Category: ରାଜନୀତି

ଜଟଣୀ ନିର୍ବାଚନମଣ୍ଡଳୀରୁ ଲଢ଼ିବେ ସୁରଙ୍କ ପୁଅ ମନ୍ମଥ ରାଉତରାୟ

ଜଟଣୀ ନିର୍ବାଚନମଣ୍ଡଳୀରୁ ଲଢ଼ିବେ ସୁରଙ୍କ ପୁଅ ମନ୍ମଥ ରାଉତରାୟ । ଜଟଣୀରୁ ଲଢ଼ିବା ନେଇ ନିଜେ ସ୍ପଷ୍ଟ କଲେ ମନ୍ମଥ ରାଉତରାୟ । କଂଗ୍ରେସର ବରିଷ୍ଠ ବିଧାୟକ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ । ଭୁବନେଶ୍ୱର ବିମାନବନ୍ଦରରେ ପୁଅକୁ…

ହାଇଟେକ୍ ବିସ୍ଫୋରଣ ଘଟଣାର ତଦନ୍ତ କରିବ ଶ୍ରମ ଆୟୋଗ

ଭୁବନେଶ୍ୱର ହାଇ-ଟେକ୍ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଏସି କମ୍ପ୍ରେସର ବିସ୍ଫୋରଣରେ ଘଟିଥିବା ଦୁଖଦ ଘଟଣାର ଆଜି ଶ୍ରମ ଆୟୋଗ ତଦନ୍ତ ଆରମ୍ଭ କରିଛି ଯେଉଁଥିରେ ଗୁରୁତର ଭାବେ ପୋଡି ଯାଇଥିବା ଚାରିଜଣଙ୍କ ମଧ୍ୟରୁ ତିନିଜଣଙ୍କ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି।…

ବିଜୁ ଜନତା ଦଳରେ ସାଂସ୍କୃତିକ ନିଯୁକ୍ତି, ପଢ଼ନ୍ତୁ ସଂପୂର୍ଣ୍ଣ ଖବର

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳ ରାଜ୍ୟ ସଭାପତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳକୁ ଅଧିକ ସକ୍ରିୟ କରିବା ପାଇଁ ସାଂସ୍କୃତିକ ବିଭାଗରେ ଡକ୍ଟର ଅମର ପଟ୍ଟନାୟକ(ମୁଖ୍ୟ ଉପଦେଷ୍ଟା) ପ୍ରଫୁଲ୍ଲ କୁମାର ସାମଲ(ବରିଷ୍ଠ ଉପଦେଷ୍ଟା), ଦେବୀ ପ୍ରସାଦ ମିଶ୍ର(ବରିଷ୍ଠ ଉପଦେଷ୍ଟା),…

ପାଣ୍ଡିଆନଙ୍କ ବଲାଙ୍ଗୀର ଗସ୍ତକୁ ବିରୋଧ

ବଲାଙ୍ଗୀର: ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବଲାଙ୍ଗୀର ଗସ୍ତକୁ ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସ ଆଜି ବିରୋଧ କରିଛନ୍ତି। ରାଜେନ୍ଦ୍ର କଲେଜ ଛକରେ ଏହି ପ୍ରତିବାଦ କରିଛନ୍ତି। ସେମାନେ ଦାବି କରିଛନ୍ତି ଯେ ରାଜେନ୍ଦ୍ର କଲେଜରେ ଅଧ୍ୟାପକ ନଥିବାବେଳେ ରାଜ୍ୟ…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବାମରା ବ୍ଲକ ମହୁଲପାଲିରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ସେଠାରେ ଯୋଗଦାନ ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି,”ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟିରେ…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଅଜୟ କୁମାର

ଭୁବନେଶ୍ୱର: ପ୍ରେସମିଟ୍‌ରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପିସିସି ପ୍ରଭାରୀ । ରାଜ୍ୟରେ ବ୍ୟୁରୋକ୍ରାଟ୍ ସରକାର ଚାଲିଛି ବୋଲି କହିଲେ ପ୍ରଭାରୀ ଅଜୟ କୁମାର । ସେ କହିଛନ୍ତି, ନେତାଙ୍କ ଅଧୀନରେ ଆଇଏଏସ୍‌, ଆଇପିଏସ୍ କାମ କରିବା ଉଚିତ । କିନ୍ତୁ…

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର

ଭୁବନେଶ୍ବର: ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ନୂଆ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର। ସେ କହିଛନ୍ତି, ବାହାର ଲୋକଙ୍କୁ ହଟାଅ, ଓଡ଼ିଆଙ୍କୁ ଆଣ। ଓଡ଼ିଶା ଫର ଓଡ଼ିଆ, ଅଫ ଓଡ଼ିଆ, ବାୟ ଓଡ଼ିଆ। ବାହାର ଲୋକ ଓଡ଼ିଶାରେ ଚାକିରି, ମାଇନିଂ…

ମଦ ମାଫିଆଙ୍କଠାରୁ କଳାଟଙ୍କା ଜବତ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି

ଭୁବନେଶ୍ୱର: ସମଗ୍ର ଦେଶରେ ପ୍ରଥମ ଥର ପାଇଁ ସବୁଠୁ ବଡ ମାତ୍ରାରେ କଳା ଟଙ୍କା ଜବତ୍ ହେବା ଘଟଣାକୁ ଆଜି ମାସେ ପୁରିଲା । ଓଡିଶାରେ ଜଣେ ମଦ ବ୍ୟବସାୟୀଙ୍କ ଉପରେ ଆୟକର ବିଭାଗ ତରଫରୁ ରେଡ୍ କରାଯାଇ ୩୫୦କୋଟିରୁ ଉର୍ଦ୍ଧ୍ୱ…

ରାଉରକେଲାରେ ବିଜେପିର ମାନସ ମନ୍ଥନ

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ଦେଖାଯାଇଛି। ନେତାମାନେ ଲୋକ ସମର୍ଥନ ସଂଗ୍ରହ କରିବାରେ ବ୍ୟସ୍ତ ରହୁଛନ୍ତି। ଆଗାମୀ ଦିନରେ କେନ୍ଦ୍ରୀୟ ନେତାମାନେ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ୨୧…

ବିଜେଡିରୁ ବହିଷ୍କୃତ ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।…