Category: ରାଜନୀତି

ଏନସିପି ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା, ୨ ଗିରଫ

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)ର ବରିଷ୍ଠ ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା । ମୁମ୍ବାଇର ବାନ୍ଦ୍ରା ଇଷ୍ଟରେ ତାଙ୍କ ଉପରକୁ ଗୁଳି ଚଳାଇଲେ ଦୁର୍ବୃତ୍ତ। ପେଟ ଓ ଛାତିରେ ବାଜିଲା ୨ରୁ ୩…

ବଢୁଛି ମୋହନଙ୍କ ପରିବାର; ଭାଙ୍ଗୁଛି ନବୀନ ଗଡ଼

ମୋହନ ସରକାରଙ୍କ ପରିବାର ବଢୁଥିବା ବେଳେ ଦିନକୁ ଦିନ ନବୀନ ଗଡ଼ ଭାଙ୍ଗିବାରେ ଲାଗିଛି। ଲୋକେ ନବୀନ ବାବୁଙ୍କ ଉପରେ ଆସ୍ଥା ହରାଉଥିବା ବେଳେ ମୋହନ ସରକାରଙ୍କ ଉପରେ ଅତୁଟ ବିଶ୍ୱାସ ରଖି ବିଜେପି ମୁହାଁ ହେଉଛନ୍ତି। ବିଜେଡି ଶିବିର ଫାଙ୍କା…

ବିଜେପି ହିନ୍ଦୁ ଭୋଟରଙ୍କ ପ୍ରଥମ ପସନ୍ଦ

ହିନ୍ଦୁ ଭୋଟରଙ୍କ ପ୍ରଥମ ପସନ୍ଦ ହୋଇପାରିଛି ବିଜେପି। ଏହାର ଏକ ଝଲକ ଦେଖିବାକୁ ମିଳିଛି ଜାମ୍ମୁ-କାଶ୍ମୀର ନିର୍ବାଚନ ଫଳାଫଳରେ। ଜମ୍ମୁ ଡିଭିଜନରେ ବିଜେପିର ଚମତ୍କାର ପ୍ରଦର୍ଶନ ଯୋଗୁଁ ଦଳ ହିନ୍ଦୁ ଅଧ୍ୟୁଷିତ ଅଞ୍ଚଳରେ ଏକକ ବୃହତ୍ତମ ଦଳ ଭାବେ ଉଭା ହୋଇଛି।…

ପ୍ରକାଶ ବେହେରା ଦଳ ଛାଡ଼ିବା ପ୍ରସଙ୍ଗ: ବିପର୍ଯ୍ୟୟ ବେଳେ ଭୀରୁମାନେ ହିଁ ଡଙ୍ଗାରୁ ଡେଇଁପଡ଼ନ୍ତି ବୋଲି କହିଲେ ସମ୍ବିତ

ଗତକାଲି ପ୍ରକାଶ ବେହେରା ବିଜେଡିରୁ ଇସ୍ତଫା ଦେବା ପରେ ସେହି ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ ସମ୍ବିତ ରାଉତରାୟ କହିଛନ୍ତି ପ୍ରକାଶ ବେହେରା କେବେ ବିଜେଡିରେ ନଥିଲେ । ସେ କଂଗ୍ରେସରୁ ବିଜେପି ଓ ସେଠାରୁ ବିଜେଡିକୁ ଆସିଥିଲେ । ତାଙ୍କୁ ଦଳ…

ରାଜଧାନୀର ବିଭିନ୍ନ ଦୁର୍ଗା ପୂଜାମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପବିତ୍ର ମହାଷ୍ଟମୀ । ପୂଜା ମଣ୍ଡପରେ ଧୁମ୍‌ଧାମ୍‌ରେ ଚାଲିଛି ମା’ ଦୁର୍ଗାଙ୍କ ମହାଷ୍ଟମୀ ପୂଜା। ଆଜି ଏହି ପବିତ୍ର ଦୁର୍ଗାଷ୍ଟମୀରେ ପୂଜାମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଭୁବନେଶ୍ବରର ବିଭିନ୍ନ ଦୁର୍ଗା ପୂଜା ମଣ୍ଡପ ପରିଦର୍ଶନ…

ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଆଜି ମଣ୍ଡପରେ ମା’ ଦୁର୍ଗତିନାଶିନୀ ଦୁର୍ଗାଙ୍କର ଅଷ୍ଟମୀ ପୂଜା । ଆଜି ମହାମାୟାଙ୍କ ମହାଷ୍ଟମୀ ଅବସରରେ ଭୁବନେଶ୍ୱରର ପୂଜା ମଣ୍ଡପ ବୁଲୁଛନ୍ତି ବିଜେଡ ସୁପ୍ରିମୋ ତଥା ନବୀନ ପଟ୍ଟନାୟକ । ରାଜଧାନୀ । ମଣ୍ଡପ ବୁଲିବା ପାଇଁ ନବୀନଙ୍କୁ ବିଭିନ୍ନ ପୂଜା…

ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ଦେହାନ୍ତ

ଗଞ୍ଜାମ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ। ଗୁରୁବାର ରାତି ପ୍ରାୟ ୯ଟା ବେଳେ ତାଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ଏକାଧିକ ବ୍ରେନ ହାମରେଜ ସହ ବିଭିନ୍ନ ଜାଗାରେ ରକ୍ତ…

ମୋହନ ସରକାରଙ୍କ ସଫଳତା ହୋଇପାରେ ବିଜେଡି ପାଇଁ ବଡ଼ ଚ୍ୟାଲେଞ୍ଜ

ମୋହନ ସରକାରଙ୍କ ସଫଳତା ବିଜେଡି ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହୋଇପାରେ। ୨୪ ବର୍ଷ ଶାସନରେ ରହି କେବେ ହାରିବାର ସ୍ୱାଦ ଚାଖିନଥିବା ବିଜେଡି ଆଜି କ୍ଷମତାଚ୍ୟୁତ ହୋଇଛି। ଏପରିକି ଦଳର ମୁଖିଆ ନବୀନ ବାବୁଙ୍କ ଉପରେ ଆସ୍ଥା ହରାଇ…

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ବିଜୁ ଜନତା ଦଳକୁ ପୁଣି ଲାଗିଲା ଶକ୍ତ ଝଟକା । ଦଳ ଛାଡୁଛନ୍ତି ଜଣଙ୍କ ପରେ ଜଣେ ନେତା । ଆଜି ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ନିଜର…

ପାଖାପାଖି ୨ କୋଟି ୩୦ ଲକ୍ଷ ଲୋକଙ୍କ ସାରିଲାଣି ରାସନ କାର୍ଡ ଇ-କେଓ୍ୱାଇସି: ଯୋଗାଣ ମନ୍ତ୍ରୀ

ଗରିବଙ୍କୁ ମାଗଣା ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଅଧିକ ସରଳ ଓ ସ୍ୱଚ୍ଛ କରିବା ପାଇଁ ସରକାର ଇ- କେଓ୍ୱାଇସି ବ୍ୟବସ୍ଥା ଆପଣାଇଛନ୍ତି। ରାସନ କାର୍ଡ ଇ-କେଓ୍ୱାଇସି ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ଦେଇ କହିଛନ୍ତି ପାଖାପାଖି ୨ କୋଟି…