Category: ରାଜନୀତି

ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା

ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଭଦ୍ରା ଯୋଜନା ଡ୍ରାଫ୍ଟରେ ଅଛି । ତେଣୁ କେଉଁମାନଙ୍କୁ ଏହିି ଯୋଜନାର ସୁଫଳ ମିଳିବ ତାହା ଏବେ…

ବାସଭବନ ଭାଙ୍ଗିବା ନେଇ ପ୍ରତିକ୍ରିୟା ଦେଲେ ପ୍ରଣବ ଦାସ

ଆଜି ବିଜେଡି ନେତା ପ୍ରଣବ ପ୍ରକାଶ ଦାଶଙ୍କ ସରକାରୀ ବାସଭବନ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଏ ଯାଉଛି…

ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଏନ୍‌ଡିଏରୁ ଓମ୍‌ ବିର୍ଲା ଓ ଇଣ୍ଡିଆ ମେଣ୍ଟରୁ କେ ସୁରେଶ

୧୮ ତମ ଲୋକ ସଭା ଅଧିବେଶନ କାଲିଠାରୁ ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ବାଚସ୍ପତି ପଦ ପାଇଁ ଲୋକସଭାରେ ପ୍ରଥମ ଥର ହେବ ନିର୍ବାଚନ । ୧୯୪୬ ମସିହା ପରେ ୨୦୨୪ ମସିହାରେ ହେବାକୁ ଯାଉଛି ବାଚସ୍ପତି ନିର୍ବାଚନ ।…

ଭଙ୍ଗା ଚାଲିଛି ବବି ଦାସଙ୍କ ସରକାରୀ କ୍ବାର୍ଟର୍ସ

ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ କ୍ବାର୍ଟର୍ସ। ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ଅଣ୍ତର୍ ଗ୍ରାଉଣ୍ତରେ ପାଖାପାଖି ୨ରୁ…

ଦିଲ୍ଲୀ ଜଳମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ, ଆଇସିୟୁରେ ଭର୍ତ୍ତି

ଦିଲ୍ଲୀର ଜଳମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି । ଦିଲ୍ଲୀର ଜଳ ସମସ୍ୟାକୁ ନେଇ ଆତିଶୀ ହରିୟାଣା ସରକାରଙ୍କ ବିରୋଧରେ ଆମରଣ ଅନଶନରେ ବସିଥିବାବେଳେ ସୋମବାର ବିଳମ୍ବିତ ରାତିରେ ହଠାତ…

ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ, ଆଜି ହେବ ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ

କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? କାହାକୁ ମିଳିବ ଗୁରୁତ୍ଵପୂର୍ଣ୍ଣ ବାଚସ୍ପତି ପଦ ? ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନାମାଙ୍କନ ଦାଖଲ ହେବ । ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାମ । ଦିନ…

କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା

ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ରାଜ୍ୟସଭାରେ ଗୃହର ନେତା କରାଯାଇଛି । ଚଳିତ ବର୍ଷ ଲୋକ ସଭା ନିର୍ବାଚନେି ବିଜୟୀ ହୋଇଥିବା ଏମପିମାନେ ସୋମବାର ୧୮ତମ ଲୋକ ସଭାର ପ୍ରଥମ ସଂସଦ ଅଧିବେଶନରେ…

ଆସନ୍ତାକାଲି କଳା ଦିବସ ପାଳିବ ବିଜେପି

ଆସନ୍ତାକାଲି କଳା ଦିବସ ପାଳିବ ବିଜେପି। ଜୁନ ୨୫ ଅର୍ଥାତ୍ ଆସନ୍ତା କାଲି ବିଜେପି କଳା ଦିବସ ପାଳନ କରିବାକୁ ଯାଉଛି। ଜୁନ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଗଣତନ୍ତ୍ର ଏବଂ…

ଓଡ଼ିଶାର ସ୍ୱାର୍ଥ ଅଣଦେଖା କଲେ ସ୍ୱର ଉତ୍ତୋଳନ କରିବୁ: ବିଜେଡି

ସୋମବାର ବିଜେଡିର ରାଜ୍ୟ ସଭା ସଦସ୍ୟମାନଙ୍କୁ ନେଇ ନବୀନ ନିବାସରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିରୋଧୀ ଦଳ ଭୂମିକାରେ ବସିବ…

ନିଜ ଗାଁ କେନ୍ଦୁଝର ରାଇକଳାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦୁଝର ଗ୍ରସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଗାଁ କେନ୍ଦୁଝର ରାଇକଳାରେ ସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଛନ୍ତି । ମୁଖ୍ୟମନ୍ତ୍ରୀ ଗାଁରେ ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି । ସତେ ଯେପରି ଗ୍ରାମ ଉତ୍ସବ…