Category: ରାଜନୀତି

ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ

ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ । ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦେଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ବର୍ତମାନ ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ…

ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର; ବିଜେଡିରେ ଯୋଗ ଦେବେ

ବିଜେପି ସହ ଦୀର୍ଘ ୨୩ ବର୍ଷର ସମ୍ପର୍କ ଛିନ୍ନ କରିଛନ୍ତି ରାଜ୍ୟ ଉପ ସଭାପତି ଭୃଗୁ ବକ୍ସିପାତ୍ର। ଦଳର ପ୍ରାଥମିକ ପଦରୁ ଇସ୍ତଫା ଦେବା ସହ ନିଜ କ୍ଷୋଭକୁ ବ୍ୟକ୍ତ କରିଛନ୍ତି । ବ୍ରହ୍ମପୁର ଲୋକସଭା ଆସନରୁ ଟିକେଟ ନ ମିଳିବା…

ବିଜେପିରେ ମିଶିଲେ ଲିଙ୍କନ ସୁବୁଦ୍ଧି

ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଲିଙ୍କନ ସୁବୁଦ୍ଧି ଆଜି ନିଜ ସମର୍ଥକଙ୍କ ସହିତ ବିଜେପିରେ ଯୋଗ ଦେଇଛନ୍ତି।ଓଡ଼ିଶାର ବିକାଶ ପାଇଁ ବିଜେପି ଲଢ଼େଇ କରିବ । ରାଜ୍ୟର ପ୍ରତ୍ୟେକ ପ୍ରାନ୍ତରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ବିଭିନ୍ନ…

ଆଦିବାସୀ ଯୁବକଙ୍କ ହାଜତ ମୃତ୍ୟୁ ନେଇ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ଥାନା ହାଜତରେ ଅସ୍ୱାଭାବିକ ମୃତ୍ୟୁ ବ୍ୟତିକ୍ରମ ନୁହେଁ ବରଂ ଏକ ସ୍ୱାଭାବିକ ଘଟଣାରେ ପରିଣତ ହେଲାଣି । ବିଶେଷକରି ଜିଲ୍ଲାର ଖଣି ଅଂଚଳ ଯୋଡା-ବଡବିଲ୍‌ରେ ଖଣି ମାଫିଆଙ୍କ ସହିତ ପୋଲିସର ମଧୁଚନ୍ଦ୍ରିକା କାହାକୁ ଆଶ୍ଚର୍ଯ୍ୟ ଚକିତ କରୁନଥିବାବେଳେ…

ରାଜ୍ୟର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ବିଜେପି, ବିଜେଡି ପରେ ଏବେ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ପ୍ରଥମ ପର୍ଯ୍ୟାୟରେ ଦଳ ଆଜି ରାଜ୍ୟର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ା…

ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ବହୁ ମାନସ ମନ୍ଥନ ଓ କଳ୍ପନାଜଳ୍ପନା ପରେ ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା । ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ୧୧୨ ଟି ବିଧାନସଭା ସିଟ ପ୍ରାର୍ଥୀ ଘୋଷଣା କଲା ବିଜେପି ।…

ଏତେ ସହଜ ନୁହେଁ ଜୁଏଲଙ୍କ ପାଇଁ ନିର୍ବାଚନ

ରାଉରକେଲାରୁ ନବୀନ ଦାସ : ସୁନ୍ଦରଗଡ ଲୋକସଭା ଆସନ ପାଇଁ ବରିଷ୍ଠ ଆଦିବାସୀ ନେତା ଜୁଏଲ ଓରାମଙ୍କୁ ପୁଣି ପ୍ରାର୍ଥୀ କରିଛି ଭାରତୀୟ ଜନତାପାର୍ଟି । ମେଣ୍ଟ ଭାଙ୍ଗିବା ପରେ ୨୦୦୯ରେ ବିଜୁ ଜନତା ଦଳର ପରୋକ୍ଷ ସମର୍ଥନରେ କଂଗ୍ରେସର ହେମାନନ୍ଦ…

କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା

ନିର୍ବାଚନ ପୂର୍ବରୁ କଂଗ୍ରେସ୍କୁ ଆଉ ଏକ ଝଟକା । ଟାଣୁଆ ନେତା ଅଧିରାଜ, ସୁରେନ୍ଦ୍ର ସିଂ ଭୋଇ ଓ ଚିରଞ୍ଜୀବ ବିଶ୍ୱାଳଙ୍କ ପରେ ଏବେ ଗଣେଶ୍ୱର ବେହେରା ଛାଡିଛନ୍ତି କଂଗ୍ରେସ ଦଳ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ଇସ୍ତଫା…

ପ୍ରଥମ ରିପୋର୍ଟ କାର୍ଡ ଜାରି କଲେ ପୁରୀ ବିଜେପି ସାଂସଦ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର

ଭୁବନେଶ୍ୱର: ଭୁବନେଶ୍ବର ବିଜେପି କାର୍ଯ୍ୟାଳୟଠାରେ ରିପୋର୍ଟ କାର୍ଡ ଜାରି କରିଛନ୍ତି ପୁରୀ ଲୋକସଭାର ସାଂସଦ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର। ଉଲ୍ଲେଖନୀୟ ବିଷୟ ହେଉଛି ଗତ ନିର୍ବାଚନରେ ହାରିଥିବା ସାଂସଦ ପ୍ରାର୍ଥୀଙ୍କ ମଧ୍ୟରେ ଏପରି ରିପୋର୍ଟ କାର୍ଡ ଜାରି କରିବାରେ ପ୍ରଥମ…

ମଇଦାନକୁ ଓହ୍ଲାଇଲେ ବୈଜୟନ୍ତ ପଣ୍ଡା

ବଡ ଲଢେଇ ପାଇଁ ପ୍ରସ୍ତୁତ ହେଉଛି କେନ୍ଦ୍ରପଡା । ବିଜେପି ଟିକେଟ ପାଇବା ପରେ କେନ୍ଦ୍ରାପଡାରେ ବିଶାଳ ରାଲି କରି ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବୈଜୟନ୍ତ ପଣ୍ଡା । ସେ କହିଛନ୍ତି କି, ମୋଦିଙ୍କ ବିକଶିତ ଭାରତ ଗଠନର ଆମର…