Category: ରାଜନୀତି

ମଦ ମାଫିଆଙ୍କଠାରୁ କଳାଟଙ୍କା ଜବତ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି

ଭୁବନେଶ୍ୱର: ସମଗ୍ର ଦେଶରେ ପ୍ରଥମ ଥର ପାଇଁ ସବୁଠୁ ବଡ ମାତ୍ରାରେ କଳା ଟଙ୍କା ଜବତ୍ ହେବା ଘଟଣାକୁ ଆଜି ମାସେ ପୁରିଲା । ଓଡିଶାରେ ଜଣେ ମଦ ବ୍ୟବସାୟୀଙ୍କ ଉପରେ ଆୟକର ବିଭାଗ ତରଫରୁ ରେଡ୍ କରାଯାଇ ୩୫୦କୋଟିରୁ ଉର୍ଦ୍ଧ୍ୱ…

ରାଉରକେଲାରେ ବିଜେପିର ମାନସ ମନ୍ଥନ

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ଦେଖାଯାଇଛି। ନେତାମାନେ ଲୋକ ସମର୍ଥନ ସଂଗ୍ରହ କରିବାରେ ବ୍ୟସ୍ତ ରହୁଛନ୍ତି। ଆଗାମୀ ଦିନରେ କେନ୍ଦ୍ରୀୟ ନେତାମାନେ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ୨୧…

ବିଜେଡିରୁ ବହିଷ୍କୃତ ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।…

ଚାରା ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ବାବୁ ସିଂ

ଭୁବନେଶ୍ୱର: ନବୀନ ସରକାରରେ ପଂଚାୟତ ଠାରୁ ବ୍ଲକ ସବୁଆଡେ ଅଫିସରମାନେ ଦୁର୍ନୀତିରେ ଉବୁଟୁବୁ । ଗତ ୨୪ବର୍ଷର ନବୀନ ସରକାର ଓଡ଼ିଶାବାସୀଙ୍କୁ କେବଳ ପ୍ରତାରଣା ନୁହେଁ ବରଂ ଦୁର୍ନୀତିର ପାହାଡ ଭେଟିରେ ଦେଇଛନ୍ତି । ଓଡ଼ିଶାର ଦୁର୍ନୀତିର କର୍ଣ୍ଣଧାରା ତଥା ମୁଖମଣ୍ଡଳ…

ମିଶନ ମୋଡ଼ରେ ଓଡ଼ିଶା କଂଗ୍ରେସ; ଆସନ୍ତା ୬ରେ ଓଡ଼ିଶା ଆସିବେ ନୂଆ ପ୍ରଭାରୀ ଅଜୟ କୁମାର

ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୬ରେ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର। ନୂଆବର୍ଷରେ ନୂଆ ପ୍ରଭାରୀଙ୍କ ସହ କଂଗ୍ରେସ କିଛି ନୂଆ କରିବ ବୋଲି ଆଶା ରଖିଛନ୍ତି ବରିଷ୍ଠ ନେତା। ଅଜୟ କୁମାରଙ୍କ ଓଡ଼ିଶା ଗସ୍ତ…

ବିକଶିତ ଭାରତ କାର୍ଯ୍ୟକ୍ରମକୁ ଧସେଇ ପଶିଲେ ଦୁବୃର୍ତ୍ତ

ଭଦ୍ରକ; ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନମଣ୍ଡଳୀର ଚୁଡାକୁଟି ପଞ୍ଚାୟତ ରାଲିରେ ଜୋର ଜବରଦସ୍ତ ପ୍ରବେଶ କରି ଭଙ୍ଗାରୁଜା କରିଛନ୍ତି କିଛି ଦୁବୃର୍ତ୍ତ । ସୂଚନା ଅନୁସାରେ ଧାମନଗରରେ ବିଜେପିର ବିକଶିତ ଭାରତ ସଙ୍କଳ୍ପ ରଥ କାର୍ଯ୍ୟକ୍ରମ ଚାଲୁଥିବା ସମୟରେ ଅତର୍କିତ ଭାବରେ…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ଓଡ଼ିଶାର ଅନ୍ୟତମ ପ୍ରଜ୍ଞାପୁରୁଷ ତଥା ଲକ୍ଷ ଲକ୍ଷ ଆଦିବାସୀମାନଙ୍କର ଆଶାର ପ୍ରାଣକେନ୍ଦ୍ର ଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକୁ ଆଜି ୧୫ବର୍ଷ ବିତିଗଲାଣି । କିନ୍ତୁ ବଡ ଆଶ୍ଚର୍ଯ୍ୟର ବିଷୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ତଦନ୍ତ କମିଶନ ରିପୋର୍ଟ…

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୭ତମ ଜୟନ୍ତୀ ଅବସରରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୭ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତିର ସୁରକ୍ଷା ପାଇଁ ପଦ୍ମଶ୍ରୀ ଦେବୀ…

‘ମେଟ୍ରୋ ପ୍ରକଳ୍ପ’ – ବିଜେଡିର ନିର୍ବାଚନୀ ଥୋପ: ଦିଲୀପ ମଲ୍ଲିକ

ଭୁବନେଶ୍ୱର: ରାଜ୍ୟ ସରକାର ଓ ଶାସକ ଦଳର ନେତାମାନେ ରାତିଅଧିଆ ଅବାସ୍ତବ ସ୍ୱପ୍ନ ଦେଖି ଦେଇ ଭୁବନେଶ୍ୱର ତଥା ଓଡିଶାବାସୀଙ୍କୁ ବୁଝାଇବା ପାଇଁ ପ୍ରଚେଷ୍ଟା କରୁଛନ୍ତି । ବିକାଶ ନୁହେଁ ଭୁବନେଶ୍ୱରବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ବାବୁ ଗୋଲାପୀ ଚିତ୍ର ଓ ନିର୍ବାଚନ…

ଅପରିପକ୍ୱ ବିଜେଡି ସରକାର ଆଦିବାସୀ ବିରୋଧୀ : ବଳଭଦ୍ର ମାଝୀ

ଭୁବନେଶ୍ୱର: ଗତ ୨୧ଡିସେମ୍ବର ୨୦୨୩ରେ ରାୟଗଡା ଜିଲ୍ଲା ଚନ୍ଦ୍ରପୁରର ମା’ଗୃହରେ ଜଣେ ଆଦିବାସୀ ଦିବ୍ୟାଙ୍ଗ ଯୁବତୀ ଲକ୍ଷ୍ମୀ ମାଝୀଙ୍କୁ ମାରି ଦେଇଥିବା ଘଟଣାକୁ ନେଇ ରାଜ୍ୟ ସରକାର ସମ୍ବେଦନଶୀଳତା ହରାଇଥିବା ଏକ ଦୁର୍ଭାଗ୍ୟଜନକ । ହତ୍ୟାକୁ ୧୦ଦିନ ବିତିଯାଇଥିଲେ ମଧ୍ୟ ବର୍ତମାନ…