ତି। ଖାଲି ଏତିକି ଯେ ତାହାନୁହେଁ ମୋଦି ଆହୁରି କହିଛନ୍ତି, ଆମ ସରକାର ଓଡ଼ିଶାର ବିକାଶ ପାଇଁ ଅହରହ…

ନବୀନ ସରକାରଙ୍କୁ ଟାର୍ଗେଟ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଜେଡିକୁ ଟାର୍ଗେଟ୍ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗୋପାଳପୁର କାର୍ଯ୍ୟକ୍ରମରେ ‘ଜୟ ଶ୍ରୀରାମ’ ନାରାକୁ ନେଇ ଶାସକ ଦଳକୁ କଟାକ୍ଷ କରିଛନ୍ତି । ପିଲା ଜୟ ଶ୍ରୀରାମ ନାରା…

କଂଗ୍ରେସର ନୂଆ ଫର୍ମୁଲା: ଅନଲାଇନ ଟିକେଟ ଆବେଦନ

ଭୁବନେଶ୍ୱର: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନକୁ ନେଇ କଂଗ୍ରେସର ବଡ଼ ଘୋଷଣା। କଂଗ୍ରେସ ଟିକେଟ ନେଇ ପିସିସି ପ୍ରଭାରୀ ଅଜୟ କୁମାରଙ୍କ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଅନଲାଇନରେ ସବୁ ତଥ୍ୟ ଦେଇ ଟିକେଟ ଆବେଦନ କରିବେ ଆଶାୟୀ।…

କେନ୍ଦ୍ରୀୟ ବଜେଟକୁ ନେଇ ଖୁସି ପ୍ରକାଶ କରିଛନ୍ତି ମନମୋହନ ସାମଲ

ଭୁବନେଶ୍ୱର: ଆଜି ଉପସ୍ଥାପିତ ହୋଇଥିବା କେନ୍ଦ୍ର ବଜେଟ୍ କେବଳ ମଧ୍ୟବିତକାଳିନ ବଜେଟ୍ ନୁହେଁ, ବରଂ ଏହା ସର୍ବସମାବେଶୀ ଓ ସୃଜନଶୀଳ ବଜେଟ୍ । ବିଗତ ୧୦ବର୍ଷ ଭିତରେ ବିକଶିତ ଭାରତର ସ୍ୱପ୍ନକୁ ଆଖି ଆଗରେ ରଖି ଓ ୨୦୪୭ ମସିହା ସୁଦ୍ଧା…