Category: ରାଜନୀତି

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ । ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ । ପ୍ରତିଦ୍ବନ୍ଦ୍ବୀ ନ ଥିବାରୁ ଆଉ ଭୋଟ୍‌ ଗ୍ରହଣର ଆବଶ୍ୟକତା…

ନବୀନ ସରକାରର ପତନ ହେବ: ମୋହନ ମାଝୀ

ରାଜ୍ୟସାରା ଚର୍ଚ୍ଚାରେ ଖାଲି ନିର୍ବାଚନ। ଆଗକୁ ନିର୍ବାଚନ ପାଖେଇ ଆସୁଥିବାରୁ ସବୁ ଦଳ ପ୍ରସ୍ତୁତ ଅଛନ୍ତି। ହେଲେ ଆଜି କିଛି ଏମିତି କହିଛନ୍ତି ବିଜେପି ନେତା ମୋହନ ମାଝୀ। ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଛି ତାଙ୍କର ଏହି କଥା। ସେ କହିଛନ୍ତି…

ଭାଜପାର ପ୍ରଥମ ୧୦୦ ଆସନ ତାଲିକାରେ ଓଡ଼ିଶାରୁ ପୁରୀ ଓ ସମ୍ବଲପୁର

ନିର୍ଭୟ ମିଡିଆ : ଭୁବନେଶ୍ୱର, ଖୁବଶୀଘ୍ର ୧୦୦ଟି ଲୋକସଭା ଆସନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି । ଏହି ସପ୍ତାହରେ ହୁଏତ ଏହି ସୂଚୀ ଜାରିହେବ । ଏହାକୁ କୁହାଯାଉଛି ‘ନିଶ୍ଚିତ ଆସନ’…

କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ: ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ, ପୂର୍ବତନ ଢେଙ୍କାନାଳ ଜିଲ୍ଲା ସଭାପତି ସରୋଜ ପଟ୍ଟନାୟକ, ଓଡାପଡା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ ସଭାପତି ଅଖିଳ ମୋହନ ଖୁଣ୍ଟିଆ ଓ ଟାଉନ କଂଗ୍ରେସ ସଭାପତି ହାଇଦର…

ମାର୍ଚ୍ଚ ପହିଲା ସୁଦ୍ଧା ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର : ୨୦୨୪ ନିର୍ବାଚନ ପାଖେଇ ଆସୁଛି। ରାଜ୍ୟ କଂଗ୍ରେସରେ ଟିକେଟ୍‌ କସରତ । ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ୍‌ ଦେବା ପାଇଁ କଂଗ୍ରେସର ବସିଲା ପ୍ରଦେଶ ନିର୍ବାଚନ କମିଟି (ପିଇସି) ବୈଠକ । ଏହି ବୈଠକରେ ପିସିସି ସଭାପତିଙ୍କ ସହ ପ୍ରଦେଶ…

ଶଙ୍ଖ ଧରିଲେ ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ବିପ୍ଳବ ଜେନା

ଭୁବନେଶ୍ବର: ଆଜି ବିଜେଡିରେ ମିଶିଲେ ବିପ୍ଳବ ଜେନା । ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ଭାବେ ସେ କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ । ତାଙ୍କ ପିତା ସ୍ବର୍ଗତ ରମେଶ ଜେନା ଅନୁଗୁଳରୁ ଥରେ ବିଧାୟକ…

ନିର୍ବାଚନ ପାଇଁ ଆମେ ସଂପୂର୍ଣ୍ଣ ପ୍ରସ୍ତୁତ: ସିଇସି ରାଜୀବ କୁମାର

ଭୁବନେଶ୍ଵର: ଆଗାମୀ ଜୁନ୍‌ ୧୬ ସୁଦ୍ଧା ଲୋକସଭା ଏବଂ ଜୁନ୍‌ ୨୪ ସୁଦ୍ଧା ବିଧାନସଭା ନିର୍ବାଚନ ଶେଷ ହେବ । ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମସ୍ତ ଜିଲ୍ଲାପାଳ ଏବଂ ଏସପି ସବୁ ରାଜନୈତିକ…

ସମୀର ଦାଶଙ୍କୁ ଗୋପରେ କଳାପତାକା ପ୍ରଦର୍ଶନ; ବିଧାୟକଙ୍କ ସମର୍ଥକଙ୍କ ଗୁଣ୍ଡାରାଜ

ନିମାପଡା ବିଧାୟକ ସମୀର ଦାଶଙ୍କୁ ବିରୋଧ ସହିତ କଳାପତାକା ପ୍ରଦର୍ଶନ । ପୋଲିସ ଉପସ୍ଥିତିରେ ପ୍ରତିବାଦକାରୀଙ୍କୁ ନିସ୍ତୁକ ମାଡ ମାରିଲେ ବିଧାୟକଙ୍କ ସମର୍ଥକ । ନିଜ ନିର୍ବାଚନମଣ୍ଡଳୀ ଏରବଂଗ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ବିଧାୟକ ଯାଉଥିଲେ ।…

ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ଇଡି ସମନ

ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ । ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ସମନ କଲା ଇଡି । ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ସମନ । ପ୍ରଫୁଲ୍ଲଙ୍କ ସହ ପୁଅ ପ୍ରୟାସକାନ୍ତିଙ୍କୁ ମଧ୍ୟ ସମନ କଲା ଇଡି ଡକ୍ୟୁମେଣ୍ଟ ସହ…

ଓଡିଶାର ମିଛୁଆ ରାଧୁଆ ମାନଙ୍କୁ ନିର୍ବାଚନରେ ଲୋକେ ଏଥର ଜବାବ ଦେବେ- ଅନିଲ ବିଶ୍ୱାଳ

ଭୁବନେଶ୍ୱର: – ଆଜିର କ୍ୟାବିନେଟରେ ହୋଇଥିବା ଘୋଷଣାକୁ ବିଜେପି ପକ୍ଷରୁ ସମାଲୋଚନା କରାଯିବା ସହ ବିଭିନ୍ନ ନିଷ୍ପତ୍ତି ଉପରେ ପ୍ରଶ୍ନ କରାଯାଇଛି । ୨୦୨୪ ନିର୍ବାଚନକୁ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଦଳ ବିଜୁ ଜନତା ଦଳ ଡରି ଯାଇଛି ଓ ସାରା…