Category: ରାଜନୀତି

ବିଜେପିରେ ମିଶିଲେ ଧନେଶ୍ୱର ମାଝୀ

ଭୁବନେଶ୍ୱର; ପୂର୍ବତନ ରାଜ୍ୟସଭା ସାଂସଦ ଏବଂ କେସିଙ୍ଗା ଓ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ୫ଥରର ବିଧାୟକ ଧନେଶ୍ୱର ମାଝୀ ଆଜି ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି । ଧନେଶ୍ୱର ମାଝୀ ୨୦୦୯ ମସିହାରେ…

ମିଥ୍ୟା ପ୍ରଗତିର ଅଭିନବ ପ୍ରଚାରକ ନବୀନ ସରକାର: ସଜ୍ଜନ ଶର୍ମା

ଭୁବନେଶ୍ୱର : ରାଜସ୍ୱ ବଳକା ରାଜ୍ୟର ଡିଣ୍ଡିମ ପିଟୁଥିବା ନବୀନ ଶାସନରେ ଓଡ଼ିଶାର ଶ୍ରମିକ ଅନ୍ୟାନ୍ୟ ରାଜ୍ୟ ତୁଳନାରେ ସର୍ବନିମ୍ନ ମଜୁରୀ ପାଇବାକୁ କାହିଁକି ବାଧ୍ୟ ହେଉଛି? ଗୋଆ ଭଳି ଛୋଟିଆ ରାଜ୍ୟର ଶ୍ରମିକ ଦୈନିକ ୩୫୭ଟଙ୍କା ମଜୁରୀ ପାଉଥିବାବେଳେ ଓଡ଼ିଆ…

ମୋଦୀ ଗ୍ୟାରେଂଟି ସଫଳ, ନବୀନଙ୍କ ଯୋଜନାର ଗ୍ୟାରେଂଟି ନାହିଁ : ଅନିଲ ବିଶ୍ୱାଳ

ଭୁବନେଶ୍ୱର: ମୋଦୀ ଗ୍ୟାରେଂଟି ପାଇଁ ଆଜି ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତନ ଆସିଛି । ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି ସରକାରଙ୍କ ଯୋଜନା…

ବିଜେପି ଛାଡ଼ିଲେ ସୁକାନ୍ତ ନାୟକ

ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି…

ବିଜେଡିରେ ମିଶିଲେ ସୁରେନ୍ଦ୍ର ସିଂ ଭୋଇ

ଭୁବନେଶ୍ୱର: ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୁରେନ୍ଦ୍ର ସିଂ ଭୋଇ। ଟୁକୁନି ସାହୁ, ସସ୍ମିତ ପାତ୍ର, ଅଧିରାଜ ପାଣିଗ୍ରାହୀଙ୍କ ଉପସ୍ଥିତିରେ ସୁରେନ୍ଦ୍ର ନିଜ ହଜାର ହଜାର ସମର୍ଥକଙ୍କ ସହ…

ସମ୍ବଲପୁରରେ ପ୍ରଣବ ପ୍ରକାଶ ଦାସ; ମା ସମଲେଶ୍ବରୀଙ୍କ କଲେ ଦର୍ଶନ

ସମ୍ବଲପୁର : ସମ୍ବଲପୁରରେ ବିଜେଡି ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ସେଠାରେ ପହଂଚିବା ପରେ ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ଦର୍ଶନ କରିବା ସହ ଆଶିର୍ବାଦ ନେଇଛନ୍ତି । ସମ୍ବଲପୁର ଲୋକସଭା ଆସନରୁ ବିଜେଡି…

ବିଜେପିକୁ ଝଟକା; ଦଳ ଛାଡ଼ିଲେ ପ୍ରକାଶ ବେହେରା

ବିଜେପି ଛାଡ଼ିଲେ ପ୍ରକାଶ ବେହେରା । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପ୍ରକାଶ । ଏନେଇ ସେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ନିଜର ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ଏହି ଇସ୍ତଫାପତ୍ରରେ କୌଣସି ଅସନ୍ତୋଷ…

କଂଗ୍ରେସରେ ବିକାଯାଉଛି ଟିକେଟ୍‌! ପ୍ରାର୍ଥୀ ହେଉଛ, ୫୦ ହଜାରର ଚେକ୍‌ ଓ ଦେଢ ଲକ୍ଷ କ୍ୟାସ୍‌ ଧରି ଆସ

ନିର୍ଭୟ ମିଡିଆ, ଭୁବନେଶ୍ୱର: ଗୁରୁବାର ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ପ୍ରଦେଶ ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସ ଘୋଷଣା କରିଥିଲେ ଯେ, ଏପ୍ରିଲ ପ୍ରଥମ ସପ୍ତାହରେ ଅତି କମରେ ୧୦୦ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯିବ ।…

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ଡମ୍ବରୁ ସିସା

ଭୁବନେଶ୍ବର: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାର ବଣ୍ଡା ଅନୁସୂଚିତ ଜନଜାତି ଯୁବନେତା ତଥା ପୂର୍ବତନ ବିଧାୟକ ଡମ୍ବରୁ ସିସା ଆଜି ବିଜେଡିର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ପୂର୍ବତନ ବିଧାୟକ ଶ୍ରୀ ସିସା ନିଜର ଇସ୍ତଫା ପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ…

ମୟୂରଭଞ୍ଜ ଲୋକସଭା ଆସନରୁ ଲଢ଼ିବେ ଅଞ୍ଜନି ସୋରେନ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ଅଞ୍ଜନି ସୋରେନଙ୍କୁ ପ୍ରାର୍ଥୀ ଘୋଷଣା କଲା JMM।ମୟୂରଭଞ୍ଜ ଲୋକସଭା ଆସନରୁ ଲଢ଼ିବେ ଅଞ୍ଜନି ସୋରେନ।ସୂଚନା ଅନୁଯାୟୀ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଘରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।